Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲାଞ୍ଚ ନେଇ ଫସିଲେ ପୋଲିସ ଏଏସଆଇ…

ଭୁବନେଶ୍ୱର: ଭୁବନେଶ୍ୱରର ବାଲିଅନ୍ତାରେ ନିୟୋଜିତ ଜଣେ ଆସିଷ୍ଟାଣ୍ଟ ସବ-ଇନ୍ସପେକ୍ଟର (ଏଏସଆଇ) ଗୁରୁବାର ଦିନ ଜଣେ ବ୍ୟକ୍ତିଙ୍କ ଠାରୁ ୪,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଦ୍ୱାରା ଗିରଫ ହୋଇଛନ୍ତି। ଅଭିଯୁକ୍ତ ଅଧିକାରୀ ଜଣକ ସୋମନାଥ ପଲେଇ ବୋଲି ଚିହ୍ନଟ ହୋଇଛନ୍ତି।…

Bhubaneswar: ଏଜି ଛକରୁ ହଟିବ ଟ୍ରାଫିକ୍ ପୋଷ୍ଟ ; ତିଆରି ହେବ ୨ ଥାକିଆ ରାସ୍ତା

ଭୁବନେଶ୍ଵର:ଭୁବନେଶ୍ଵର ଏଜି ଛକରୁ ହଟିବ ଟ୍ରାଫିକ୍ ପୋଷ୍ଟ । ଏନେଇ ଗୁରୁବାର ସୂଚନା ଦେଇଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମାଟି ତଳେ ଓ ଉପରେ ୨ ଥାକିଆ ରାସ୍ତା ନିର୍ମାଣ ହେବ। କଳ୍ପନା, ଖଣ୍ଡଗିରି ଓ ଜୟଦେବ ବିହାରରୁ ନାଲ୍‌କୋ ପର୍ଯ୍ୟନ୍ତ ଏଲିଭେଟେଡ୍‌ କରିଡର୍‌ ନିର୍ମାଣ…

ଟଙ୍କା ଆତ୍ମସାତ ଅଭିଯୋଗରେ କୃଷି ସମବାୟ ସମିତିର ପୂର୍ବତନ ସଂପାଦକ ଗିରଫ

ଭୁବନେଶ୍ୱର: ଆର୍ଥିକ ଠକେଇ ଏବଂ ସୋସାଇଟି ପାଣ୍ଠି ଆତ୍ମସାତ ଅଭିଯୋଗରେ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ବଲାଙ୍ଗୀର ଜିଲ୍ଲାର ଏକ ପ୍ରାଥମିକ କୃଷି ସମବାୟ ସମିତି (PACS)ର ପୂର୍ବତନ ସଂପାଦକ-ସହ-ମୁଖ୍ୟ କାର୍ଯ୍ୟନିର୍ବାହୀଙ୍କୁ ଗିରଫ କରିଛି। ଅଭିଯୁକ୍ତ କୁଶଧ୍ୱଜା ସାହୁ ଜିଲ୍ଲାର ପାଟଣାଗଡ଼…

ନଭେମ୍ବର ୧୬ରୁ ସଡ଼କ ଦୁର୍ଘଟଣାଜନିତ ଶୂନ ମୃତାହତ ପକ୍ଷ ଆରମ୍ଭ

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଓ ତଦଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଁ ସରକାରଙ୍କ ଦ୍ୱାରା ନିରନ୍ତର ପ୍ରୟାସ ଜାରି ରହିଛି।ନଭେମ୍ବର ୧୬ରୁ ୩୦ ଯାଏଁ ସାରା ରାଜ୍ୟରେ ସଡ଼କ ଦୁର୍ଘଟଣା ଜନିତ ଶୂନ ମୃତାହତ ପକ୍ଷ ଆରମ୍ଭ ହେବାକୁ ଯାଉଛି। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିଷ୍ପତ୍ତି ଗ୍ରହଣ କରିଛି।…

Nuapada By-election: ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ପ୍ରସ୍ତୁତି ଚୂଡାନ୍ତ, ତ୍ରିସ୍ତରୀୟ ସୁରକ୍ଷା ବଳୟରେ ହେବ ଭୋଟ…

ନୂଆପଡା: କାହାର ହେବ ନୂଆପଡ଼ା ? ଆଉ କିଛି ଘଣ୍ଟାର ଅପେକ୍ଷା। ଆସନ୍ତାକାଲି ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ୧୪ ଟି ଟେବୁଲ, ୨୬ ରାଉଣ୍ଡ ଗଣତି କରାଯିବ। ପ୍ରଥମେ ବାଲାଟ, ପରେ ଇଭିଏମ କାଉଣ୍ଟିଂ ହେବ। କାଉଣ୍ଟିଂର ୨ ଘଣ୍ଟା ପୂର୍ବରୁ ପ୍ରସ୍ତୁତି କରାଯିବ। କାଉଣ୍ଟିଂ ପାଇଁ ତ୍ରିସ୍ତରୀୟ…

Kharif Paddy: ଏହି ଦିନଠାରୁ ଆରମ୍ଭ ହେବ ଖରିଫ ଧାନ କିଣା, ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା। ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ। ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତ୍ତି ହୋଇଛି। ୧ମ…

Disabilities Children Survey: ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ, ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ…

ଭୁବନେଶ୍ୱର: ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ସମସ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଜିଲ୍ଲା ସମାଜିକ କଲ୍ୟାଣ ଅଧିକାରୀ, ଶିଶୁ ଉନ୍ନୟନ ପ୍ରକଳ୍ପ ଅଧିକାରୀଙ୍କୁ ଚିଠି କରାଯାଇଛି ।…

Jagannath Temple Closed:ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ଆଜି ମାର୍ଗଶିର ମାସ କୃଷ୍ଣ ନବମୀ ତିଥି । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ ରହବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ…

କିଟ୍ ଡେଣ୍ଟାଲ କଲେଜକୁ ଚରକ ଜାତୀୟ ପୁରସ୍କାର

ଭୁବନେଶ୍ୱର: କ୍ଲିନିକାଲ୍ ଉତ୍କର୍ଷତା ନିମନ୍ତେ ଇଣ୍ଡିଆନ୍ ଡେଣ୍ଟାଲ ଆସୋସିଏସନ (ଆଇଡ଼ିଏ) ପକ୍ଷରୁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନସେସ୍‌ (କିଡ଼ସ୍‌)କୁ ଜାତୀୟ ଚରକ ପୁରସ୍କାର ପ୍ରଦାନ କରାଯାଇଛି। ଆଇଡ଼ିଏ ପକ୍ଷରୁ ଗତ ୮ରେ ମୁମ୍ବାଇରେ ଅନୁଷ୍ଠିତ ଏକ ଉତ୍ସବରେ କିଡ଼ସ୍‌କୁ ଏହି…

ରାଜ୍ୟରେ ବଢୁଛି ଶୀତ ଲହରୀ, ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ବଢିବ ଯୋଗୁ ସାରା ରାଜ୍ୟରେ ପାରଦ ସ୍ତର ହଠାତ୍ ହ୍ରାସ ପାଇଛି। ରାଜଧାନୀରେ ସ୍ୱାଭାବିକ ଠାରୁ ୧୪.୧°C ରହିଥିଲା। ଯାହା ସ୍ୱାଭାବିକ ଠାରୁ ୫.୩°C କମ୍ ରେକର୍ଡ କରାଯାଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ସୂଚନା ଦେଇଛି। ଚଳିତ ଋତୁରେ…