Latest Odisha News

BREAKING NEWS

Browsing Category

ଓଡିଶା

Odisha

T-20 Match: ମ୍ୟାଚ୍ ପୂର୍ବରୁ କାଳିଆର ଆଶୀର୍ବାଦ ନେଲେ ଟିମ୍ ଇଣ୍ଡିଆ କୋଚ୍ ସମେତ ଖେଳାଳୀ

ପୁରୀ: ଆଜି ସନ୍ଧ୍ୟା ୭ଟାରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ବାରବାଟୀରେ ଖେଳାଯିବ । ଟି-୨୦ରେ ଭାରତର ବିଜୟ ପାଇଁ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି ଭାରତୀୟ ଟିମ୍‌ । କୋଚ୍ ଗୌତମ ଗମ୍ଭୀରଙ୍କ ସମେତ, ଅଧିନାୟକ ସୂର୍ଯ୍ୟକୁମାର…

Cold Wave: ଆହୁରି ୩ ଦିନ ରାଜ୍ୟରେ ଜାରି ରହିବ ଶୀତ ଲହରୀ

ଭୁବନେଶ୍ୱର: ୧୨ ତାରିଖ ଯାଏଁ ରାଜ୍ୟରେ ଶୀତ ଲହରି ବହିପାରେ । ଅସମ୍ଭାଳ ଜାଡ଼ ସାଙ୍ଗକୁ କାଲୁଆ ପବନ ବୋହିବ । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତଲହରୀ ଜାରି ରହିଛି । ୧୩ ତାରିଖରୁ ରାଜ୍ୟରେ ଶୀତ ସାମାନ୍ୟ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ…

Odisha Vigilance: ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଏଏସ୍‌ଆଇ ଗିରଫ

ଯାଜପୁର: ଲାଞ୍ଚ ନେଉଥିବା ବେଳେ ଯାଜପୁର ଟାଉନ ଥାନାର ଏଏସ୍‌ଆଇଙ୍କୁ ମାଡିବସିଲା ପୋଲିସ । ଜମି ବିବାଦ ମାମଲାରେ ସାହାଯ୍ୟ କରିବା ପାଇଁ ଏକ ପାନଦୋକାନୀଙ୍କଠାରୁ ୫ ହଜାର ଟଙ୍କା ଟଙ୍କା ଲାଞ୍ଚ ନେଉଥିଲେ ଏଏସ୍‌ଆଇ ନନ୍ଦ କିଶୋର ଦାସ । ଖବର ମୁତାବକ, ପାନଦୋକାନୀ ଜଣଙ୍କ ତାଙ୍କ ଜମିର ସୀମା…

Vigilance Raid: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ASI ବାବୁ

ଯାଜପୁର: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଯାଜପୁର ଟାଉନ ଥାନା ଏଏସଆଇ ନନ୍ଦକିଶୋର ଦାସ। ଜମିବାଡି ମାମଲାକୁ ନେଇ ଜଣେ ବ୍ୟକ୍ତିଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଭିଜିଲାନ୍ସ ବିଭାଗ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ କାର୍ଯ୍ୟାଳୟକୁ ନେଇ ପଚରାଉଚରା…

Odisha Masters 2025: ଆସନ୍ତାକାଲିଠୁ କଟକରେ ଟପ୍ ରାଙ୍କିଙ୍ଗ ବ୍ୟାଡ଼ମିଣ୍ଟନ ଖେଳାଳୀ ଦେଖାଇବେ ଦମ୍;୧୭ଟି…

କଟକ: କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଆୟୋଜିତ ହେବ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ। ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍‌, ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଏବଂ…

ପ୍ରଭାତ ଓ ବିରଞ୍ଚିଙ୍କୁ ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ପୁରସ୍କାର

