Latest Odisha News

BREAKING NEWS

Browsing Category

ଓଡିଶା

Odisha

ନାଇଜର ହଷ୍ଟେଲ୍ ଛାତରୁ ପଡି ଛାତ୍ର ମୃତ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଜଟଣୀସ୍ଥିତ 'ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ' (NISER) ପରିସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ହଷ୍ଟେଲ୍ ଛାତରୁ ଖସିପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ ପରିଚୟ ବିନୟ…

ବିନା ଅନୁମତିରେ ଗଛ କାଟ୍ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ଫରେଷ୍ଟର ନିଲମ୍ବିତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ରେଞ୍ଜ ଅନ୍ତର୍ଗତ ମୈଦଲପୁର ସେକ୍ସନ୍‌ର ଫରେଷ୍ଟର ବିପିନ କୁମାର ହରିଜନଙ୍କୁ ବିନା ଅନୁମତିରେ ଗଛ କାଟିବା ଏବଂ ଆର୍ଥିକ ଅନିୟମିତତା ଅଭିଯୋଗରେ ବନ ବିଭାଗ ନିଲମ୍ବିତ କରିଛି। ଏହି କାର୍ଯ୍ୟାନୁଷ୍ଠାନ ଝରିଗାଁ ରେଞ୍ଜର ମୋହରା ସେକ୍ସନ୍‌ରେ…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନିଆଁରେ ପୋଡ଼ି ହୋଇ ୫ ଶିଶୁ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ନିଆଁ ଲାଗିଯିବାରୁ ପାଞ୍ଚ ଜଣ ଶିଶୁ ଗୁରୁତର ଭାବେ ପୋଡ଼ି ଯାଇଛନ୍ତି। ପ୍ରାଥମିକ ସୂଚନା ଅନୁଯାୟୀ, ଶୋଭାଯାତ୍ରା ସମୟରେ ମୂର୍ତ୍ତି ନେଇ ଯାଉଥିବା ଏକ ଟ୍ରାକ୍ଟର ଉପରେ ଏକ ଜେନେରେଟର ରଖାଯାଇଥିଲା।…

ଆଜି ସନ୍ଧ୍ୟା ସୁଦ୍ଧା ଆଣ୍ଡାମାନ ସାଗରରେ ହୋଇପାରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ଥାଇଲ୍ୟାଣ୍ଡରୁ ଆଣ୍ଡାମାନ ସାଗର ଆଡ଼କୁ ଗତି କରୁଛି ଏକ ସମ୍ଭାବ୍ୟ ପାଣିପାଗ ପ୍ରଣାଳୀ। ଏହାର ପ୍ରଭାବରେ ଆଜି ସନ୍ଧ୍ୟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ପ୍ରଣାଳୀଟି କ୍ରମଶଃ ଶକ୍ତିଶାଳୀ ହେବ ଏବଂ ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ ଦକ୍ଷିଣ…

ଆସୁଛି ପାର୍ବଣ, କିଏ ସମ୍ଭାଳିବେ କମିଶନରେଟ୍ ପୋଲିସର ମଙ୍ଗ? ନୂଆ ଡିସିପି ପଦ ପାଇଁ ଏକାଧିକ ଆଇପିଏସଙ୍କ ନାଁ ଚର୍ଚ୍ଚାରେ

ଭୁବନେଶ୍ୱର: ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ ତଥା ୨୦୧୩ ବ୍ୟାଚର ବରିଷ୍ଠ ଆଇପିଏସ୍ ଅଧିକାରୀ ଜଗମୋହନ ମୀନାଙ୍କ ଇସ୍ତଫା ପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ସ୍ୱତନ୍ତ୍ର ବିଜ୍ଞପ୍ତି ଜାରି କରାଯାଇ ଏହି…

ବିରୋଧର ନୂଆ ତରିକା: ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଗାଡ଼ିକୁ ଅଣ୍ଡା ଫିଙ୍ଗିଲେ ଅସନ୍ତୁଷ୍ଟ ଯୁବକ

