Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ମହିଳା ଭକ୍ତଙ୍କ ପ୍ରତି ଅସଦାଚରଣ ଅଭିଯୋଗ, ସେବକଙ୍କ ବିରୋଧରେ ହେବ କଡା ଆକ୍ସନ…

ପୁରୀ: ଶ୍ରୀମନ୍ଦିରରେ ମହିଳା ଭକ୍ତଙ୍କ ପ୍ରତି ଅସଦାଚରଣ ଅଭିଯୋଗ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ସେ କହିଛନ୍ତି ଯେ, ଏହା ଏକ ଘୃଣ୍ୟ ଏବଂ ନିନ୍ଦନୀୟ କାର୍ଯ୍ୟ। ଏଭଳି ଘଟଣାକୁ କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ । ଶ୍ରୀମନ୍ଦିର…

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ ଗିରଫ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର: ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ବଲାଙ୍ଗୀର ଟାଉନ ଥାନା ପୋଲିସ । ଟାଉନ ଥାନା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ପ୍ରମୋଦ ସିଂ, ପ୍ରିନ୍ସ ସିଂ ଓ ରଞ୍ଜନ । ପୋଲିସ ସେମାନଙ୍କ ଠାରୁ ଦେଶୀ…

ବାହାର ଠିକାଦାରଙ୍କୁ କାମ କରିବା ମନା ..ଏହି ଜିଲ୍ଲା ଠିକାଦାର ସଂଘ ନେଲେ ନିଷ୍ପତ୍ତି

କଳାହାଣ୍ଡି:କଳାହାଣ୍ଡି ଜିଲ୍ଲାରେ ଆଗାମୀ ଦିନରେ ଜିଲ୍ଲା ବାହାର ଠିକାଦାରଙ୍କୁ କାମ କରିବାକୁ ଦିଆଯିବ ନାହିଁ । କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ବିଭାଗ ଦ୍ଵାରା ହେଉଥିବା ରାସ୍ତା କାମ,ପୋଲ କାମ ଓ ଅନ୍ୟାନ୍ୟ କାମରେ ଜିଲ୍ଲା ବାହାରର ଠିକାଦାରଙ୍କୁ ନ ଆସିବାକୁ ଅନୁରୋଧ କରିବା ସହ ଜିଲ୍ଲାର…

ରତ୍ନ ଅଳଙ୍କାର ଗଣତିମଣତି ନେଇ ଉଚ୍ଚସ୍ତରୀୟ ବୈଠକ, ଇଂରାଜୀ ନବବର୍ଷ ସମୟରେ ରତ୍ନଭଣ୍ଡାର…

ପୁରୀ: ରତ୍ନ ଅଳଙ୍କାର ଗଣତିମଣତି ନେଇ ଶ୍ରୀମନ୍ଦିର ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଛି । ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେଉଛି । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ଆଲୋଚନା କରାଯଉଛି । ତେବେ ଆଗକୁ ଇଂରାଜୀ ନବବର୍ଷ ଥିବାରୁ…

ପୋଷା ପ୍ରାଣୀଙ୍କ ଯତ୍ନ ପାଇଁ ସୋଆ ଆଇଭିଏସ୍‌ଏଏଚ୍‌ରେ ଖୋଲିଲା ସ୍ପା ଏବଂ ଗ୍ରୁମିଂ ସେଣ୍ଟର

ଭୁବନେଶ୍ୱର: ଘରେ ରହୁଥିବା ପୋଷା ପ୍ରାଣୀଙ୍କ ଉପଯୁକ୍ତ ଯତ୍ନ ଏବଂ ସ୍ୱାସ୍ଥ୍ୟ ପରିଚାଳନା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌)ରେ ଖୋଲିଛି ସ୍ପା ଏବଂ ଗ୍ରୁମିଂ ସେଣ୍ଟର ।…

ଏନସିସି ସାଧାରଣତନ୍ତ୍ର ଦିବସ ଶିବିରରେ ଭାଗନେବେ ଓଡ଼ିଶାର ୧୨୭ ଜଣ କ୍ୟାଡେଟ୍

ଭୁବନେଶ୍ୱର: ନୂଆଦିଲ୍ଲୀରେ ୨୭ ଡିସେମ୍ବର ଆଜି ଠାରୁ ଆସନ୍ତା ଜାନୁଆରୀ ୨୯ ପର୍ଯ୍ୟନ୍ତ ଏନସିସି ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ଶିବିରରେ ଯୋଗଦେବା ପାଇଁ ଓଡ଼ିଶାର ସର୍ବମୋଟ ୧୨୭ଜଣ କ୍ୟାଡେଟ୍ ଚୟନ ହୋଇଛନ୍ତି । ଓଡ଼ିଶା ଏନସିସିର ପ୍ରାୟ ୬୪ ହଜାର କ୍ୟାଡେଟ୍‌ଙ୍କ ମଧ୍ୟରୁ…

Teacher misbehaves: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ୧୧ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ଅଭିଯୁକ୍ତ ଶିକ୍ଷକ ଜଣକ ଗିରଫ ହୋଇଛନ୍ତି । ଗିରଫ ଶିକ୍ଷକ ଜଣକ ହେଲେ ମନୋରଞ୍ଜନ ମାଝୀ । ସ୍ଥାନୀୟ ଶିକ୍ଷକ ଜଣକ ମିଠେଇ ଖାଇବାକୁ…

ଛାତ୍ରଛାତ୍ରୀମାନେ ହିଁ ବିକଶିତ ଭାରତର ସୁତ୍ରଧର- ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ମଇଦାନକେଲ ସ୍ଥିତ ପ୍ରଗତି ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସେ କହିଛନ୍ତି ଯେ, ଶିକ୍ଷା ହେଉଛି ମାନବ ସଭ୍ୟତାର ବିକାଶର ପ୍ରଥମ ପାହାଚ । ଏହି ପାହାଚ ଚଢ଼ି ଭାରତ…

ଶିକାରୀ ଫାଶରେ ଫସିଲା କଲରାପତରିଆ ବାଘ…୭ ଦିନ ପରେ ଉଦ୍ଧାର

ନୂଆପଡ଼ା: ଶିକାରୀ ଫାଶରେ ଫସିଯାଇଥିଲା କଲରାପତରିଆ । ଏବେ ୭ ଦିନ ପରେ ଉଦ୍ଧାର କଲା ବନ ବିଭାଗ । ଓଡ଼ିଶା-ଛତିଶଗଡ ସୀମାନ୍ତବର୍ତ୍ତୀ ଗାରିଆବନ୍ଧ ଜିଲ୍ଲା ଉଦନ୍ତୀ ସୀତାନଦୀ ଜଙ୍ଗଲ ଭିତରେ ଥିବା ତୌରଙ୍ଗା ବଫର ଜୋନର କୋକୋଡ଼ି ଗାଁରେ ଏହି ଘଟଣା ଘଟିଛି । ଖବରମୁତାବକ, ଶିକାରୀ ବାଇକ୍ ର କ୍ଲଚ୍…

ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ ଦାବି: ଗଠନ ହେଲା କମିଟି

ଭୁବନେଶ୍ୱର: ରାଜ୍ୟର ସାଧାରଣ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଓ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ, ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ (OMSA) ଦ୍ୱାରା କରାଯାଇଥିବା ବିଭିନ୍ନ ଦାବିଗୁଡ଼ିକର ଅନୁଧ୍ୟାନ…