Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆନ୍ତଃରାଜ୍ୟ ଗଞ୍ଜେଇ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାସ, ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଆନ୍ତଃରାଜ୍ୟ ଗଞ୍ଜେଇ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାସ କରିଛି ଏସଟିଏଫ । ଘଟଣାରେ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ ସିବାରାମ ବିଶ୍ୱାଳ ,ସିବାରାମ ପାତ୍ର ଓ ବ୍ରହ୍ମପୁରର ମଦ ବ୍ୟବସାୟୀ ମିଟୁ ଓରଫ ମନୋରଞ୍ଜନ ସାବତ । ଅଭିଯୁକ୍ତମାନେ ଓଡ଼ିଶାରୁ…

ଉବୁଟୁବୁ ଉତ୍ତର ଓଡ଼ିଶା: ୨୦୦ ମିମିରୁ ଅଧିକ ବର୍ଷାରେ ବେହାଲ ବାଲେଶ୍ୱର

ଭୁବନେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷାରେ ଥରହର ଉତ୍ତର ଓଡ଼ିଶା। ଆକାଶରୁ ଯେମିତି କେବଳ ପାଣି ନୁହେଁ, ବରଂ ବିପଦ ଖସୁଛି। ବିଶେଷ କରି ବାଲେଶ୍ୱର ଜିଲ୍ଲା ପାଇଁ ଏହି ଲଗାଣ ବର୍ଷା ଏକ ବଡ଼ ଦୁର୍ଦ୍ଦଶା ପାଲଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୦ ମିଲିମିଟରରୁ ଅଧିକ ରେକର୍ଡ ବର୍ଷା ହେବା ପରେ ସମଗ୍ର…

ବିଡିଏର ୫୨୦ କୋଟିର ଖେଳ ଏବଂ ସରକାରୀ ଫାଇଲ୍ ତଳେ ଚାପି ହୋଇଛି ସାଧାରଣ ମଣିଷର ଘର ସ୍ୱପ୍ନ!

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ନିଜର ଘର ଖଣ୍ଡିଏ ପାଇବା ପାଇଁ ଆଶା ବାନ୍ଧିଥିବା ମଧ୍ୟବିତ୍ତ ଗ୍ରାହକଙ୍କ ସ୍ୱପ୍ନ ଏବେ ପ୍ରଶାସନିକ ସ୍ଥାଣୁତା ଓ ନିୟମର ଜାଲରେ ଫସି ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ସୁଲଭ ମୂଲ୍ୟରେ ଆବାସ ଯୋଗାଇଦେବା ପାଇଁ ଆରମ୍ଭ ହୋଇଥିବା…

Bhitarkanika National Park:ଭିତରକନିକାରେ ଶେଷ ହେଲା କୁମ୍ଭୀର ବସା ଗଣନା;ଚିହ୍ନଟ ହେଲା ୧୧୭ ବସା

ରାଜନଗର:ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତ ବର୍ଷର କୁମ୍ଭୀର ବସା ଗଣନା କାର୍ଯ୍ୟ ସଫଳତାର ସହ ଶେଷ ହୋଇଛି । ଚଳିତବର୍ଷ ୧୧୭ ଟି କୁମ୍ଭୀର ବସା ଗଣନା କରାଯାଇଛି । କନିକା ରେଞ୍ଜରେ ସର୍ବାଧିକ ୧୦୬ଟି ବସା,ରାଜନଗର ରେଞ୍ଜରେ ୧୦ଟି ଓ ମହାକାଳପଡା ରେଞ୍ଜରେ ଗୋଟିଏ ବସା ଚିହ୍ନଟ କରାଯାଇଛି ।…

