Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି

ଭୁବନେଶ୍ୱର:ନିକଟରେ ବିଶ୍ୱ ବ୍ୟାଙ୍କ ସମୂହ ସଭାପତି ତାଙ୍କ ଟିମ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମଧ୍ୟରେ ହୋଇଥିବା ବୈଠକକୁ ନେଇ ପ୍ରଶ୍ନ ଉଠାଇଛି ବିଜୁ ଜନତା ଦଳ । ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି କହିଛନ୍ତି, ଏହି ବୈଠକ କେବଳ ଅର୍ଥନୈତିକ କ୍ଷେତ୍ରରେ ଓଡ଼ିଶାର ସ୍ଥିତି…

୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ

ଗଞ୍ଜାମ: ଓଡ଼ିଶା ପୋଲିସ ପଶ୍ଚିମବଙ୍ଗରୁ ଆସିଥିବା ୨୧ ଫେରିବାଲାଙ୍କୁ ବାନ୍ଧିଛି । ଗିରଫ ସମସ୍ତ ୨୧ ଜଣ ପଶ୍ଚିମବଙ୍ଗ ମୁର୍ଶିଦାବାଦ କାଶିପୁର, ନଦିଆ, ପାନିପିଆ, ଭିନ୍ ନଗର, କୁଲବୁନା ଅଞ୍ଚଳର ବୋଲି ସୂଚନା ରହିଛି । ସେମାନଙ୍କ ଠାରୁ ୧୦୬୬ ମୋବାଇଲ୍ , ବ୍ୟାଟେରୀ ଓ ମଦର ବୋର୍ଡ ସହ ୫ଟି…

୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

ଭୁବନେଶ୍ବର: ଓଡ଼ିଶା ସରକାର ଶନିବାର ଦିନ ୧୯୯୬ ବ୍ୟାଚର ତିନି ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀଙ୍କୁ ଅତିରିକ୍ତ ମୁଖ୍ୟ ସଚିବ (ଏସିଏସ) ପଦବୀକୁ ଉନ୍ନୀତ କରିଛନ୍ତି। ଆଇଏଏସ ପେ ମାଟ୍ରିକ୍ସର ସର୍ବୋଚ୍ଚ ଗ୍ରେଡ୍ (ସ୍ତର-୧୭)କୁ ପଦୋନ୍ନତିର ଏକ ଅଂଶ ଭାବରେ ଏହି ନିଷ୍ପତ୍ତି…

୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ

ଭୁବନେଶ୍ବର:ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ । ଢେଙ୍କାନାଳ ଗଜମରାରେ ସ୍ଥାପନ ହେବ ବଡ଼ ପ୍ରକଳ୍ପ । ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଓ ଏରୋସ୍ପେସ ସାମଗ୍ରୀ । ୧୭ ହଜାର ୨୫୦ କୋଟି ଟଙ୍କା ନିବେଶ ହେବ । ପ୍ରତ୍ୟକ୍ଷ ଓ ପରୋକ୍ଷରେ ୨୦ ହଜାର ନିଯୁକ୍ତ…

ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ 

ଭୁବନେଶ୍ୱର: ବରିଷ୍ଠ ଭାରତୀୟ ବନ ସେବା (ଆଇଏଫଏସ) ଅଧିକାରୀ କେ. ମୁରୁଗେସାନଙ୍କୁ ରାଜ୍ୟର ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ) ଏବଂ ବନ ବାହିନୀ (HoFF) ଭାବରେ ଓଡ଼ିଶା ସରକାର ଶନିବାର ଦିନ ନିଯୁକ୍ତ ଦେଇଥିବା ନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା…

Puri Drowning: ଚକ୍ରତୀର୍ଥ ରୋଡ୍‌ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…

ପୁରୀ:ପୁରୀ ସମୁଦ୍ରରେ ଅଘଟଣ। ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟ ନେଲା ମା’ ଓ ପୁଅଙ୍କ ଜୀବନ। ମୃତ ମା’ ପୁଅ ହେଉଛନ୍ତି ଝାଡ଼ଖଣ୍ଡ ରାଞ୍ଚି ଅଞ୍ଚଳର କୁସୁମ ଓ ଅଙ୍କିତ ଗୁପ୍ତା । ସୂଚନାମୁତାବକ, ଆଜି ସକାଳେ କୁସୁମ ଓ ଅଙ୍କିତ ପରିବାରବର୍ଗଙ୍କ ସହ ପୁରୀ ଚକ୍ରତୀର୍ଥ ରୋଡ ପିଙ୍କ…

ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ

ଭୁବନେଶ୍ୱର: ହାତୀ ମୃତ୍ୟୁ ମାମଲାରେ ବାଲିଗୁଡ଼ା ବନ ବିଭାଗ ସହକାରୀ ବନ ସଂରକ୍ଷକ (ଏସିଏଫ) ସୂର୍ଯ୍ୟକାନ୍ତ ବେହେରାଙ୍କୁ ବନ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ତୁରନ୍ତ ପ୍ରଭାବରୁ ନିଲମ୍ବନ କରାଯାଇଛି। ତେବେ ୨୪ ଜାନୁଆରୀରେ ବ୍ରହ୍ମପୁର ସର୍କଲର RCCF ଦ୍ୱାରା ଦାଖଲ…

ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ପଶୁଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଶନିବାର ଦିନ ବାନ୍ଧିଛି। କୁକୁଡ଼ା ପାଳନ ଯୋଜନାରେ ଜଣେ ହିତାଧିକାରୀଙ୍କଠାରୁ ସବସିଡି ଟଙ୍କା ପ୍ରଦାନ ପାଇଁ ୩୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି…

ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…

ମାଲକାନଗିରି:ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ଆହ୍ୱାନ । ମୁଁ ଓଡ଼ିଶା ପୋଲିସ ଡିଜି ଓ୍ୱାଇ ବି ଖୁରାନିଆ କହୁଛି । ସୁରକ୍ଷାକର୍ମୀଙ୍କ ନିକଟରେ ମାଓବାଦୀମାନେ ତୁରନ୍ତ ଆତ୍ମସମର୍ପଣ କରନ୍ତୁ । ଅଡ଼ିଓ ବାର୍ତ୍ତା ଜରିଆରେ ମାଓ ସଂଗଠନକୁ ଏପିରି କିଛି କହିଛନ୍ତି ଡିଜିପି ଓ୍ୱାଇ.ବି ଖୁରାନିଆ ।…

ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ

ଭୁବନେଶ୍ୱର: ସହରାଞ୍ଚଳ ପରିବହନରେ ମହିଳାମାନଙ୍କ ସହଭାଗୀତା ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍) ଏହାର ‘ଆମ ବସ୍’ ସେବା ପାଇଁ ମହିଳା ଡ୍ରାଇଭରମାନଙ୍କୁ ସାମିଲ କରିବା ଆରମ୍ଭ କରିଛି। ଫଳରେ ପୁଣେରେ ଉଚ୍ଚ ମାନର ପ୍ରଶିକ୍ଷଣ ନେବା ପାଇଁ…