Latest Odisha News

BREAKING NEWS

Browsing Category

ଓଡିଶା

Odisha

Heavy Rain: ଖୋଲିଲା ହୀରାକୁଦର ୪ ଗେଟ୍ 

ସମ୍ବଲପୁର: ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଥିବା ଜଳସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ଶନିବାର ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। ଅଧିକାରୀମାନେ କହିଛନ୍ତି ଯେ ନିଷ୍କାସନର ପ୍ରଥମ ପର୍ଯ୍ୟାୟରେ ଡ୍ୟାମର ବାମ ପାର୍ଶ୍ୱରେ ତିନୋଟି ଏବଂ ଡାହାଣ ପାର୍ଶ୍ୱରେ…

Vigilance Raid: ଆୟଠୁ ଅଧିକ ସଂପତ୍ତି ଠୁଳ ଅଭିଯୋଗରେ ସିଟି ହସ୍ପିଟାଲର ସିନିୟର ଆସିଷ୍ଟାଣ୍ଟ ଗିରଫ

କଟକ: କୋଟିପତି ସିନିୟର ଆସିଷ୍ଟାଣ୍ଟ କିଶୋର ସାହାଣୀ ଗିରଫ। ଆୟଠୁ ଅଧିକ ସଂପତ୍ତି ଠୁଳ ଅଭିଯୋଗରେ କଟକ ସିଟି ହସ୍ପିଟାଲର ବରିଷ୍ଠ ସହାୟକ କିଶୋର ସାହାଣୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆଜି ତାଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ ଜଜ କୋର୍ଟକୁ ଚାଲାଣ କରାଯିବ। ଭିଜିଲାନ୍ସ ରେଡ ବେଳେ ତାଙ୍କର ଦୁଇଟି…

ADR Report: ମୁଖ୍ୟମନ୍ତ୍ରୀଙ୍କ ଭିତରେ ମମତା ସବୁଠୁ ଗରିବ, ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାଁରେ ସବୁଠୁ ଅଧିକ…

ନୂଆଦିଲ୍ଲୀ: ଭାରତରେ ପ୍ରତିଦିନ ନିଜ ନିଜ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବିଷୟରେ ଆଲୋଚନା ହେଉଥାଏ । ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ତାଙ୍କ ରାଜ୍ୟର ମୁଖିଆଙ୍କର କେତେ ସମ୍ପତ୍ତି ରହିଛି? ଏହାକୁ ନେଇ ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ADR) ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ, ସାରା…

Bomb blast: ରାଜଧାନୀରେ ଫୁଟିଲା ବୋମା: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ

ଭୁବନେଶ୍ୱର: ରାଜଧାନୀରେ ଫୁଟିଲା ବୋମା। ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମାମାଡ଼ ହୋଇଥିବା ସୂଚନା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ସନ୍ଦେହ କରାଯାଉଛି। ଫୁଲେଶ୍ୱରି ବସ୍ତିର ଏକ କ୍ଳବ୍ ଘର ଉପରକୁ ଦୃର୍ବୁତ୍ତ ମାନେ ବୋମା ମାଡ କରିଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର…

Odisha Plus Two syllabus: ଯୁକ୍ତ ଦୁଇ ସିଲାବସରେ ପରିବର୍ତ୍ତନ, ବାଧ୍ୟତାମୂଳକ ଇଂରାଜୀ ବିଷୟରେ ରହିବ ‘ପରିବେଶ…

କଟକ: ଯୁକ୍ତ ୨ ପାଠ୍ୟକ୍ରମ(Syllabus)ରେ ପରିବର୍ତ୍ତନ। ବାଧ୍ୟତାମୂଳ ଇଂରାଜୀରେ ରହିବ 'ପରିବେଶ ଶିକ୍ଷା' ୟୁନିଟ୍ ଅନ୍ତର୍ଭୁକ୍ତ ହୋଇଛି। MIL ବିଷୟରେ ଅନ୍ତର୍ଭୁକ୍ତ ହେଲା 'ମୂଲ୍ୟବୋଧ ଶିକ୍ଷା' ୟୁନିଟ୍। ପରିବେଶ ଏବଂ ମୂଲ୍ୟବୋଧ ଶିକ୍ଷା ଉପରେ ଆସିବ ପ୍ରଶ୍ନ। ୨୦୨୫-୨୬ ଶିକ୍ଷା ବର୍ଷର…

Public Grievance: ଅଗଷ୍ଟ ୨୫ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ, ଆସନ୍ତା ଜନ ଅଭିଯୋଗ ଶୁଣାଣି ଅଧିବେଶନ, ଅଗଷ୍ଟ ୨୫, ସୋମବାର ପାଇଁ ବାତିଲ୍ କରାଯାଇଛି । ଏନେଇ ସୂଚନା ଦେଇଛି ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ।…

Weather Update: ଆସନ୍ତା ୨୭ ଯାଏଁ ଭିଜିବ ଓଡ଼ିଶା, ଏହି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲାର୍ଟ ଜାରି….

ଭୁବନେଶ୍ଵର: ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଯୋଗୁଁ ଅଗଷ୍ଟ ୨୭ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।ଝାଡ଼ଖଣ୍ଡ ଆଡକୁ ଲଘୁଚାପ ପ୍ରଣାଳୀ ଗତି କରୁଥିବାରୁ ଆଇଏମଡି ବିଭିନ୍ନ ଜିଲ୍ଲା ପାଇଁ ହଳଦିଆ ସତର୍କତା…

କୋର୍ସ ସରିବା ସତ୍ତ୍ବେ ସାର୍ଟିଫିକେଟ ନ ଦେବା ପଡ଼ିଲା ମହଙ୍ଗା; ୨୯ ଛାତ୍ରଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ…

ଭୁବନେଶ୍ବର:କୋର୍ସ ସରିବା ସତ୍ତ୍ବେ ସାର୍ଟିଫିକେଟ ନ ଦେବା ପଡ଼ିଲା ମହଙ୍ଗା । ନଖରା ସ୍ଥିତ ଘରୋଇ ଇଞ୍ଜିନିୟରିଂ କଲେଜକୁ ରାଜ୍ୟ ମାନବାଧିକାର କମିଶନଙ୍କ ଛାଟ । ୨୯ ଜଣ ଛାତ୍ରଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସାର୍ଟିଫିକେଟ ବାବଦକୁ ଆହୁରି ୨୦ ହଜାର…

Vedanta Jharsuguda: ଜୀବିକା ନିର୍ବାହ, ବୟନ ପରିବର୍ତ୍ତନ: ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ ଜୀବନ ଗଠନରେ ସାହାଯ୍ୟ…

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ଗ୍ରାମାଂଚଳରେ, ପ୍ରାଚୀନ ପରମ୍ପରା ଏବଂ ନିପୁଣ କାରିଗରୀ ଦୀର୍ଘକାଳ ଧରି ଦୈନନ୍ଦିନ ଜୀବନର ଏକ ଅଂଶ ହୋଇଯାଇଛି। ସମ୍ବଲପୁରୀ ହସ୍ତତନ୍ତର ସ୍ପନ୍ଦନଶୀଳ ଢାଂଚାଠାରୁ ଟେରାକୋଟା କଳାର ମାଟିର ସୁନ୍ଦରତା ପର୍ଯ୍ୟନ୍ତ, ଏହି ସାଂସ୍କୃତିକ ଅଭିବ୍ୟକ୍ତିଗୁଡ଼ିକ ପିଢ଼ି ପରେ…

Odisha police: ଚଳିତ ବର୍ଷ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଡିଜିପିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର:ଆଗକୁ ଆସୁଛି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ  ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ  ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ  ଚାନ୍ଦା ଆଦାୟକାରୀଙ୍କ…