ମହାପ୍ରଭୁଙ୍କୁ ନେଇ ଆନିମେଟେଡ୍ ଫିଲ୍ମ; ରିଲିଜ୍ ଉପରେ ରୋକ୍ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ: ଆନିମେଟେଡ୍ ଚଳଚ୍ଚିତ୍ର ମହାପ୍ରଭୁ ଜଗନ୍ନାଥଙ୍କ ମୁକ୍ତିଲାଭ ଉପରେ ରୋକ ଲଗାଇବା ପାଇଁ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଏହା ରାଜ୍ୟରେ ଆଇନ ଶୃଙ୍ଖଳା ସମସ୍ୟା ସୃଷ୍ଟି କରିପାରେ ବୋଲି ଯୁକ୍ତି କରାଯାଉଛି। ଯେତେବେଳେ କି କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ…

ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି ,୩୦ରୁ ଅଧିକ ଅସୁସ୍ଥ

ଡେଲାଙ୍ଗ:ମଧ୍ୟାହ୍ନ ଭୋଜନରୁ ମିଳିଲା ଝିଟିପିଟି । ଛାତ୍ରଛାତ୍ରୀମାନେ ଖାଦ୍ୟ ଖାଉଥିବା ବେଳେ ସେଥିରେ ଏକ ମଲା ଝିଟିପିଟି ଦେଖିଥିଲେ । ଏପରି ଘଟଣା ଘଟିଛି ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଅରାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ । ତେବେ ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୩୦ରୁ ଅଧିକ…

କିଟ୍‍ ଓ କିସ୍‍ ପକ୍ଷରୁ ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧନା; ୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ

ଭୁବନେଶ୍ୱର: ଇଣ୍ଡିଆନ୍ ଆଇଡଲ୍ ସିଜନ୍‌–୧୬ ଜିତି ଇତିହାସ ରଚିଥିବା ଓଡ଼ିଆ ଝିଅ ତଥା କିଟ ଛାତ୍ରୀ ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି କିଟ୍‍ ଓ କିସ୍‍ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କ ସ୍ୱାଗତ କରାଯିବା ସହ ବିରାଟ ପଟୁଆରରେ କିଟ୍‍…

ସ୍ତ୍ରୀର ଗଳାକାଟି ହତ୍ୟା; ଜୀବନ ହରିବାକୁ ଉଦ୍ୟମ କଲା ସ୍ବାମୀ`

ଭୁବନେଶ୍ୱର:ସ୍ତ୍ରୀର ଗଳାକାଟି ହତ୍ୟା । ପରେ ସ୍ବାମୀ ନିଜେ ବିଷ ପିଇ ଜୀବନ ହରିବାକୁ କଲା ଉଦ୍ୟମ । ମଞ୍ଚେଶ୍ୱର ଥାନା ଚକେଇସିହାଣୀ ସାହୁ କଲୋନୀରେ ଏପରି ହତ୍ୟାକାଣ୍ଡ ଘଟିଛି । ଅଭିଯୁକ୍ତ ସ୍ୱାମୀଙ୍କୁ ହାଇଟେକ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୨୦୧୯ ମସିହାରେ ବିବାହ ହୋଇଥିଲା ।…

ଦୀଘା ନିକଟରେ ସ୍ଥଳଭାଗ ଛୁଇଁଲା ଗଭୀର ଅବପାତ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ପଶ୍ଚିମବଙ୍ଗର ଦୀଘା ନିକଟରେ ସ୍ଥଳଭାଗ ଛୁଇଁଛି । ପଶ୍ଚିମ ବଙ୍ଗୋପସାଗର ନିକଟରେ ଥିବା ଡିପ୍ ଡିପ୍ରେସନ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦୀଘାର ନିକଟତର…

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା, ଜାଣନ୍ତୁ…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ଦ୍ୱାରା ଜାରି ହୋଇଥିବା ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସମ୍ବଲପୁର ଏବଂ କେନ୍ଦୁଝର ଜିଲ୍ଲାର ସମସ୍ତ ସ୍କୁଲକୁ ଆଜି ସମ୍ପୂର୍ଣ୍ଣ ବନ୍ଦ ଘୋଷଣା କରିଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ…