Latest Odisha News

BREAKING NEWS

Browsing Category

ଓଡିଶା

Odisha

OTET Exam: ୪୫୨ଟି କେନ୍ଦ୍ରରେ ଚାଲିଛି ଓଟିଇଟି ପରୀକ୍ଷା-୨୦୨୫

ଭୁବନେଶ୍ବର: ଆଜି ସାରା ରାଜ୍ୟରେ ଚାଲିଛି ଓଟିଇଟି ପରୀକ୍ଷା-୨୦୨୫ । ୪୫୨ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଓଟିଇଟି ପରୀକ୍ଷା । ଓଟିଇଟି ପେପର-୧ ରେ ୪୭ ହଜାର ୭୨୦ ଜଣ ଓ ପେପର-୨ରେ ୧ ଲକ୍ଷ ୧୨ ହଜାର ୬୫୯ ପରୀକ୍ଷାର୍ଥୀ ଅଛନ୍ତି । ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା…

Odia Youth Return: ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ପୁଅ ଫେରିଲେ; କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଦେଲେ…

ଭୁବନେଶ୍ବର:ସୁଦାନରେ ବିଦ୍ରୋହୀ ଆତଙ୍କୀ ସଂଗଠନ ଆରଏସଏଫ ଆଦର୍ଶଙ୍କୁ ଅପହରଣ କରି ନେଇଥିଲା । ଫେରିବା ପରେ ନିଜ ଯନ୍ତ୍ରଣା କହି ଭାବବିହ୍ୱଳ ହୋଇ ପଡିଛନ୍ତି ଆଦର୍ଶ । ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ନିଖୋଜ ଥିବା ଜଗତସିଂହପୁର ଜିଲ୍ଲାର ଓଡିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର…

ବଡଦିନ ଓ ନୂଆବର୍ଷରେ କେବଳ ସିଂହଦ୍ବାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି

ପୁରୀ:ବଡଦିନ ଓ ନୂଆବର୍ଷରେ କେବଳ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିବେ ଏବଂ ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ କରିବେ ବୋଲି ନିଷ୍ପତ୍ତି ନିଆଯାଇଛି। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।…

ଗୁଣି ଗାରେଡ଼ି ପାଇଁ ମାଟିରେ ପୋତି ହୋଇ ଘର ମାଲିକ ମୃତ

କେନ୍ଦ୍ରାପଡ଼ା: ଗୁଣିଗାରେଡ଼ି ନେଲା ଜୀବନ । ଗୁଣିଗାରେଡ଼ି ପୂଜା ବେଳେ ମାଟିତଳେ ପୋତି ହୋଇ ଜଣେ ମୃତ। କେନ୍ଦ୍ରାପଡ଼ା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଖବରମୁତାବକ, ପାଳକଣା ଗାଁ ଜଗବନ୍ଧୁ ମହାରଣାଙ୍କ ନିଜ ଘରେ ଚାଲିଥିଲା ଗୁଣି…

ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କୁ ଲାଗି ହେଲା ପହିଲି ଭୋଗ

କେନ୍ଦ୍ରାପଡ଼ା: ପବିତ୍ର ଧନୁ ସଂକ୍ରାନ୍ତିରେ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ପାଖରେ ପହିଲି ଭୋଗ ଲାଗି ହୋଇଛି । ଏହ ସହ ମହାପ୍ରଭୁଙ୍କ ପାଖରେ ଧନୁ ମୁଁଆ ଭୋଗ ଲାଗି ହୋଇଛି। ଶାସ୍ତ୍ର ଅନୁଯାୟୀ ମା’ ଲକ୍ଷ୍ମୀ ଧନୁ ସଂକ୍ରାନ୍ତି ପୂର୍ବ ମାସନ୍ତ ରାତିରେ ନିଜ ପିତୃ ଆଳୟକୁ ଯାତ୍ରା କରିଥାନ୍ତି।…

