Latest Odisha News

BREAKING NEWS

Browsing Category

ଓଡିଶା

Odisha

Stray Dog Biting: ପାଗଳ କୁକୁର କାମୁଡ଼ାରେ ୧୨ ଜଣ ଆହତ, ଭୟରେ ସ୍ଥାନୀୟ ଲୋକେ

ଗଞ୍ଜାମ: ମାତିଛି ପାଗଳ କୁକୁର। କୁକୁର କାମୁଡ଼ାରେ ୧୨ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ପାଗଳ କୁକୁର ଆତଙ୍କ ଦେଖିବାକୁ ମିଳିଛି। ଧରାକୋଟ ବ୍ଲକର କୁସୁରାବ, ଲକ୍ଷ୍ମୀପୁର ଓ ବରୁଗୁଡ଼ା ଗାଁରେ ଗୋଡାଇ ଗୋଡାଇ କାମୁଡୁଛନ୍ତି ପାଗଳ କୁକୁର। ଫଳରେ ଲୋକମାନେ ଘରୁ ବାହାରକୁ…

ganja seized:ଭ୍ୟାନ୍‌ରେ ଚାଲାଣ ବେଳେ କୋଟିଏ ଟଙ୍କାର ଗଞ୍ଜେଇ ଜବତ

ଖୋର୍ଦ୍ଧା:ଭ୍ୟାନ୍‌ରେ ଚାଲାଣ ବେଳେ ୧୦ କ୍ବିଣ୍ଟାଲ ଗଞ୍ଜେଇ ଜବତ । ଗଜପତିରୁ ପୁରୀ ଚାଲାଣ ହେଉଥିବାବେଳେ ଏନ୍ଏଚ୍ ୧୬ ଚଣ୍ଡେଶ୍ବର ନିକଟରୁ ଧରିଲା ଅବକାରୀ ବିଭାଗ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୫ ଲକ୍ଷ ଟଙ୍କା ହେବ । ତେବେ ଜଣେ ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଚଳାଇଛି ପୋଲିସ ।…

Odisha Agriculture Dept: କୃଷି ସଚିବଙ୍କ କଡ଼ା ଚେତାବନୀ; ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ

ଭୁବନେଶ୍ୱର: କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରି । ସେ କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ ସରକାରୀ ନିର୍ଦ୍ଦେଶର କାର୍ଯ୍ୟକାରିତାକୁ ସ୍ଥଗିତ…

Assembly Monsoon Session: ସେପ୍ଟେମ୍ବର ୧୮ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ। ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି। ମୌସୁମୀ ଅଧିବେଶନ ନେଇ ବାଚସ୍ପତିଙ୍କ ଅଫିସ୍‌ ପକ୍ଷରୁ ସୂଚନା ମିଳିଛି। ତେବେ ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଧିବଦ୍ଧ ବିଜ୍ଞପ୍ତିକୁ ଅପେକ୍ଷା କରାଯାଇଛି।…

Cyclone Shelters: ରାଜ୍ୟରେ ନିର୍ମାଣ ହେବ ୮ ଶହ ବାତ୍ୟା ଆଶ୍ରୟସ୍ଥଳୀ

ଭୁବନେଶ୍ୱର: ରାଜ୍ୟରେ ନିର୍ମାଣ ହେବ ପ୍ରାୟ ୮ ଶହ ବାତ୍ୟା ଆଶ୍ରୟସ୍ଥଳୀ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଦିଲ୍ଲୀ ଗସ୍ତ ବେଳେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇଛି ରାଜସ୍ବ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି ଯେ, ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ…

Ama bus: ଗଡ଼ଖୋର୍ଦ୍ଧା ଛକରେ ଜଳିଗଲା ଆମ ବସ୍‌; ଏପଟେ ବାୟାପଡା ଘାଟି ତଳକୁ ଖସିଲା…

ଖୋର୍ଦ୍ଧା: ଜଳିଗଲା ଚଳନ୍ତା ଆମ ବସ୍‌ । କଟକରୁ ଖୋର୍ଦ୍ଧା ଯାଉଥିବା ସମୟରେ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ ଖୋର୍ଦ୍ଧା ନିକଟରେ ଗୁରୁବାର ଏହି ଅଘଟଣ ଘଟିଛି । ସୂଚନାଥାଉକି, ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ରାସ୍ତାମଝିରେ ଆମ ବସ ଜଳିଗଲା । ସୌଭାଗ୍ୟବଶତଃ ଅଘଟଣରେ କାହାର କୌଣସି କ୍ଷୟକ୍ଷତି…

OTET question paper leak: ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ରିମାଣ୍ଡରେ ଆସିବେ ଦୁଇ ଅଭିଯୁକ୍ତ, ଜେରା କରିବ…

କଟକ: ସ୍ଵତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆଜି ଆଉ ଦୁଇ ଅଭିଯୁକ୍ତ ରିମାଣ୍ଡକୁ ଯିବେ। ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇ ଆଜି ରିମାଣ୍ଡରେ ଆସିବେ। ଚୌଦ୍ଵାର ଜେଲ୍‌ରୁ ବଲ୍‌ରୁ କ୍ରାଇମ୍‌ବ୍ରାଞ୍ଚ ସେମାନଙ୍କୁ ମୁଖ୍ୟାଳୟକୁ ଆଣି ଜେରା କରିବ। ଉଭୟ…

Maoists Active: ପୁଣି ଥରେ ନିଜର ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ, ଟାର୍ଗେଟ୍ ଥିବା ବ୍ୟକ୍ତିଙ୍କୁ ନପାଇଲେ ପୋଡି…

ସୁନ୍ଦରଗଡ଼: ନକ୍ସଲମାନେ ପୁଣି ଥରେ ସେମାନଙ୍କର ଉପସ୍ଥିତି ଜାହିର କରିଛନ୍ତି। ଓଡିଶା-ଝାଡଖଣ୍ଡ ସୀମାନ୍ତ ଚତରା ଜିଲ୍ଲାରେ ସାନ୍ତାନ ଗଞ୍ଜୁ ନାମକ ଜଣେ ବ୍ୟକ୍ତିଙ୍କୁ ଖୋଜିବାକୁ ଲେମ୍ବୋଡିହ ବିଶନପୁର ଗାଁରେ ପହଞ୍ଚିଥିବା ନକ୍ସଲମାନେ ଦୁଇଟି ଗାଡ଼ି ବୁଧବାର ରାତିରେ ପୋଡ଼ି ଦେଇଛନ୍ତି। ଘଟଣା…

Attack: ରିକ୍ସା ଚାଳକଙ୍କ ଆକ୍ରମଣରେ ଲହୁଲୁହାଣ ଆଇନଜୀବୀ

ପୁରୀ: ରିକ୍ସା ଚାଳକର ଆକ୍ରମଣରେ ଆଇନଜୀବୀ ଗୁରୁତର। ପୁରୀ ଟାଉନ ଥାନା ଅନ୍ତର୍ଗତ ଦୋଳମଣ୍ଡପ ସାହିରେ ଘଟିଛି ଏଭଳି ଘଟଣା। ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କଲା ପିସିଆର୍ ଟିମ୍ । ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି । ଅନ୍ୟପଟେ ଆକ୍ରମଣକାରୀ ରିକ୍ସା ଚାଳକ ଫେରାର…

Weather update: ଆସନ୍ତା ୨୫ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା; ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୨୧ ତାରିଖ ବା ଗୁରୁବାର ଦିନ…