Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱର ଭରତପୁର ଥାନାରେ ରହସ୍ୟମୟ ମୃତ୍ୟୁ: ପୁଲିସ ଉପରେ ଗୁରୁତର ଅଭିଯୋଗ

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ରାଜଧାନୀ ଉପକଣ୍ଠରେ ଥିବା ଭରତପୁର ଥାନା। ଶୁକ୍ରବାର ଏକ ରହସ୍ୟମୟ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ପଣ୍ଡାକୁଡ଼ିଆ ଅଞ୍ଚଳରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିବା ପରେ ଭାରତପୁର ପୁଲିସ ଉପରେ ଗୁରୁତର ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ପରିଚୟ ଯାଜପୁର ଜିଲ୍ଲାର…

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପ୍ରେମିକକୁ ଉଠାଇଲା ପୋଲିସ କିନ୍ତୁ ପଡ଼ୋଶୀଙ୍କ ବୟାନ ଘଟଣାକୁ କଲା ରହସ୍ୟମୟ

କେନ୍ଦ୍ରାପଡ଼ା: ପଟ୍ଟାମୁଣ୍ଡାଇରେ ଜଣେ ପ୍ଲସ୍-୩ ଛାତ୍ରୀଙ୍କ ରହସ୍ୟମୟ ମୃତ୍ୟୁ ମାମଲା ଏବେ ଚର୍ଚ୍ଚାର ବିଷୟ। ଛାତ୍ରୀଙ୍କ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଚେନ୍ନାଇରୁ ଉଠାଇ ଆଣିଛି କେନ୍ଦ୍ରାପଡ଼ା ପୁଲିସ। ଏକ ସନ୍ଦେହଜନକ ପରିସ୍ଥିତିରେ ଯୁବତୀ ଜଣଙ୍କ ନିଜ ଘରେ ଜଳିଯାଇଥିବା ଦେଖିବାକୁ…

ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥକୁ ସମର୍ଥନ କରିବନି ବିଜେଡି, ଇଣ୍ଡିଆ ମେଣ୍ଟ ମୁହାଁ ହେଲେ କି ନବୀନ?

ଭୁବନେଶ୍ୱର: ଓଡ଼ିଶାର ପ୍ରମୁଖ ବିରୋଧୀ ଦଳ ବିଜୁ ଜନତା ଦଳ (ବିଜେଡି) ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ନାହିଁ। ପୂର୍ବତନ ଲୋକସଭା ସାଂସଦ ମହେଶ ସାହୁ ଏହି ସୂଚନା ଦେଇଛନ୍ତି। ଯାହା ଆଗାମୀ ଦିନରେ ବିଜେପି ବିରୋଧରେ ବିଜେଡିର ଏକ ବଡ଼ ଇଙ୍ଗିତ। ମହେଶ…

ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ; ୨ ଯବାନ ଗୁରୁତର

ରାଉରକେଲା: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ। ଏଥିରେ ସିଆରପିଏଫ୍ କୋବ୍ରା ବାହିନୀର ଦୁଇ ଜଣ ଯବାନ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ରହିଛି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ ଜରେଇକେଲା ସରଣ୍ଡା ଜଙ୍ଗଲରେ…

ଭୁବନେଶ୍ବର ଏମ୍‌ସରେ ସିବିଆଇ ଚଢ଼ାଉ;ବିପୁଳ କାଗଜପତ୍ର ଜବତ

ଭୁବନେଶ୍ବର:ଭୁବନେଶ୍ବର ଏମସରେ ସିବିଆଇ ଚଢ଼ାଉ । ନିଯୁକ୍ତି ଜାଲିଆତି ନେଇ ସିବିଆଇର ଚଢ଼ାଉ । ଆଜି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏମ୍ସ ଭୁବନେଶ୍ବର ସମେତ ରାଜଧାନୀ ଭୁବନେଶ୍ବରର ଏକାଧିକ ସ୍ଥାନରେ ଚଢ଼ଉ କରିଛି। ତେବେ ବିଶ୍ବସ୍ତ ସୂତ୍ରରୁ ଜଣାପଡ଼ିଛି ଯେ, ନିଯୁକ୍ତି କ୍ଷେତ୍ରରେ…

ନାରୀ ସୁରକ୍ଷା ଦାବି ନେଇ ଏସପିଙ୍କ କାର୍ଯ୍ୟାଳୟ ଘେରାଉ

ନୂଆପଡା: ବର୍ତ୍ତମାନ ରାଜ୍ୟ ବ୍ୟାପି ନାରୀ ନିର୍ଯ୍ୟାତନା ବନ୍ଦ ସହ ଆଇନ ଶୃଙ୍ଖଳା ବିରୁଦ୍ଧରେ ବିଭିନ୍ନ ରାଜନୈତିକ ଦଳ ରାଜ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରୁଥିବା ବେଳେ ନୂଆପଡ଼ା ଜିଲ୍ଲାରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ ପ୍ରଥମେ ଖଡ଼ିଆଳ,…