ଆଶ୍ରମ ସ୍କୁଲରେ +୨ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ…

ସୋନପୁର: ସୋନପୁର ତରଭା ଆଶ୍ରମ ସ୍କୁଲର ହଷ୍ଟେଲରେ ରହୁଥିବା ଜଣେ +୨ ଦ୍ଵିତୀୟ ବର୍ଷର ଛାତ୍ରଙ୍କ ସନ୍ଦେହଜନକ ଭାବରେ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ବର୍ତ୍ତମାନ୍ ସୁଦ୍ଧା ତାଙ୍କ ମୃତ୍ୟୁର ସଠିକ୍ କାରଣ ଜଣାପଡ଼ିନାହିଁ।କିନ୍ତୁ ତାଙ୍କୁ ନିର୍ମମ ଭାବରେ ମାଡ଼ ମାରିବା ପରେ ମୃତ୍ୟୁ…

ବିଏମସିର ସଫେଇ ଅଭିଯାନ; ଅନେକ ଦୋକାନ ଉପରେ ୧ ଲକ୍ଷ ଫାଇନ

ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍-୪ ମାର୍କେଟ ଅଞ୍ଚଳରେ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ମଙ୍ଗଳବାର ଦିନ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ଦ୍ଵାରା ଏକ ସ୍ୱତନ୍ତ୍ର ସଫେଇ ଅଭିଯାନ କରାଯାଇଥିଲା। ଯେଉଁଥିରେ ମାର୍କେଟ ଏବଂ ଆଖପାଖ ରାସ୍ତାଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ସଫା…

Puri Police: ନିଶା ବ୍ୟବସାୟୀ ଟିକି ଖାଁର ୩ଟି ଘର ଉପରେ ବୁଲିଲା ବୁଲଡୋଜର

ପୁରୀ: ପୁରୀ ସହରର ନୀଳଚକ୍ର ନଗରରେ ବ୍ରାଉନ ସୁଗାର ବେପାରୀଙ୍କ ଘର ବୁଲଡୋଜର ଲଗାଇ ଭଙ୍ଗାଯାଇଛି l ଗତ କିଛି ଦିନ ତଳେ ପୁରୀ ପୋଲିସ ପକ୍ଷରୁ ନୀଳଚକ୍ର ନଗର ଅଞ୍ଚଳରେ ଥିବା ନିଶା ମାଫିଆଙ୍କ ବେଆଇନ ୪ ଗୋଟି ଘରକୁ ବୁଲଡୋଜର ଲଗାଇ ଭଙ୍ଗା ଯାଇଥିଲା । ସହରରେ ନିଶା କାରବାର ରୋକିବା ସହ ନିଶାଡି…

ଜମି ମ୍ୟୁଟେସନ୍ ମାମଲା; ଲାଞ୍ଚ ନେବା ଅଭିଯୋଗରେ ଆରଆଇଙ୍କୁ ୩ ବର୍ଷ ଜେଲ୍ 

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର ତହସିଲ ଅନ୍ତର୍ଗତ ମାଲିଡିହି ଆରଆଇ ସର୍କଲର ପୂର୍ବତନ ରାଜସ୍ୱ ନିରୀକ୍ଷକ (ଆରଆଇ) ମାନସୀ ସାହୁଙ୍କୁ ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ସୁନ୍ଦରଗଡ଼ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାନସୀ ବର୍ତ୍ତମାନ ରାଉରକେଲା ତହସିଲରେ ଆରଆଇ ଭାବରେ ନିଯୁକ୍ତ…

ଆଗାମୀ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଫାର୍ମା କ୍ଷେତ୍ରରେ ନୂତନ ଶିଖର ଛୁଇଁବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଫର୍ମାସ୍ୟୁଟିକାଲ ଏବଂ ମେଡିକାଲ ଡ଼ିଭାଇସ ନୀତି ୨୦୨୫ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ସ୍ଥିତ ହୋଟେଲ ତାଜ ଭିଭାନ୍ତା ଠାରେ ଆୟୋଜିତ ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଗୁଣାତ୍ମକ ଔଷଧ…