Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୂଆ ସିଏସ୍‌ଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୧୫ ସୂତ୍ରୀ ଟାସ୍କ

ଭୁବନେଶ୍ବର: ନୂଆ ବର୍ଷରେ ଶାସନ-ପ୍ରଶାସନକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଜନା କରିଛନ୍ତି। ଶାସନ-ପ୍ରଶାସନକୁ ଚଳଚଞ୍ଚଳ ଓ ଲୋକାଭିମୁଖୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ଏକ ୧୫ ଦଫା ନିର୍ଦ୍ଦେଶାବଳି…

Nicco Park: ନିକୋ ପାର୍କର ହେବ ନବକଳେବର, ଖର୍ଚ୍ଚ ହେବ ଏତିକି କୋଟି…

ଭୁବନେଶ୍ୱର: ଖୁବ ଶୀଘ୍ର ନୂଆରୂପରେ ନଜର ଆସିବ ନିକୋ ପାର୍କ । ୩ଟି ପର୍ଯ୍ୟାୟରେ ନିର୍ମାଣ ହେବ । ଏଥିପାଇଁ ୨ ଶହ କୋଟି ଲେଖାଏଁ ମୋଟ ୬ ଶହ କୋଟି ଟଙ୍କା ବ୍ୟୟ ବରାଦ ହେବ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ମନ୍ତ୍ରୀ ଆହୁରି କହିଛନ୍ତି ଯେ,…

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ୱର: ଓଡ଼ିଶାରେ ଦଳର ସଂଗଠନକୁ ମଜଭୁତ କରିବା ପାଇଁ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଚଳିତ ବର୍ଷ ମାର୍ଚ୍ଚ ମାସରେ ଓଡ଼ିଶା ଆସିବେ ବୋଲି ଜଣାପଡ଼ିଛି। ସେ ଏହି ଅବସରରେ ଏକ ବିଶାଳ ମହିଳା ସମାବେଶକୁ ସମ୍ବୋଧିତ କରିବାର ସମ୍ଭାବନା ରହିଛି। ଗୁରୁବାର ଏନେଇ ସୂଚନା…

କୋଟିଆରେ ଆନ୍ଧ୍ର ଅନୁପ୍ରବେଶ ରୋକିବାକୁ ବଡ ପଦକ୍ଷେପ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କୋଟିଆ ପାଇଁ ତତପରତା ଦେଖାଇଛନ୍ତି ରାଜ୍ୟ ସରକାର । କୋଟିଆରେ ହେଉଥିବା ସମସ୍ତ ବିକାଶ କାର୍ଯ୍ୟର ତଦାରଖ କରିବାକୁ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଓଡିଶା ସୀମାନ୍ତ କୋରାପୁଟ ଜିଲ୍ଲା କୋଟିଆକୁ ନିଜର ଦର୍ଶାଇ ଆନ୍ଧ୍ର ପ୍ରଦେଶ…

ନୂଆବର୍ଷରେ କଟକରେ ବୋମା ମାଡ଼…

କଟକ: କଟକ ବାଙ୍କି ଅଞ୍ଚଳର ତାଳବସ୍ତା ଗାଁରେ ଏକ ଘର ଉପରେ ବୋମା ମାଡ଼ ପରେ ଆତଙ୍କିତ ହୋଇପଡିଛନ୍ତି ଗ୍ରାମବାସୀ। କିଛି ଦୁର୍ବୃତ୍ତମାନେ ଚିନ୍ତାମଣି ବେହେରାଙ୍କ ଘର ଉପରେ ବୋମା ଫିଙ୍ଗି ପଳାଇ ଥିଲେ। ଘରର ସଦସ୍ୟ ମାନେ ଅଳ୍ପକେ ବର୍ତ୍ତି ଯାଇଥିଲା ବେଳେ ସମ୍ପତ୍ତିର ବ୍ୟାପକ କ୍ଷତି ହୋଇଥିବା…

ଜାତୀୟ ପ୍ରତୀକ ଅଶୋକ ସ୍ତମ୍ଭକୁ ନେତାଙ୍କ ଅପମାନ, “ନୋ ବ୍ୟାନର ଜୋନ୍” ଫଳକ ସ୍ଥାପିତ କରିବା ପାଇଁ…