୫୧୦ ଲିଟର ବେଆଇନ ଦେଶୀ ମଦ ଜବତ, ଜଣେ ମହିଳାଙ୍କ ସମେତ ୩ ଗିରଫ

ଭଦ୍ରକ: ଭଦ୍ରକ ଅବକାରୀ ବିଭାଗକୁ ବଡ଼ ସଫଳତା। ଏଠାରେ ଚଢ଼ାଉ କରି ୫୧୦ ଲିଟର ବେଆଇନ ଦେଶୀ ମଦ ଜବତ ହୋଇଛି । ଏହା ସହିତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ଜଣେ ମହିଳା ଥିବା ବେଳେ ୨ ଜଣ ପୁରୁଷ ଥିବା ନେଇ ସୂଚନା ମିଳିଛି । ସେମାନଙ୍କ ନିକଟରୁ ଏକ ବାଇକ୍‌ ଏବଂ ଏକ ସ୍କୁଟି ଜବତ…

ପ୍ରଥମେ ପଦ୍ମଶ୍ରୀ….ଏବେ ରାଷ୍ଟ୍ରପତିଙ୍କ ସହ କରିବେ ରାତ୍ରୀଭୋଜନ…ଜାଣନ୍ତୁ କିଏ ଏହି ‘ଲେଡି ଟାର୍ଜନ’?

ନୂଆଦିଲ୍ଲୀ: ପରିବେଶ ସୁରକ୍ଷାର ଉଦାହରଣ ଏବଂ 'ଲେଡି ଟାର୍ଜନ' ଭାବରେ ବେଶ୍ ଖ୍ୟାତି ଅର୍ଜନ କରୁଥିବା ପଦ୍ମଶ୍ରୀ ଯମୁନା ଟୁଡୁଙ୍କ ନାମ ପୁଣି ଥରେ ଶିରୋନାମାରେ । ୨୦୨୫ ସ୍ୱାଧୀନତା ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ରାତ୍ରୀଭୋଜନ ପାଇଁ ମହାମହିମ ରାଷ୍ଟ୍ରପତି ଯମୁନାଙ୍କୁ…

‘ରାଜ୍ୟରେ ମ୍ୟାଲେରିଆ ଓ ଡେଙ୍ଗୁ ପାଇଁ ୧.୫୭ କୋଟି ଔଷଧ ଯୁକ୍ତ ମଶାରି ଯୋଗାଇବେ କେନ୍ଦ୍ର ସରକାର’

ଭୁବନେଶ୍ବର: ବର୍ତ୍ତମାନ ବର୍ଷା ଋତୁ ଚାଲୁଥିବାବେଳେ, ଏହି ସମୟରେ ମଶା ଜନିତ ରୋଗ ବ୍ୟାପିବାର ବହୁ ଆଶଙ୍କା ଥାଏ । ଏନେଇ ରାଜ୍ୟରେ ମ୍ୟାଲେରିଆ ଏବଂ ଡେଙ୍ଗୁ ଓ ଅନ୍ୟାନ୍ୟ ଭେକ୍ଟରବାହିତ ରୋଗ ନିରାକରଣ ବାବଦରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ସମୀକ୍ଷା କରିଛନ୍ତି । ଏଥିପାଇଁ ସମସ୍ତ…

‘ୱି ଓମେନ୍ ୱାଣ୍ଟ କନକ୍ଲେଭ ୨୦୨୫’: ଶୈଫାଳିକା ପଣ୍ଡା ଶକ୍ତି ପୁରସ୍କାର ସହ ସମ୍ମାନିତ

ଭୁବନେଶ୍ବର: ଗୁରୁବାର ନୂଆଦିଲ୍ଲୀର ଦି ଇମ୍ପେରିଆଲ୍ ରେ ନ୍ୟୁଜ୍ ଏକ୍ସ ଦ୍ୱାରା ଆୟୋଜିତ "ୱି ଓମେନ୍ ୱାଣ୍ଟ କନକ୍ଲେଭ ଆଣ୍ଡ୍ ଶକ୍ତି ଆୱାର୍ଡ଼ ୨୦୨୫" ରେ ପ୍ରତିଷ୍ଠିତ ଶକ୍ତି ପୁରସ୍କାର ସହ ସମ୍ମାନିତ ହୋଇଛନ୍ତି ଇମ୍ଫାର କର୍ପୋରେଟ ସାମାଜିକ କଲ୍ୟାଣ ଶାଖା, ବଂଶୀଧର ଏବଂ ଇଲା ପଣ୍ଡା…