କଟକ: ଚଳିତ ବର୍ଷ ପାଇଁ ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ପୁରସ୍କାର ଭୁବନେଶ୍ୱର ନିବାସୀ ପ୍ରଭାତ ରଞ୍ଜନ ବେହୁରା ଓ ରାଉରକେଲା ନିବାସୀ ବିରଞ୍ଚି ନାରାୟଣ ମିଶ୍ରଙ୍କୁ ମିଳିତ ଭାବେ ଦିଆଯିବ ବୋଲି ଅଧ୍ୟାପିକା ନୀହାରିକା ଦାସ ସ୍ମୃତି ନ୍ୟାସ ପକ୍ଷରୁ ଘୋଷଣା କରାଯାଇଛି। ନ୍ୟାସର ଆବାହକ…

୯୪ ପ୍ରତିଶତ ପଛୁଆବର୍ଗଙ୍କ ପାଇଁ ବାଚସ୍ପତିଙ୍କୁ ସ୍ମାରକପତ୍ର ପ୍ରଦାନ କଲା କଂଗ୍ରେସ

ଭୁବନେଶ୍ୱର: ରାଜ୍ୟରେ ପଛୁଆବର୍ଗଙ୍କ ସଂରକ୍ଷଣକୁ ନେଇ ପିସିସି ସଭାପତି  ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ବିଧାନସଭା ବାଚସ୍ପତି  ସୁରମା ପାଢ଼ୀଙ୍କୁ ବିଧାନସଭାରେ ତାଙ୍କ କକ୍ଷରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ । ଓଡ଼ିଶାର ସମୁଦାୟ ଜନସଂଖ୍ୟାର ପ୍ରାୟ ୯୪…

ଏଏମ୍/ଏନ୍ଏସ୍ ଇଣ୍ଡିଆ ପକ୍ଷରୁ ଜାତୀୟ ପ୍ରଦୂଷଣ ନିବାରଣ ଦିବସ ପାଳିତ 

ଭୁବନେଶ୍ୱର: ଆର୍ସଲରମିତ୍ତଲ ନିପ୍ପନ ଷ୍ଟିଲ ଇଣ୍ଡିଆ (ଏଏମ୍ /ଏନ୍ଏସ୍  ଇଣ୍ଡିଆ) ଏହାର ପାରାଦ୍ଵୀପ ଏବଂ ଡାବୁନା ପ୍ଲାଣ୍ଟରେ ସଚେତନତା ଅଧିବେଶନ ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ସହିତ ଜାତୀୟ ପ୍ରଦୂଷଣ ନିବାରଣ ଦିବସ ପାଳନ କରିଛି। ଯାହା ସ୍ଥାୟୀତ୍ୱ ଏବଂ ପରିବେଶ ସୁରକ୍ଷା ପ୍ରତି ଏହାର…

ଗତ ୧୬ ମାସ ମଧ୍ୟରେ ୩୪୮୬ ଜଣ ସାଇବର ଠକେଇର ଶିକାର

ଭୁବନେଶ୍ୱର: ଗତ ୧୬ ମାସ ମଧ୍ୟରେ ୩୪୮୬ ଜଣ ସାଇବର ଠକେଇର ଶିକାର। କଂଗ୍ରେସ ବିଧାୟକ ରାମ ଚନ୍ଦ୍ର କାଡମଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସୋମବାର ଦିନ ବିଧାନସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅଗଷ୍ଟ ୨୦୨୩ରୁ ନଭେମ୍ବର ୨୦୨୪ ମଧ୍ୟରେ ଅର୍ଥାତ୍ ଗତ ୧୬ ମାସ ମଧ୍ୟରେ ସାଇବର ଅପରାଧୀମାନେ…

Internet Suspension: ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ, ଆଜି ସନ୍ଧ୍ୟା ୬ଟାରୁ ଲାଗୁ…

ମାଲକାନଗିରି:ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣା ପରଠୁ ମୁହାଁମୁହିଁ ହୋଇଛନ୍ତି ମାଲକାନଗିରିର ଦୁଇ ଗାଁ ବାସୀ। ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ଲାଗି ରହିଛି ଉତ୍ତେଜନା । ତେଣୁ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମଭି-୨୬ ଓ…