ଭୁବନେଶ୍ଵର: ଆଜି ଓଡ଼ିଶା ପ୍ରଦେଶ ରାଜଧାନୀ ଭୁବନେଶ୍ଵରର ଝାରପଡ଼ା ଛକ ଉପରେ ଅବସ୍ଥିତ ଦେଶର ଗରିମାମୟ ଜାତୀୟ ପ୍ରତୀକ ‘ଅଶୋକ ସ୍ତମ୍ଭ’କୁ ଘେରି ଅନେକ ନେତାଙ୍କ ପୋଷ୍ଟର ଓ ବ୍ୟାନର ଲଗାଯାଇଥିବା ଦେଖିବାକୁ ମିଳିଛି। ଫଳରେ ଜାତୀୟ ଚିହ୍ନଟି ସମ୍ପୂର୍ଣ୍ଣ ଭାବେ ଲୁଚି ଯାଇଛି, ଯାହା ଗଭୀର କ୍ଷୋଭ ଓ…

Pralay Missile: ଓଡ଼ିଶାରେ ଭାରତର ‘ପ୍ରଳୟ’, ଧଡ୍ ଧଡ୍ ଶତ୍ରୁଙ୍କ ଛାତି

ନୂଆଦିଲ୍ଲୀ: ଶତ୍ରୁଙ୍କ ଉପରେ ବର୍ଷିବ 'ପ୍ରଳୟ' ଓଡ଼ିଶା ମାଟିରୁ ନୂଆବର୍ଷରେ ଶତ୍ରୁଙ୍କୁ ଭାରତର ଭେଟି ଶକ୍ତି ଦେଖି ଛାନିଆ ଚୀନ୍ ଏବଂ ପାକିସ୍ତାନ ଡିଆରଡିଓ ଓଡ଼ିଶାର ଚାନ୍ଦିପୁର ସମନ୍ୱିତ ପରୀକ୍ଷଣ ରେଞ୍ଜ (ITR) ରେ ଦୁଇଟି ପ୍ରଳୟ କ୍ଷେପଣାସ୍ତ୍ର ସଫଳତାର ସହ ଉତ୍ କ୍ଷେପଣ କରିଛି,…

ଘନ କୁହୁଡି ପାଇଁ ୫ ବିମାନର ଦିଗ ପରିବର୍ତ୍ତନ

ଭୁବନେଶ୍ୱର: ନୂଆ ବର୍ଷର ପ୍ରଥମ ଦିନରେ ଘନ କୁହୁଡ଼ିରେ ଘୋଡ଼ାଇ ହୋଇପଡିଥିଲା ରାଜଧାନୀ। ଯାହା ଫଳରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ସେବା ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଆଉ ଏଥିପାଇଁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିମାନବନ୍ଦର ଅଧିକାରୀଙ୍କ…

Magha Saptami buda: ଚନ୍ଦ୍ରଭାଗାରେ ଏହି ସମୟରେ ବୁଡ ପକାଇବେ ଶ୍ରଦ୍ଧାଳୁ… ମାଘ ସପ୍ତମୀର ହେଲା ନୀତି…

କୋଣାର୍କ:ଆସନ୍ତା ଜାନୁୟାରୀ ୨୪ ଓ ୨୫ ତାରିଖ ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼ । ପୂର୍ବ ରାତି ମାଘ ଷଷ୍ଠୀ ଶନିବାର ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଅନୁମାନ କରାଯାଉଛି। ତେବେ ପଞ୍ଜିକାନୁଯାୟୀ ତିନି ଠାକୁରଙ୍କ ଚନ୍ଦ୍ରଭାଗା ତୀର୍ଥକୁ ଶୋଭାଯାତ୍ରା ଓ ସ୍ନାନ ନୀତି…

Happy New Year 2026: ଇଂରାଜୀ ନବବର୍ଷକୁ ସ୍ୱାଗତ…ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼, ରାତି ୨ଟାରୁ ଚାଲିଛି…

ପୁରୀ:ବିଦାୟ ନେଇଛି ବର୍ଷ ୨୦୨୫। ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ଆସିଛି ନୂଆ ବର୍ଷ ୨୦୨୬(Happy New Year 2026) । ସବୁଠି ଇଂରାଜୀ ନବବର୍ଷକୁ ପରସ୍ପରକୁ ଅଭିନନ୍ଦନ ଜଣାଇ ସ୍ବାଗତ କରିଛନ୍ତି । ତେବେ ବର୍ଷର ପ୍ରଥମ ଦିନରେ ଜଗା ଦର୍ଶନ ଲାଗି ପୁରୀରେ ଲାଗିଛି ଭକ୍ତଙ୍କ ଗହଳି । ନୂଆବର୍ଷର ପ୍ରଥମ…