ସୁବର୍ଣ୍ଣପୁର: ପୂର୍ବତନ ମନ୍ତ୍ରୀ ତଥା ସୋନପୁରର ବରିଷ୍ଠ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ଗାଡ଼ି ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଥିବା ଖବର ସାମ୍ନାକୁ ଆସିଛି । ତରଭା ସ୍ଥିତ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ କିଛି ଦୁର୍ବୃତ୍ତ ତାଙ୍କ ଗାଡ଼ି ଉପରକୁ ଅଣ୍ଡା ଫିଙ୍ଗିଥିବା ଅଭିଯୋଗ…

ଶ୍ରୀମନ୍ଦିରରେ ମହାପ୍ରସାଦର ମାନ ଓ ଦର ନିର୍ଦ୍ଧାରଣ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ପଦକ୍ଷେପ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରସାଦର ଗୁଣବତ୍ତା ବୃଦ୍ଧି, ସ୍ୱଚ୍ଛତା ରକ୍ଷା ଏବଂ ଆନନ୍ଦ ବଜାରରେ ବ୍ୟାପକ ଶୃଙ୍ଖଳା ଆଣିବା ଦିଗରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରର ସୁଆର…

ବିଜେପି ସରକାର ଆସିବା ପରେ ରାଜ୍ୟକୁ ଛୁଟୁଛି ନିବେଶର ସୁଅ:ଶିଳ୍ପ ମନ୍ତ୍ରୀ

ଭୁବନେଶ୍ବର:ୟୁଏଇ ଗସ୍ତ ଓଡିଶାର ଶିଳ୍ପ ଜଗତ ପାଇଁ ଏକ ଐତିହାସିକ ଏବଂ ଅତ୍ୟନ୍ତ ସଫଳ ଅଧ୍ୟାୟ ହୋଇ ରହିବ ବୋଲି ରାଜ୍ୟ ଶିଳ୍ପ ମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି । ଏହା ଆଲୁମିନିୟମ୍ ଏବଂ ଡାଉନଷ୍ଟ୍ରିମ୍ ଶିଳ୍ପ, କ୍ରିଟିକାଲ ମିନେରାଲ୍ସ, ଗ୍ରୀନ ଏନର୍ଜି, ଲଜିଷ୍ଟିକ, ଫୁଡ୍ ପ୍ରୋସେସିଂ,…

ୟୁପିଆଇ ନେଣଦେଣ ବିବାଦ ଉପରେ ନବୀନଙ୍କ ବଡ଼ ବୟାନ: ‘ସାଧାରଣ ଲୋକ ଓ କ୍ଷୁଦ୍ର ବ୍ୟବସାୟୀଙ୍କ ସ୍ୱାର୍ଥ ରକ୍ଷା…

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ୟୁପିଆଇ କାରବାର ଉପରେ ଏମ୍‌ଡିଆର୍ ବା ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ୍ ଲାଗୁ କରିବା ପ୍ରସଙ୍ଗ ଏବେ ସାରା ଦେଶରେ ବିତର୍କର ରୂପ ନେଇଛି । ଏହି ନିଷ୍ପତ୍ତିକୁ ନେଇ ସାଧାରଣ ଗ୍ରାହକ ଏବଂ ଦୋକାନୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଉଥିବା ବେଳେ ରାଜ୍ୟର…

ଲଘୁଚାପ ସହ ପ୍ରବଳ ବର୍ଷା ନିଶ୍ଚିତ: ସେପ୍ଟେମ୍ବରରେ ଓଡ଼ିଶାକୁ ଡରାଉଛି ସମ୍ଭାବ୍ୟ ବାତ୍ୟା?

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ପାଗ ବଦଳିବାକୁ ଯାଉଛି । ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ଏବଂ ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ଏକପ୍ରକାର ନିଶ୍ଚିତ ହୋଇସାରିଛି । ତେବେ ବର୍ତ୍ତମାନ ସବୁଠାରୁ ବଡ଼ ଚିନ୍ତାର ବିଷୟ ପାଲଟିଛି ସମ୍ଭାବ୍ୟ ବାତ୍ୟା ଆଶଙ୍କା । ଚଳିତ…