Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ

ଗଞ୍ଜାମ:ଗଞ୍ଜାମ ପୁରୁଣାବନ୍ଧ ଋଷିକୂଲ୍ୟା ମୁହାଣରେ ଖଲ୍ଲିକୋଟ ବନ ବିଭାଗ ପାଟ୍ରୋଲିଂ କରୁଥିବା ବେଳେ ୨ ଆନ୍ଧ୍ର ଟ୍ରଲର ଜବତ କରିଛି। ନିଷିଦ୍ଧାଞ୍ଚଳରେ ବେଆଇନ ଭାବେ ମାଛ ଧରି ମତ୍ସ୍ୟଜୀବୀମାନେ ଧରା ପଡ଼ିଛନ୍ତି । ଅଲିଭ୍‌ ରିଡଲେଙ୍କ ସୁରକ୍ଷା ପାଇଁ ନଭେମ୍ବର ୧ରୁ ମେ ୩୧ ପର୍ଯ୍ୟନ୍ତ ପ୍ରୟାଗି…

ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…

ଭୁବନେଶ୍ୱର: ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ମଧ୍ୟରେ ଓଡ଼ିଶାର ଡାକ୍ତରୀ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକ (ଡିଏମଇଟି) ଶୁକ୍ରବାର ଦିନ ଅପରାହ୍ନ ୨ଟାରେ ଆରମ୍ଭ ହେବାକୁ ଥିବା ସହାୟକ ନର୍ସ ମିଡୱାଇଫେରୀ (ଏଏନ୍ଏମ୍) ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। "ଅନିବାର୍ଯ୍ୟ ପରିସ୍ଥିତି ଯୋଗୁଁ,…

ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକ୍ରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭…

Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି

ଭୁବନେଶ୍ବର:  ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର…

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ବର: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉତ୍ତର ରଖି କହିଲେ ଅସ୍ମିତା ବି ମୁଁ ପଣ, ଅହଂଜ୍ଞାନ, ମୁଁ ଭାବ, ମୁଁ ଅଛି-…

ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…

ଭୁବନେଶ୍ୱର: ଇଣ୍ଡିଗୋ ଦ୍ୱାରା ଦେଶବ୍ୟାପୀ ବିମାନ ସେବା ବାତିଲ ହେଉଥିବାରୁ ଏକ ନବବିବାହିତ ଦମ୍ପତି ହଟହଟା ହୋଇଛନ୍ତି। ଏପରିକି ନିଜ ରିସେପସନ୍ ପାର୍ଟିରେ ଭର୍ଚୁଆଲ୍ ମୋଡରେ ସାମିଲ ହେବାକୁ ବାଧ୍ୟ ହୋଇଥିଲେ। ଭୁବନେଶ୍ୱରର ସଙ୍ଗମା ଦାସ ଏବଂ ହୁବଲିର ମେଧା କ୍ଷୀରସାଗର ନଭେମ୍ବର ୨୩ ତାରିଖରେ…

Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି

ଫୁଲବାଣୀ: କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକ । ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଛି । ଆଦେଶ ଅନୁସାରେ ବର୍ତ୍ତମାନ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ…

ଶିଶୁକନ୍ୟାକୁ ମାରି ମାଆ ଫେରାର !

ପୁରୀ:ପାରିବାରିକ କଳହର ଦୁଃଖଦ ପରିଣାମ । ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁକନ୍ୟାକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁବାର ଘଟିଥିବା ଏହି ହୃଦୟ ବିଦାରକ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଡେଲାଙ୍ଗର ସଡଙ୍ଗଇ ଗ୍ରାମର ମହିଳା ଜଣକ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ବନ ଅଧିକାରୀ। ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବନ୍ଧବାହାଲ ସେକ୍ସନ ଫରେଷ୍ଟର ଗୌରାଙ୍ଗ ସାହୁ। ଏହି ଘଟଣାରେ ଫରେଷ୍ଟରଙ୍କୁ ଅଟକ ରଖାଯାଇଥିବା ବେଳେ ଭିଜିଲାନ୍ସ ଏକ ମାମଲା ରୁଜୁ କରି ଦୁଇଟି…

Barrage: ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍‌: ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବ । ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା ପ୍ରଶ୍ନ ସଂଖ୍ୟା ୧୫୮୯ର ଲିଖିତ ଉତ୍ତରରେ ବିଧାନସଭାରେ ଉତ୍ତର ରଖିଛନ୍ତି…