Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାର କୃଷି ଐତିହ୍ୟ ଓ ଶ୍ରୀ ଅନ୍ନର ସଂରକ୍ଷଣ,ପ୍ରସାର ପଦକ୍ଷେପକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଭୁୟସୀ ପ୍ରଶଂସା

ଭୁବନେଶ୍ଵର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ନଭେମ୍ବର ୧୦ ଓ ୧୧ ରେ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ମହିଳା କୃଷକ ସମ୍ମିଳନୀ ୨୦୨୫ ଲୋକସେବା ଭବନ କନଭେନସନ ହଲଠାରେ ସଫଳତାର ସହ ସମାପ୍ତ ହୋଇଛି । ଏହି ସମ୍ମିଳନୀ “କୃଷି ଐତିହ୍ୟ ଓ ଜୈବ ବିବିଧତା ସଂରକ୍ଷଣରେ…

Film Heritage Foundation: ଓଡ଼ିଆ ଚଳଚ୍ଚିତ୍ରର ପୁନରୁଦ୍ଧାର ପାଇଁ ଫିଲ୍ମ ହେରିଟେଜ ଫାଉଣ୍ଡେସନ୍ ସହ ବୁଝାମଣାପତ୍ର…

ଭୁବନେଶ୍ୱର:ଆମ ଓଡ଼ିଆ ସିନେମା ଆମ ସାଂସ୍କୃତିକ ଐତିହ୍ୟର ପ୍ରତୀକ । ଏଥିରେ ଅନେକ ସ୍ମୃତି ଜଡ଼ିତ ହୋଇ ରହିଛି । ଆମେ ଯେତେବେଳେ ଏହାର ସରଂକ୍ଷଣ ପାଇଁ ଉଦ୍ୟମ କରୁଛୁ ନିଶ୍ଚିତ ରୂପେ ଏହି ସ୍ମୃତି ସବୁ ଜୀବିତ ହେବ ଏବଂ ଆଗାମୀ ପିଢ଼ି ଏଥିରୁ ପ୍ରେରଣା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗୁରୁବାର ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ

ପୁରୀ: ରାତିପାହିଲେ ମାର୍ଗଶିର କୃଷ୍ଣ ନବମୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସାଧାରଣ ଲୋକଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ…

୨୪ ଜଣ ଲେଖକଙ୍କୁ ମିଳିବ ବାଲ୍ ସାହିତ୍ୟ ପୁରସ୍କାର-୨୦୨୫

ଭୁବନେଶ୍ୱର: ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପୁରସ୍କାର ପାଇଁ ୨୪ ଜଣ ଲେଖକଙ୍କୁ ମନୋନୀତ କରାଯାଇଛି । ୨୪ ଜଣ ପୁରସ୍କାର ବିଜେତାଙ୍କୁ ମାନପତ୍ର ସହିତ ୫୦ ହଜାର ଟଙ୍କାର ଚେକ୍ ଏବଂ ଏକ କାଂସ୍ୟ ଫଳକ ପ୍ରଦାନ କରାଯିବ । ବାର୍ଷିକ…

ବିଆଇପିଏଫ୍ ପକ୍ଷରୁ ଶାମ୍ଭବୀ ପୁରସ୍କାର ୨୦୨୬ ନିମନ୍ତେ ନାମାଙ୍କନ ପତ୍ର ଆହ୍ଵାନ

ଭୁବନେଶ୍ୱର: ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ୍) ୧୩ତମ ଶାମ୍ଭବୀ ପୁରସ୍କାର ପାଇଁ ସାମାଜିକ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି, ବ୍ୟକ୍ତିବିଶେଷଙ୍କ ଗୋଷ୍ଠୀ ଏବଂ ସଂଗଠନରୁ ଆବେଦନ ଆମନ୍ତ୍ରଣ କରାଯାଇଛି । ଏହି ପୁରସ୍କାରରେ ୫ ଲକ୍ଷ ଟଙ୍କା ନଗଦ ପୁରସ୍କାର, ଏକ…

ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲସର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଏଣିକି ସହଜ ହେବ ପଟ୍ଟା ସଂଶୋଧନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲସର ସଂଶୋଧନ ପାଇଁ ଅନୁମୋଦନ ଦେଇଛନ୍ତି । ବର୍ତ୍ତମାନ ପ୍ରାବଧାନ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ…

ପୂର୍ବଥର ପରି ସରକାରଙ୍କ କ୍ରିକେଟ ମ୍ୟାଚ ପାଇଁ ପ୍ରସ୍ତୁତି ଓ ରିଭିୟୁ ବୈଠକ ପ୍ରହସନ ନହେଉ: ବିଜେଡି

ଭୁବନେଶ୍ୱର: ଆସନ୍ତା ଡିସେମ୍ୱର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଯାଉଥିବା ଟି୨୦ କ୍ରିକେଟ ମ୍ୟାଚରେ ସୁରକ୍ଷା ବ୍ୟବସ୍ଥା ପାଇଁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା ।…

ନୂଆପଡା ଉପନିର୍ବାଚନରେ ସରକାରୀ କଳର ଅପବ୍ୟବହାର ସତ୍ତ୍ୱେ, ବିଜେଡି ବିଜୟ ହେବ: ବିଜେଡି

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନରେ ବିଜେପି ସରକାରୀ କଳର ଅପବ୍ୟବହାର କରିଥିବା ଅଭିଯୋଗ କରିଛି ବିଜୁ ଜନତା ଦଳ । ଆଦର୍ଶ ଆଚରଣ ବିଧିର ଖୋଲା ଉଲ୍ଲଂଘନ କରି ନିର୍ବାଚନ ବୈତରଣୀ ପାର ହେବା ପାଇଁ ଅପଚେଷ୍ଟା କରିଛି ବୋଲି ଆଜି ବିଜେଡି ଅଭିଯୋଗ କରିଛି । ଏହାସତ୍ତ୍ୱେ, ବିଜୁ ଜନତା ଦଳର…

ଓଡ଼ିଶା ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଅଭିଯୁକ୍ତ ଶଙ୍କରର ସହଯୋଗୀ ସାଗର ଗୌଡ଼ା ଗିରଫ

ଭୁବନେଶ୍ବର: ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲା ଗିରଫ ହେଲା ଶଙ୍କର ପୃଷ୍ଟିର କେୟାରଟେକର । କେୟାରଟେକର ସାଗର ଗୌଡ଼କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଦୀଘା ମଡ୍ୟୁଲର ଦାୟିତ୍ଵରେ ସାଗର ଥିବା ସୂଚନା ମିଳିଛି। ସାଗର ଜରିଆରେ ଏଜେଣ୍ଟଙ୍କ ସହ ଲିଙ୍କରେ ଆସୁଥିଲା ଶଙ୍କର ।…

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୫’ ଉଦଘାଟିତ, ଯୋଗ ଦେଲେ ୨ହଜାରରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ…