Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଲୁକା ଆନିମେସନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ..

ପୁରୀ: ମହାମହିମ ରାଷ୍ଟ୍ରପତି ଆଜିଠୁ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ୱେତଗଙ୍ଗାରେ ପିଣ୍ଡ ଦାନ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ତାଙ୍କର ପୁରୀ ଗସ୍ତ ଏବଂ ପ୍ରଭୁଙ୍କ ପାଖରେ ପ୍ରାର୍ଥନାକୁ…

ଫିଟିବ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ମୃତ୍ୟୁ ରହସ୍ୟ, ପୋଲିସ ହାତରେ ଲାଗିଲା ମେଡିକାଲ ରିପୋର୍ଟ..

କଟକ: ଫିଟିବ ହ୍ୟୁମାନ୍‌ ସାଗରଙ୍କ ଅକାଳ ମୃତ୍ୟୁ ରହସ୍ୟ । କଟକ ମର୍କତନଗର ଥାନା ପୋଲିସ ହାତରେ ଲାଗିଲା ମେଡିକାଲ ରିପୋର୍ଟ । ହ୍ୟୁମାନ୍ ଚିକିତ୍ସିତ ହେଉଥିବା ଗଣ୍ଡରପୁର ସ୍ଥିତ ଏକ ବେସରକାରୀ ହସ୍ପିଟାଲ୍ ଏହି ରିପୋର୍ଟ ପ୍ରଦାନ କରିଛି । ଲିଭର୍ ସିରୋସିସ୍ ହେବା ପରଠୁ ଉକ୍ତ ହସ୍ପିଟାଲରେ…

Prisoner Commits Suicide: ବିଚାରାଧୀନ ବନ୍ଦୀଙ୍କ ଆତ୍ମହତ୍ୟା, ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ…

କଟକ: ଚୌଦ୍ୱାର ମଣ୍ଡଳ କାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ବିଚାରାଧୀନ ବନ୍ଦୀ ଜଣକ ଜେଲ ଡାକ୍ତରଖାନାରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡିଛି । ତେବେ ସେ କାହିଁକି ଆତ୍ମହତ୍ୟା କଲେ ସେନେଇ ଏବେ ସୁଦ୍ଧା ଜଣାପଡିନାହିଁ । ମୃତ…

୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ, ଅବମାନନା କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ୧୦ଜଣ ଓଡ଼ିଶା ଅର୍ଥ ସେବା ଅଧିକାରୀଙ୍କୁ ଅର୍ଥ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ଜାନୁଆରୀ ୨୮ରେ ଅର୍ଥବିଭାଗ ଅନୁସଚିବ ସୁନେଇନା ସିଂହ ସମ୍ପୃକ୍ତ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ଯଦି ଏହି ଚିଠି ପାଇବା ପରେ କାର୍ଯ୍ୟରେ ଯୋଗ ନ…

BJD: ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର: ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ସିମୁଳିଆର ଶଶୀ ସାହୁଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ ଶଶୀ ସାହୁ ବିଜୁ ଜନତା ଦଳରେ ସାମିଲ ହୋଇଥିବା ବେଳେ ତାଙ୍କ ପତ୍ନୀ ସୁଭାଷିନୀ ସାହୁଙ୍କୁ ଟିକେଟ ମିଳିଥିଲା । ଯଦି…

Ganja Seized: ୮୦ କେଜି ଗଞ୍ଜେଇ ଜବତ, ବନ୍ଧାହେଲା ଅଭିଯୁକ୍ତ

ବୌଦ୍ଧ: ପୋଲିସ ଚଢାଉ କରି ପ୍ରାୟ ୮୦ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ଜଣେ ଗିରଫ ହୋଇଛନ୍ତି । ବୌଦ୍ଧ ଜିଲ୍ଲା ବାଉଁସୁଣୀ ଥାନାର ରଙ୍ଗାମାଟିଆ ଜଙ୍ଗଲ ପାଖ ରାସ୍ତାରେ ଗୁରୁବାର ରାତିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା । ପୋଲିସ ଚଢାଉ କରି ୮୦ କେଜି ଗଞ୍ଜେଇ ସହ ଗୋଟିଏ ବାଇକ ଜବତ…

Sushila Tiriya: ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ

ଭୁବନେଶ୍ବର: ଆଜି ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ସୂଚନା ରହିଛି । ଶେଷ ନିଶ୍ବାସ ତ୍ୟାଗ ବେଳକୁ ୭୦ବର୍ଷ ବୟସ ହୋଇଥିଲା । ଡିସେମ୍ବର ୫ତାରିଖରେ ଅସୁସ୍ଥ ହୋଇ ସେ…

Budget 2026: ଜନଜାତିଙ୍କ କଲ୍ୟାଣ ପାଇଁ ଏକ ପରିବର୍ତ୍ତନଶୀଳ ବଜେଟ୍…ଓଡ଼ିଶାକୁ ଲାଭବାନ କରିବ: ଜୁଏଲ ଓରାମ

ନୂଆଦିଲ୍ଲୀ: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଆଜି କେନ୍ଦ୍ର ବଜେଟକୁ ସ୍ୱାଗତ କରି ଏହାକୁ ଏକ ଦୂରଦୃଷ୍ଟିସମ୍ପନ୍ନ ଏବଂ ସମାବେଶୀ ବଜେଟ ଭାବେ ବର୍ଣ୍ଣନା କରିଛନ୍ତି, ଯାହା ଭାରତର ବିକାଶ ଯାତ୍ରାର କେନ୍ଦ୍ରରେ ଜନଜାତି ସମ୍ପ୍ରଦାୟଙ୍କୁ, ବିଶେଷ କରି ଓଡ଼ିଶାବାସୀଙ୍କୁ ସ୍ଥାନ…

Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ

କଟକ:ବିଲଡର ସଂସ୍ଥା ମାଲିକ ସଞ୍ଜୀବ ବିଶ୍ୱାଳ ଗିରଫ । ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଗିରଫ କଲା କଟକ ସଦର ଥାନା ପୋଲିସ । ୩୮ଲକ୍ଷ ଠକେଇ ଅଭିଯୋଗରେ ବିଲ୍ଡର ଗିରଫ । ଦୁଇ ଜଣ ବ୍ୟକ୍ତିଙ୍କୁ ଜମି ଦେବାକୁ କହି ଠକି ଥିବା ଅଭିଯୋଗ ହୋଇଥିଲା । ସୂଚନାଥାଉକି, ୨୦୨୪ ସାଧାରଣ ନିର୍ବାଚନରେ…

ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…

ଭୁବନେଶ୍ୱର: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ ୨୦୨୬-୨୭ ଆର୍ଥିକ ବର୍ଷର କେନ୍ଦ୍ର ବଜେଟ୍ ପରେ ଓଡ଼ିଶାର ବିରୋଧୀ ଦଳ ନେତାମାନଙ୍କ ଦ୍ୱାରା ଏହାକୁ ନେଇ ତୀବ୍ର ସମାଲୋଚନା କରାଯାଇଛି। କେନ୍ଦ୍ର ସରକାର ରାଜ୍ୟ ପାଇଁ ସମାନ ବିକାଶ ପ୍ରଦାନ କରିବାରେ ବିଫଳ ହୋଇଥିବା ବିରୋଧୀ…