Latest Odisha News

BREAKING NEWS

Browsing Category

ଓଡିଶା

Odisha

Diwali guidelines:ବାଣ ଫୁଟାଇବାକୁ ନେଇ ଆସିଲା ଗାଇଡ୍‌ଲାଇନ;ରାତି ୯ଟା ପରେ ବାଣ ଫୁଟାଇଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର:ଆଲୋକର ପର୍ବ ଦୀପାବଳିକୁ ପ୍ରଦୂଷଣମୁକ୍ତ ଓ ସୁରକ୍ଷିତ ଭାବେ ପାଳନ କରିବା ଲକ୍ଷ୍ୟରେ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (OSPCB)ପକ୍ଷରୁ ବାଣ ଫୁଟାଇବା ନେଇ ପରାମର୍ଶମୂଳକ ନିର୍ଦ୍ଦେଶାବଳୀ ଜାରି ହୋଇଛି । ସନ୍ଧ୍ୟା ୭ଟାରୁ ରାତି ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଲୋକଙ୍କୁ…

ଅବପାତରେ ପରିଣତ ହେଲା ଲଘୁଚାପ, ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଆଣ୍ଡାମାନ ସାଗର ଉପରେ ରହିଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରଟି ଶନିବାର ଦିନ ଅବପାତରେ ପରିଣତ ହୋଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି ଜାରି ରଖି ଆଗାମୀ ୧୨ ଘଣ୍ଟା…

‘ଅର୍ଣ୍ଣବ’ ପରେ ଦକ୍ଷିଣ ଓଡ଼ିଶାରେ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିରବଚ୍ଛିନ୍ନ ବିଦ୍ୟୁତ ସେବା ସୁନିଶ୍ଚିତ କଲା TPSODL

ବ୍ରହ୍ମପୁର: ବାତ୍ୟା ‘ଅର୍ଣ୍ଣବ’ ଏବଂ ଏହା ପରବର୍ତ୍ତୀ ପ୍ରବଳ ବର୍ଷା ଓ ବନ୍ୟାର ମୁକାବିଲା କରି ଦକ୍ଷିଣ ଓଡ଼ିଶାରେ ବିଦ୍ୟୁତ ପୁନରୁଦ୍ଧାର କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍)। ଟାଟା ପାୱାର ଓ ଓଡ଼ିଶା…

ବାପା-ମାଆଙ୍କ ଝଗଡ଼ା ଛଡ଼ାଇବାକୁ ଯାଇ ପୁଅର ଗଲା ପ୍ରାଣ

ବଡ଼ବିଲ:ବାପା-ମାଙ୍କ ଝଗଡ଼ା ଛଡ଼ାଇବାକୁ ଯାଇ ପ୍ରାଣ ହରାଇଲେ ପୁଅ । କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା ଅନ୍ତର୍ଗତ ଗୁମୁରା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତ ଯୁବକ ଜଣକ ହେଲେ ଚନ୍ଦନ ଓରଫ୍ ପପୁ ନାଏକ । ବାପାର ଛୁରାମାଡ଼ରେ ପୁଅର ମୃତ୍ୟୁ ଘଟିଥିବା ବେଳେ ଘଟଣା ପରେ ଅଭିଯୁକ୍ତ…

ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ଆକ୍ରମଣ ଅଭିଯୋଗ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସମୟରେ ଖଲ୍ଲିକୋଟ ବିଧାୟକ ତଥା ବିଜେପି ନେତା ପୂର୍ଣ୍ଣ ଚନ୍ଦ୍ର ସେଠୀଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ଶନିବାର ଦିନ ଜିଲ୍ଲାର ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ କୁମାରୀ…

ନଭେମ୍ବର ୨ ଯାଏଁ ଗଞ୍ଜାମରେ ସ୍କୁଲ ଛୁଟି

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଏନେଇ ଜିଲ୍ଲାପାଳ ଭି.କେ. କୀର୍ତ୍ତି ଭାସନ ଶନିବାର ଦିନ ସୂଚନା ଦେଇଛନ୍ତି। ବର୍ତ୍ତମାନର ବନ୍ୟା ସ୍ଥିତି ଏବଂ ଏହି ପ୍ରତିକୂଳ ପରିସ୍ଥିତି ଯୋଗୁଁ…

ବାତ୍ୟା ‘ଅର୍ଣ୍ଣବ’ ଜନିତ ରିଲିଫ୍; ଗଞ୍ଜାମରେ ନିୟୋଜିତ ହେଲେ ୧୦ ଅଧିକାରୀ

ଭୁବନେଶ୍ୱର: ‘ଅର୍ଣ୍ଣବ’ ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ୍ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୧୦ ଜଣ ସହକାରୀ କମିଶନର, ନିର୍ବାହୀ ଅଧିକାରୀ ଓ ଯନ୍ତ୍ରୀଙ୍କୁ ଗଞ୍ଜାମ ଜିଲ୍ଲାରେ ନିୟୋଜିତ କରାଯାଇଛି। ପାନୀୟ ଜଳ ଯୋଗାଣ ଓ…

ନଭେମ୍ବର ୩୦ ଯାଏଁ ବଢିଲା ‘ଏକାମ୍ର ରେସିଡେନ୍ସି’ ଆବେଦନ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ସୁବୁଦ୍ଧିପୁର ‘ଏକାମ୍ର ରେସିଡେନ୍ସି’ ଆବାସିକ ପ୍ରକଳ୍ପର ଅନଲାଇନ୍ ଆବେଦନ ଶେଷ ତାରିଖକୁ ନଭେମ୍ବର ୩୦ ପର୍ଯ୍ୟନ୍ତ ବଢ଼ାଇଛି।ପୂର୍ବରୁ ଏହି ତାରିଖ ଅକ୍ଟୋବର ୩୧ ଥିଲା। ଏହି ନିଷ୍ପତ୍ତି ଫଳରେ ଘର କିଣିବାକୁ ଇଚ୍ଛୁକ ଲୋକମାନେ ଆଉ ଏକ…

ନିଖୋଜ କଲେଜ ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ…

କେନ୍ଦ୍ରାପଡ଼ା: ଗୁରୁବାର ରାତିରୁ ନିଖୋଜ ଥିବା ଜଣେ କଲେଜ ଛାତ୍ରୀଙ୍କ ମୃତଦେହ ଶନିବାର ଦିନ କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ମହାକାଳପଡ଼ା ଅଞ୍ଚଳର ଏକ ପରିତ୍ୟକ୍ତ ପୋଖରୀରୁ ଉଦ୍ଧାର କରାଯାଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ମାର୍ଶାଘାଇ ଥାନା ଅଧୀନ ଯଦୁପୁର ଗ୍ରାମ ନିକଟରେ ଥିବା…

ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଶନିବାର ଅପରାହ୍ନରେ ଭୁବନେଶ୍ୱର ଓ କଟକ ସହର ସମେତ ଓଡ଼ିଶାର ୧୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏକ ସତର୍କ ସୂଚନା ଜାରି କରିଛି। ଆଇଏମଡି ପକ୍ଷରୁ ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ,…