Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଥର ଖଣିରେ ଦୁର୍ଘଟଣା; ୬ ଓଡ଼ିଶା ଶ୍ରମିକ ମୃତ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ବାପତଲା ଜିଲ୍ଲାରେ ରବିବାର ଦିନ ଏକ ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା ଘଟିଛି। ଯେଉଁଥିରେ ଅତି କମରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ୬ ଛଅ ଜଣ ଓଡ଼ିଶାର ବାସିନ୍ଦା ବୋଲି ଜଣାପଡ଼ିଛି। ବାଲିକୁରାଭା ନିକଟସ୍ଥ…

ମାଓ ବିସ୍ଫୋରଣରେ କାର୍ଯ୍ୟରତ ରେଲୱେ କର୍ମଚାରୀଙ୍କ ମୃତ୍ୟୁ; ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଓଡ଼ିଶାରେ ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ । ଶହୀଦ ସପ୍ତାହରେ ମାଓବାଦୀମାନେ ଘଟାଇଛନ୍ତି ହିଂସା । ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ଏହି ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ରେଳ କର୍ମଚାରୀ ଇଟୁଆ ଓରାମଙ୍କ…

ନିଖୋଜ ମତ୍ସଜୀବୀଙ୍କୁ ଉଦ୍ଧାର ପାଇଁ ଓଡିଶା ପୋଲିସର ତଲାସି ଅଭିଯାନ ଜାରି

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ସମୁଦ୍ର ଭିତରକୁ ଯାଇ ନିଖୋଜ ଥିବା ୪ ଜଣ ମତ୍ସଜୀବୀଙ୍କୁ ଉଦ୍ଧାର କରିବାକୁ ଓଡିଶା ପୋଲିସ ପକ୍ଷରୁ ବ୍ୟାପକ ତଲାସି ଅଭିଯାନ ଜାରି ରହିଛି। ଓଡିଶା ପୋଲିସ ନିଜର ତିନୋଟି ଅତ୍ୟାଧୁନିକ ବୋଟକୁ ତଲାସୀ କାର୍ଯ୍ୟରେ ମୁତୟନ କରିଛି। ଏହା ସହ ରାଜ୍ୟ ମତ୍ସ୍ୟ ସମ୍ପଦ…

ଅଗଷ୍ଟ ୬ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଗଷ୍ଟ ୬ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସୂଚନା ଦେଇଛି। ତିନି ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ…

ବଳଙ୍ଗା ପୀଡିତାଙ୍କ ମୃତ୍ୟୁକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ, ସରକାରଙ୍କୁ କହିଲେ ନାରୀହନ୍ତା….

ଭୁବନେଶ୍ବର: ବଳଙ୍ଗା ପୀଡିତାଙ୍କ ହଠାତ୍ ମୃତ୍ୟୁ ପରେ ଏବେ ଏହାକୁ ନେଇ ତେଜିଛି ରାଜନୀତି । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ଏବେ ସରକାରଙ୍କୁ ଘେରିଛନ୍ତି ବିରୋଧୀ ବିଜେଡି-କଂଗ୍ରେସ । ବିଜେଡି ସରକାରଙ୍କୁ ନାରୀହନ୍ତା ବୋଲି ସମ୍ବୋଧନ କରିଥିବା ବେଳେ କେମିତି ତାଙ୍କର ମୃତ୍ୟୁ ହେଲା ବୋଲି…

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ରେଲୱେ ଟ୍ରାକ୍ ଉଡ଼ାଇଲେ ମାଓବାଦୀ

ରାଉରକେଲା: ଶହୀଦ ସପ୍ତାହରେ ମାଓବାଦୀଙ୍କ ହିଂସାକାଣ୍ଡ । ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ସୁନ୍ଦରଗଡ ଜିଲ୍ଲା ବଣାଇ ସ୍ଥିତ ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ଏହି ବିସ୍ଫୋରଣ ହୋଇଛି । ବିସ୍ପୋରଣରେ ଦୁଇଟି ସ୍ଲିପର…

ଓଟିଇଟି ପ୍ରଶ୍ନପତ୍ର ଲିକ୍: ବନ୍ଧା ହେଲେ ବୋର୍ଡ ଉପସଭାପତି, ହୋଇଥିଲା ଅଢେଇ ଲକ୍ଷର ଡିଲ୍…..

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଜି ମୁଖ୍ୟ ଅଭିଯୁକ୍ତ ବୋର୍ଡ ସଭାପତିଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ପୋଲିସ୍ । ଗତକାଲି ବୋର୍ଡ ସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ପ୍ରଶ୍ନ ପତ୍ର ଲିକ୍ ନେଇ ପଚରାଉଚରା କରିଥିବା ବେଳେ ଆଜି ତାଙ୍କୁ ଗିରଫ କରିଛି । ତେବେ ପୂର୍ବରୁ…

ଟିପିସିଓଡିଏଲ ଗ୍ରାମୀଣ ଓଡ଼ିଶାକୁ ସ୍ଥାୟୀ କୃଷି ପାଇଁ ସ୍ଥିର ଜଳବାୟୁ କାର୍ଯ୍ୟକ୍ରମ ସହିତ କରୁଛି ସଶକ୍ତ

ଜଗତସିଂହପୁର: ନିରନ୍ତର ଗ୍ରାମୀଣ ବିକାଶ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (TPCODL) ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ବ୍ଲକରେ ‘ସମୃଦ୍ଧି’ ପ୍ରକଳ୍ପ ଅଧୀନରେ ଏକ ସ୍ଥିର ଜଳବାୟୁ କାର୍ଯ୍ୟକ୍ରମ ଆରମ୍ଭ କରିଛି। ଏହି…

ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ ଗୋଲାପ; ୬ ସ୍ଥାନରେ ଚଢାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ଏମଭିଆଇ । ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଚାଲିଛି ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ବାରିପଦା, ବୌଦ୍ଧ ଓ ଭୁବନେଶ୍ବର ସମେତ ଏକକାଳୀନ ୬ଟି ସ୍ଥାନରେ ରେଡ ଚାଲିଥିବା ସୂଚନା…

ଗୁଣି ସନ୍ଦେହରେ ଯୁବକଙ୍କୁ ମାରି ଡ୍ୟାମ୍‌ରେ ଫିଙ୍ଗି ଦେଲେ ଗ୍ରାମବାସୀ !୧୬ ଅଟକ

ଗଜପତି:ମୋହନାରେ ଅଭାବନୀୟ ଘଟଣା । ଜଣେ ଯୁବକଙ୍କୁ ଗୁଣି ସନ୍ଦେହରେ ହତ୍ୟା ଅନୁମାନ । ଗୁଣି ସନ୍ଦେହରେ ଯୁବକକୁ ହତ୍ୟା କରି ଡ୍ୟାମ୍ ରେ ଫିଙ୍ଗିଦେଇଥିବା ନେଇ ଅଭିଯୋଗ ଆସିଛି। ମୃତକ ହେଲେ ଗଜପତି ଜିଲ୍ଲା ମୋହନା ଥାନା ରା଼ଚାଗୁଡା ଗାଁର ଗୋପାଳ ମଳିକ। ୧୫ ଦିନ ତଳେ ଗାଁର ଜଣେ ମହିଳାଙ୍କ…