Latest Odisha News

BREAKING NEWS

Browsing Category

ଓଡିଶା

Odisha

OTET question paper leak: ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ରିମାଣ୍ଡରେ ଆସିବେ ଦୁଇ ଅଭିଯୁକ୍ତ, ଜେରା କରିବ…

କଟକ: ସ୍ଵତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆଜି ଆଉ ଦୁଇ ଅଭିଯୁକ୍ତ ରିମାଣ୍ଡକୁ ଯିବେ। ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇ ଆଜି ରିମାଣ୍ଡରେ ଆସିବେ। ଚୌଦ୍ଵାର ଜେଲ୍‌ରୁ ବଲ୍‌ରୁ କ୍ରାଇମ୍‌ବ୍ରାଞ୍ଚ ସେମାନଙ୍କୁ ମୁଖ୍ୟାଳୟକୁ ଆଣି ଜେରା କରିବ। ଉଭୟ…

Maoists Active: ପୁଣି ଥରେ ନିଜର ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ, ଟାର୍ଗେଟ୍ ଥିବା ବ୍ୟକ୍ତିଙ୍କୁ ନପାଇଲେ ପୋଡି…

ସୁନ୍ଦରଗଡ଼: ନକ୍ସଲମାନେ ପୁଣି ଥରେ ସେମାନଙ୍କର ଉପସ୍ଥିତି ଜାହିର କରିଛନ୍ତି। ଓଡିଶା-ଝାଡଖଣ୍ଡ ସୀମାନ୍ତ ଚତରା ଜିଲ୍ଲାରେ ସାନ୍ତାନ ଗଞ୍ଜୁ ନାମକ ଜଣେ ବ୍ୟକ୍ତିଙ୍କୁ ଖୋଜିବାକୁ ଲେମ୍ବୋଡିହ ବିଶନପୁର ଗାଁରେ ପହଞ୍ଚିଥିବା ନକ୍ସଲମାନେ ଦୁଇଟି ଗାଡ଼ି ବୁଧବାର ରାତିରେ ପୋଡ଼ି ଦେଇଛନ୍ତି। ଘଟଣା…

Attack: ରିକ୍ସା ଚାଳକଙ୍କ ଆକ୍ରମଣରେ ଲହୁଲୁହାଣ ଆଇନଜୀବୀ

ପୁରୀ: ରିକ୍ସା ଚାଳକର ଆକ୍ରମଣରେ ଆଇନଜୀବୀ ଗୁରୁତର। ପୁରୀ ଟାଉନ ଥାନା ଅନ୍ତର୍ଗତ ଦୋଳମଣ୍ଡପ ସାହିରେ ଘଟିଛି ଏଭଳି ଘଟଣା। ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କଲା ପିସିଆର୍ ଟିମ୍ । ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି । ଅନ୍ୟପଟେ ଆକ୍ରମଣକାରୀ ରିକ୍ସା ଚାଳକ ଫେରାର…

Weather update: ଆସନ୍ତା ୨୫ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା; ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୨୧ ତାରିଖ ବା ଗୁରୁବାର ଦିନ…

Former CM Naveen Patnaik: ଡିସ୍‌ଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର:ମେଡିକାଲ୍‌ ରୁ ଡିସ୍‌ଚାର୍ଜ ହେଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁସ୍ଥ ହେବା ପରେ ଘରୋଇ ମେଡ଼ିକାଲ୍‌ରୁ ସିଧା ନବୀନ ନିବାସ ଗଲେ ନବୀନ ପଟ୍ଟନାୟକ । ମେଡିକାଲ୍‌ ରୁ ଫେରିବା ପରେ ନବୀନ ଏକ ଭିଡିଓ ଜାରି କରିଛନ୍ତି । ଯେଉଁଥିରେ ସେ…

ଏସସିବିରେ ଭର୍ତ୍ତି ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପତ୍ନୀ

ଭୁବନେଶ୍ୱର: କଟକ ଏସସିବିରେ ଭର୍ତ୍ତି ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପତ୍ନୀ ପ୍ରିୟଙ୍କା ମାରାଣ୍ଡି। ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ଏସସିବି ଅଧିକ୍ଷକ। ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧର୍ମପତ୍ନୀଙ୍କ ହେବ ଅସ୍ତ୍ରୋପଚାର । କଟକରେ ଏସସିବି…

୪,୫୧୫ କୋଟିର ୧୮ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଅନୁଷ୍ଠିତ ୧୩୯ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ଓଡ଼ିଶା ସରକାର ୪,୫୧୫ କୋଟି ଟଙ୍କାର ୧୮ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଆଇଟି, ଉତ୍ପାଦନ, ପାନୀୟ, ପର୍ଯ୍ୟଟନ,…

Agni-5 Missile Test: ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ଷେପଣାସ୍ତ୍ର ଅଗ୍ନି-୫, ୫୦୦୦ କିଲୋମିଟର ପର୍ଯ୍ୟନ୍ତ ବହନ…

ଭଦ୍ରକ: ଭାରତ ଏକ ବଡ଼ ପଦକ୍ଷେପ ନେଇଛି। ଭାରତ ୨୦ ଅଗଷ୍ଟ ୨୦୨୫ ବୁଧବାର ଅବଦୁଲ କଲାମ ଦ୍ବୀପରୁ ସଂଧ୍ୟା ୬ଟା ୩୦ରେ ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ଓଡ଼ିଶାର ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ କେନ୍ଦ୍ରରୁ ସଫଳତାର ସହ କରାଯାଇଛି। ଅଗ୍ନି-୫ କ୍ଷେପଣାସ୍ତ୍ରର…

Obscene photo of minor girl: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ: ୭ ଯୁବକ ଗିରଫ

ବରଗଡ଼: ଭେଡେନ ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିଥିବା ଅଭିଯୋଗରେ ୭ ଯୁବକ ଗିରଫ। ସମସ୍ତ ଅଭିଯୁକ୍ତଙ୍କୁ ଭେଡେନ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସୂଚନା ମୁତାବକ ନାବାଳିକାଙ୍କ ସହିତ ମୁଖ୍ୟ ଅଭିଯୁକ୍ତ ବସନ୍ତ ପଟେଲ(୨୪)ଙ୍କର ପ୍ରେମ ସମ୍ପର୍କ ଥିଲା।…

ପୋଷନ ମହାପାତ୍ର ଅଲ ଇଣ୍ଡିଆ ନିଟ୍ ପିଜି ପରୀକ୍ଷାରେ ଟପର

କଟକ: ନିଟ୍ ପିଜି-୨୦୨୫ରେ ଓଡ଼ିଶାର ପୋଷନ ମହାପାତ୍ର ସର୍ବଭାରତୀୟ ଟପର୍ ହୋଇଛନ୍ତି। ଏହି ପରୀକ୍ଷାର ଫଳାଫଳ ମଙ୍ଗଳବାର ବିଳମ୍ବିତ ରାତିରେ ନ୍ୟାସନାଲ ବୋର୍ଡ ଅଫ୍ ଏକଜାମିନେସନ୍ସ ଇନ୍ ମେଡିକାଲ ସାଇନ୍ସ ଦ୍ୱାରା ଘୋଷଣା କରାଯାଇଛି। ସେ କଟକର ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ(MCH)ରୁ…