Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱର ରେଳ ଷ୍ଟେସନରେ ଏସଟିଏଫ୍; ଚାଲିଛି ପାର୍ସଲ ସ୍କାନିଂ 

ଭୁବନେଶ୍ୱର: ପାର୍ସଲ କନସାଇନମେଣ୍ଟ ମାଧ୍ୟମରେ ଅବୈଧ ଚାଲାଣ ସମ୍ପର୍କରେ ସୂଚନା ପାଇବା ପରେ ବୁଧବାର ଦିନ ଓଡ଼ିଶା କ୍ରାଇମ୍ ବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଭୁବନେଶ୍ୱର ରେଳ ଷ୍ଟେସନରେ ଚଢାଉ କରିଥିଲା। ସୂଚନା ଅନୁଯାୟୀ, ସର୍ଚ୍ଚ ଅପରେସନ୍ ସମୟରେ ରେଳ ଷ୍ଟେସନର…

ଭୁବନେଶ୍ବର ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲରେ ଅନୁଭୂତି ବାଣ୍ଟିଲେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା

ଭୁବନେଶ୍ଵର: ରାଜଧାନୀରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା । ଭୁବନେଶ୍ୱର ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ବାର୍ଷିକ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ମେଳା ସାଇଟେଡ଼ ର ନବମ ସଂସ୍କରଣରେ ଯୋଗ ଦେଇଛନ୍ତି ମହାକାଶଚାରୀ ଶୁଭାଂଶୁ । ଆକ୍ସିୟମ-୪ ମିଶନରେ ୧୮ ଦିନ ମହାକାଶରେ ରହିଥିଲେ ଶୁଭାଂଶୁ ।…

ଭୁଲ୍ ଇଞ୍ଜେକ୍ସନ ଯୋଗୁ ନାବାଳକର ମୃତ୍ୟୁ ଅଭିଯୋଗ ଆଣିଲେ ପରିବାର ଲୋକେ

ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ନାବାଳକକୁ ଭୁଲ ଇଞ୍ଜେକ୍ସନ ଦେବାରୁ ତାର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ମୃତକ ହେଲେ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଚନ୍ଦ୍ରମୁଁ ପଞ୍ଚାୟତ ଅନ୍ତର୍ଗତ ରାଉତରା ଗ୍ରାମର ରାମ ମଲ୍ଲିକଙ୍କ ପୁଅ…

Murder Case: ବୀଭତ୍ସ ହତ୍ୟାକାଣ୍ଡ; ସ୍ତ୍ରୀକୁ ନଳରେ ପିଟିପିଟି ହତ୍ୟା କଲା ସ୍ୱାମୀ

ସମ୍ବଲପୁର:ଜମନକିରା ଥାନା ପାଲୋଖମନ ଗାଁରେ ଏକ ବୀଭତ୍ସ ହତ୍ୟାକାଣ୍ଡ। ନିଆଁ ଫୁଁଙ୍କା ଲୁହା ନଳରେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲା ସ୍ବାମୀ । ପରକୀୟା ପ୍ରୀତି ସନ୍ଦେହରୁ ହତ୍ୟା କରାଯାଇଥିବା ଜଣାପଡିଛି। ଖବରମୁତାବକ, ମଙ୍ଗଳବାର ରାତି ୭ଟା ୩୦ରେ ସ୍ତ୍ରୀ ମମତା ମାଝୀ (୫୦) ଘର ଭିତରେ…

Puri Gundicha Temple To Reopen: ଭକ୍ତଙ୍କ ପାଇଁ ଖୁସି ଖବର..ଏହି ଦିନଠୁ ଗୁଣ୍ଡିଚା ମନ୍ଦିରରେ ସର୍ବସାଧାରଣ ଦର୍ଶନ

ପୁରୀ: ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଥିଲା ଗୁଣ୍ଡିଚା ମନ୍ଦିର । ଏବେ ଡିସେମ୍ବର ୧ ତାରିଖରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ସୂଚନା ଦେଲେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା । ଗୁଣ୍ଡିଚା ମନ୍ଦିର କୋଭିଡ…

ଆସନ୍ତାକାଲି ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ରାଷ୍ଟ୍ରପତି, ୪-ସ୍ତରୀୟ ସୁରକ୍ଷା ବଳୟରେ ଚାଲିଛି ପ୍ରସ୍ତୁତି

