Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିକନିକ କରିବାକୁ ଆସି ଦାରିଙ୍ଗବାଡିରେ ପିଟାପିଟି…

ଭୁବନେଶ୍ବର: ଦାରିଙ୍ଗବାଡିର ଦୁଲୁରି ପାଇନ୍ ଜଙ୍ଗଲରେ ବଣଭୋଜି ସମୟରେ ରବିବାର ଦିନ ଗଣ୍ଡଗୋଳ ହୋଇଥିଲା। ନିଶାସକ୍ତ କିଛି ପର୍ଯ୍ୟଟକ କୌଣସି କାରଣବଶତଃ ପରସ୍ପର ସହ ଯୁକ୍ତିତର୍କ କରିଥିଲେ। ସୂତ୍ର ଅନୁଯାୟୀ, ଏହି ବିବାଦ ଖୁବ୍ ଶୀଘ୍ର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି ସ୍ଥିତିରେ ପହଞ୍ଚିଥିଲା।…

ଗୃହପାଳିତ ପ୍ରାଣୀଙ୍କ ପାଇଁ ସୋଆରେ ଖୋଲିଲା ସ୍ପା ଓ ଗ୍ରୁମିଂ ସେଂଟର

ଭୁବନେଶ୍ୱର: ଘରେ ରହୁଥିବା ପୋଷା ପ୍ରାଣୀଙ୍କ ଉପଯୁକ୍ତ ଯତ୍ନ ଏବଂ ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌)ରେ ଖୋଲିଛି ସ୍ପା ଏବଂ ଗ୍ରୁମିଂ ସେଂଟର। ପ୍ରାଣୀ…

ଜାନୁଆରୀ ୨ଯାଏଁ କଲବଲ କରିବ ଘନ କୁହୁଡି…

ଭୁବନେଶ୍ୱର: ଓଡ଼ିଶାରେ ପ୍ରବଳ ଶୀତ ଲହରୀ ଜାରି ରହିଛି। ଆଗାମୀ ପାଞ୍ଚ ଦିନ ମଧ୍ୟରେ ରାଜ୍ୟର ଅନେକ ଅଂଶରେ ଘନ କୁହୁଡ଼ି ଆଚ୍ଛାଦିତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆକଳନ କରିଛି। ଆଇଏମଡି ଅନୁଯାୟୀ, ଆଗାମୀ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଲହରୀ…

ରାଜ୍ୟର ୨୩ ଜିଲ୍ଲାରେ ସରିଲାଣି ସରକାରୀ ଓକିଲ ନିଯୁକ୍ତି

ଭୁବନେଶ୍ବର: ରାଜ୍ୟର ୨୩ ଜିଲ୍ଲାରେ ସରିଲାଣି ସରକାରୀ ଓକିଲ ନିଯୁକ୍ତି। ବାକି ୭ ଜିଲ୍ଲାରେ ଖୁବ୍‌ଶୀଘ୍ର ନିଯୁକ୍ତି ସରିବ କହିଲେ ରାଜ୍ୟ ବିଜେପି ସଭାପତି। ନିଯୁକ୍ତି ନେଇ ୧୨ ଜିଲ୍ଲାରେ ପ୍ରକାଶ ପାଇଛି ବିଜ୍ଞପ୍ତି। ଛୁଟି ପରେ ବାକି ୧୧ ଜିଲ୍ଳାରେ ବିଜ୍ଞପ୍ତି ପ୍ରକାଶ ପାଇବ। ବୋର୍ଡ ନିଗମ…

ରଥଯାତ୍ରା ପୂର୍ବରୁ ଗଣତି ମଣତି: ଆଇନ ମନ୍ତ୍ରୀ

ପୁରୀ: ରତ୍ନଭଣ୍ଡାର ଗଣତି ମଣତି SOP ନେଇ ଆଇନମନ୍ତ୍ରୀ ଦେଲେ ପ୍ରତିକ୍ରିୟା। ରତ୍ନଭଣ୍ଡାର ଗଣତି ମଣତି ନେଇ SOP ଫାଇନାଲ୍‌ ଷ୍ଟେଜ୍‌ରେ ପହଞ୍ଚିଛି। ଉଚ୍ଚସ୍ତରୀୟ କମିଟିରେ ଏନେଇ ଆଲୋଚନା ହୋଇଛି। କମିଟି ଏକ ପୂର୍ଣ୍ଣ୍ରାଙ୍ଗ SOP ସରକାରଙ୍କ ପାଖକୁ ପଠାଇବେ। ସରକାରଙ୍କ ପାଖରୁ SOP ଆସିଲେ ଗଣତି…

ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା

ଭୁବନେଶ୍ୱର: ନୂଆବର୍ଷଠୁ ନୂଆ ରୂପରେ ନଜର ଆସିବ ବିଜୁ ଜନତା ଦଳ। ଯୁବ ଓ ଛାତ୍ର ଟିମ୍ ଗଠନ କଲେ ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁ ଯୁବ ଜନତା ସହିତ ବିଜୁ ଛାତ୍ର ବାହିନୀର ରାଜ୍ୟସ୍ତରୀୟ କମିଟି ଘୋଷଣା ହୋଇଛି। ଯୁବ ଜନତା କମିଟିରେ ୪ କାର୍ଯ୍ୟକାରୀ ସଭାପତି ସହ ଛାତ୍ର ଦଳରେ ୫ କାର୍ଯ୍ୟକାରୀ…

ହୋମଗାର୍ଡ ଚାକିରି ପାଇଁ ଲାଇନରେ ସ୍ନାତକ ଏବଂ ସ୍ନାତକୋତ୍ତର ପ୍ରାର୍ଥୀ…

ଝାରସୁଗୁଡା: ଝାରସୁଗୁଡାରେ ଅନୁଷ୍ଠିତ ହୋଇଥିବା ୧୦୨ଟି ହୋମଗାର୍ଡ ପଦବୀ ପାଇଁ ୪,୦୦୦ରୁ ଅଧିକ ପ୍ରାର୍ଥୀ ପରୀକ୍ଷା ଦେବା ପାଇଁ ଆସିଥିଲେ। ହୋମଗାର୍ଡ ପଦବୀ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ପଞ୍ଚମ ଶ୍ରେଣୀ ହୋଇଥିଲେ ମଧ୍ୟ ସ୍ନାତକ ଏବଂ ସ୍ନାତକୋତ୍ତର ଛାତ୍ର ସମେତ ଅନେକ ଉଚ୍ଚଶିକ୍ଷିତ…

ଜାନୁଆରୀ ୧ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କୁ ରାତି ଅନିଦ୍ରା ନରଖିବାକୁ ଅନୁରୋଧ

ପୁରୀ: ନୂଆ ବର୍ଷ ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ। ବିରୋଧ କରି ଗଜପତି ମହାରାଜା, ଆଇନ ମନ୍ତ୍ରୀ, ମୁଖ୍ୟ ପ୍ରଶାସକଙ୍କୁ ଚିଠି। ଚିଠି ଲେଖିଲେ ପରିଚାଳନା କମିଟି ସଦସ୍ୟ ମହେଶ କୁମାର ସାହୁ। ଏହା ଧାର୍ମିକ ତଥା ପରମ୍ପରା ଦୃଷ୍ଟିକୋଣରୁ ଆଦୌ ସମୀଚିନ ନୁହେଁ।…

ବଙ୍ଗାଳୀ ଶ୍ରମିକ ହତ୍ୟା ମାମଲା: ମମତାଙ୍କ ଅଭିଯୋଗ ଭିତ୍ତିହୀନ କହିଲେ ମନମୋହନ ସାମଲ

ଭୁବନେଶ୍ବର: ସମ୍ବଲପୁରରେ ବଙ୍ଗାଳୀ ଶ୍ରମିକଙ୍କୁ ପିଟିପିଟି ମାରିଦେବା ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପି ଶାସିତ ରାଜ୍ୟକୁ ଟାର୍ଗେଟ କରିଛନ୍ତି । ଯାହାର ଜବାବ ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି ଯେ, ଓଡ଼ିଶାରେ ହେଉ ଅବା…

Workers Body Found: ମାଟିତଳୁ ମିଳିଲା ଶ୍ରମିକଙ୍କ ମୃତଦେହ, ହତ୍ୟା ସନ୍ଦେହ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗୁଲାପଡା ଅଞ୍ଚଳରେ ଜଣେ ଶ୍ରମିକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତ ଶ୍ରମିକ ଜଣକ ହେଲେ ଗୁଲାପଡା ଗାଁର ୩୮ ବର୍ଷୀୟ ପ୍ରକାଶ ମହାନ୍ତି । ଗତ ୧୮ ତାରିଖ ସନ୍ଧ୍ୟାରେ ସେ ଘରୁ କାମ କରିବାକୁ ବାହାରିଥିଲେ। କିନ୍ତୁ ଦୀର୍ଘ ୧୧…