Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ

ଭୁବନେଶ୍ୱର: ଶ୍ରୀ ଗୁଣ୍ଡିଚା ମନ୍ଦିର ଶରଧା ବାଲି ନିକଟବର୍ତ୍ତୀ ମୂଲ୍ୟବାନ ଜମି। ସାବିକ ରେକର୍ଡରେ ମାଲିକ ମହାପ୍ରଭୁ ଶ୍ରୀଜଗନ୍ନାଥ। ସ୍ଥିତି-ଅମୃତ ମଣୋହି। ପରେ ବଦଳିଗଲା ରେକର୍ଡ, ଆସିଲା ବ୍ୟକ୍ତିଗତ ନାମ ଏବଂ ହେଲା ବିକ୍ରୟ। କିସମ ପରିବର୍ତ୍ତନ ଓ ନିଜସ୍ୱ ଅଧିକାରର ଦାବିକୁ ନେଇ ବିଷୟ ଯାଇ…

ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍‌ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି (ଗୁରୁବାର) ନୂଆଦିଲ୍ଲୀ କର୍ତ୍ତବ୍ୟ ଭବନରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର. ପାଟିଲ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ…

‘ବିଜେବି ଫ୍ରେଣ୍ଡସ୍-ଆଲୁମନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ…

ଭୁବନେଶ୍ୱର: ବିଜେବି କଲେଜ୍‌ର ପୂର୍ବତନ ଛାତ୍ରଛାତ୍ରୀଙ୍କ ସଂଗଠନ ‘ବିଜେବି ଫ୍ରେଣ୍ଡସ୍ – ଆଲୁମନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଅବସରରେ ପ୍ରତିବର୍ଷ ଆୟୋଜିତ ହେଉଥିବା ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ କାର୍ଯ୍ୟକ୍ରମର ପୁରସ୍କାର ସମାରୋହ ଆୟୋଜିତ ହୋଇଯାଇଛି। ଆଜି…

ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର: ଭାରତର ପର୍ଯ୍ୟଟନ ଏବଂ ଆତିଥେୟତା କ୍ଷେତ୍ରର ବିକାଶରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବା ପାଇଁ ଓଡ଼ିଶା ନିଜକୁ ପ୍ରସ୍ତୁତ କରୁଛି। ଏଥିରେ ବିଦେଶୀ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା, ସ୍ଥାନୀୟ ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ଯୁବପିଢ଼ିଙ୍କ ପାଇଁ ନିଯୁକ୍ତି ସୁଯୋଗ…

Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍‌;ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର:ହୀରାକୁଦ ଜଳଭଣ୍ଡାରକୁ ଜଳ ପ୍ରବେଶ ପରିମାଣ ହ୍ରାସ ପାଇଛି । ଫଳରେ ଆଉ ୧୦ଟି ଗେଟ୍ ବନ୍ଦ କରାଯାଇଛି । ଏବେ ୫ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ଜାରି ରହିଛି । ଆଗାମୀ ସମୟରେ ଜଳ ପ୍ରବେଶ ପରିମାଣ ଏବଂ ଜଳଭଣ୍ଡାରର ଜଳସ୍ତରକୁ ନଜରରେ ରଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ସକାଳ…

Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…

ଭୁବନେଶ୍ବର:ସରକାରଙ୍କ ବଡ ଘୋଷଣା । ୨୦୨୩-୨୪ ଶିକ୍ଷାବର୍ଷରେ ନିୟୋଜିତ କନିଷ୍ଠ ଶିକ୍ଷକମାନଙ୍କୁ (ସ୍କିମାଟିକ୍)ନିୟମିତ ଘୋଷଣା କରିଛନ୍ତି ସରକାର। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗୀୟ ବିଜ୍ଞପ୍ତି ଅନୁସାରେ,ନିର୍ଦ୍ଧାରିତ…

କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ

ଫୁଲବାଣୀ: ସ୍ୱଚ୍ଛ ଓ ନବୀକରଣଯୋଗ୍ୟ ଶକ୍ତିର ବାର୍ତ୍ତାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ, ମାସବ୍ୟାପୀ ‘ସେବା ସେତୁ ଅଭିଯାନ’ ଅଧୀନରେ କନ୍ଧମାଳ ଜିଲ୍ଲାର ଫୁଲବାଣୀଠାରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ପକ୍ଷରୁ ‘ସୋଲାର ରଥ’ର ଶୁଭାରମ୍ଭ…

Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ…

ଭୁବନେଶ୍ୱର: ମୁମ୍ବାଇରେ ଆୟୋଜିତ FICCI FRAMES 2026ରେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’ ସ୍ଥାପନ କରାଯାଇଥିଲା। ୨୯ ଓ ୩୦ ସେପ୍ଟେମ୍ବରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମହିଳା ଉଦ୍ୟୋଗୀମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ…

ଚୌଦ୍ୱାର ଜେଲ୍‌ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ

କଟକ: ଚୌଦ୍ୱାର ସର୍କଲ୍ ଜେଲ୍‌ର ପୂର୍ବତନ ଅଧୀକ୍ଷକ ସୁଜିତ କୁମାର ରାଉଳଙ୍କ ନିୟମିତ ଜାମିନ ଆବେଦନକୁ କଟକ ଜିଲ୍ଲା ଅତିରିକ୍ତ ଦୌରା ଜଜ୍ ତଥା ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ଖାରଜ କରି ଦେଇଛନ୍ତି । ପୂର୍ବରୁ ସୁଜିତ କୁମାର ରାଉଳଙ୍କୁ ନିଲମ୍ୱିତ କରାଯାଇଥିଲା। ଏବେ ଜେଏମ୍ଏଫ୍‌ସି ଅଦାଲତରେ…

ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଖୁବଶୀଘ୍ର ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜି ଏଥିରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, “ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ନିଷ୍ପତ୍ତି ଚୂଡ଼ାନ୍ତ ହୋଇନି । ସରକାରୀ ସ୍ତରରେ ବି…