ଭୁବନେଶ୍ୱର: ଆସନ୍ତାକାଲି ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାସହ ନିଜର ପୂର୍ବ ସ୍ମୃତି ସାଉଁଟିବେ ରାଷ୍ଟ୍ରପତି। ଏନେଇ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଜୋରଦାର ପ୍ରସ୍ତୁତି ଚାଲିଛି। ରାଷ୍ଟ୍ରପତିଙ୍କ ବିଧାନସଭା ଭବନ ଗସ୍ତ ପୂର୍ବରୁ, ସମଗ୍ର…

୨୬/୧୧ ମୁମ୍ବାଇ ଆକ୍ରମଣକୁ ପୂରିଲା ୧୭ବର୍ଷ; ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୨୬/୧୧ ମୁମ୍ବାଇ ଆକ୍ରମଣ l ସମୟ ବିତିଥିଲେ ବି କ୍ଷତ ଶୁଖିନି । ଏହି ଆତଙ୍କବାଦୀ ଆକ୍ରମଣରେ ୧୬୬ ଜଣଙ୍କ ହତ୍ୟା କରାଯାଇଥିବା ବେଳେ ୩୦୮ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିଲେ । ପାକିସ୍ତାନ ପ୍ରାୟୋଜିତ ଲସ୍କର-ଇ-ତୋଇବାର ୧୦ ଜଣ ଆତଙ୍କବାଦୀ ସେଦିନ ମୁମ୍ବାଇ ରେଳ ଷ୍ଟେସନ୍ ଠାରୁ…

Cyclone Senyar: ସୃଷ୍ଟି ହେଲା ବାତ୍ୟା ‘ସେନୟାର’; ଏହି ସବୁ ରାଜ୍ୟ ପାଇଁ ସତର୍କତା ଜାରି..

ଭୁବନେଶ୍ବର: ତୀବ୍ର ଅବପାତ ଘନୀଭୂତ ହୋଇ ସୃଷ୍ଟି ହେଲା ବାତ୍ୟା 'ସେନୟାର' । ସକାଳ ସାଢେ ୫ଟାରେ ଉପଗ୍ରହ ପର୍ଯ୍ୟବେକ୍ଷଣ ଅନୁଯାୟୀ ବାତ୍ୟାର ରୂପ ନେଲା ଗଭୀର ଅବପାତ । ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ଵବର୍ତ୍ତୀ ଉତ୍ତର ପୂର୍ବ ଇଣ୍ଡୋନେସିଆରେ ବାତ୍ୟା ସୃଷ୍ଟି ହୋଇଛି । ଏନେଇ ସୂଚନା…

ବାଲି ମାଫିଆଙ୍କ ନିଦ ହଜାଇ ଦେଇଛି ରାତି ଅଧିଆ ଚଢାଉ, ଥରକେ ୪୮ ଚୋରା ବାଲି ବୋଝେଇ ହାଇୱା ଜବତ

ଜଗତସିଂହପୁର: ସାବାଡ୍ ହେବେ ବାଲି ମାଫିଆ। ଜଗତସିଂହପୁରରେ ବେଆଇନ ବାଲି ଘାଟରେ ରାତି ଅଧିଆ ଚଢାଉ। କିଲିପାଳ ଘାଟରୁ ବେଆଇନ ବାଲି ଚାଲାଣ ରୋକିବାକୁ ଚାଲିଛି ରେଡ୍‌। ଜିଲ୍ଲାପାଳ, କେନ୍ଦ୍ରାଞ୍ଚଳ ଡିଆଇଜି ଓ ଏସ୍‌ପିଙ୍କ ତତ୍ତ୍ବାବଧାନରେ ଚାଲିଛି ଚଢ଼ାଉ। ୪୦ରୁ ଊର୍ଦ୍ଧ୍ବ ହାଇୱା, ଟ୍ରାକ୍ଟର ଅଟକ…

Tragic Wedding: ପୁଅର ବର ଗାଡ଼ି ଚକା ତଳେ ଗଲା ବାପାର ଜୀବନ

ବଲାଙ୍ଗୀର: ବର ଶୋଭାଯାତ୍ରା ବେଳେ ବଡ଼ ଅଘଟଣ । ପୁଅ ବାହା କରିବାକୁ ବରଯାତ୍ରୀ ନେଇ ଆସିଥିବା ବାପା ମୃତ । ବର ବେଶରେ ପୁଅ ବସିଥିବା କାର୍ ଟି ବାପା ଉପରେ ମାଡ଼ିଯିବାରୁ ଚାଲିଗଲା ଜୀବନ । ବଲାଙ୍ଗୀର ଜିଲ୍ଲା ଉପଖଣ୍ଡ ବେଲପଡ଼ା ଥାନା ମଣ୍ଡଳ ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା ଘଟିଛି । ମୃତକ…