Latest Odisha News

BREAKING NEWS

Browsing Category

ଓଡିଶା

Odisha

୧ କୋଟିର ପୁରସ୍କାର ରାଶି ଥିବା କୁଖ୍ୟାତ କମାଣ୍ଡର ସହ ୧୧ ଜଣ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡର ବକରକଟ୍ଟାରେ ଆତ୍ମସମର୍ପଣ କରିଛନ୍ତି ୧୨ କ୍ୟାଡର ନକ୍ସଲ । କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ କେନ୍ଦ୍ରୀୟ କମିଟି ସଦସ୍ୟ (ସିସିଏମ୍) ରାମଧେର ମାଜ୍ଜି ତାଙ୍କ ୧୧ ଜଣ ସହଯୋଗୀଙ୍କ ସହିତ ଆଜି ସକାଳେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ।…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ଅଭିଯୋଗରୁ ୯୧ ପ୍ରତିଶତ ସମାଧାନ ହୋଇଛି: ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଅଭିଯୋଗର ୯୧ ପ୍ରତିଶତ ସମାଧାନ ହୋଇଛି । ଦେଢ଼ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ୧୩ ହଜାର ୩୫୮ ଅଭିଯୋଗ ଗ୍ରହଣ କରିଛନ୍ତି ସେଥିରୁ ୧୨ ହଜାର ୪୩୨ ଅଭିଯୋଗର ସମାଧାନ ହୋଇଛି । ବାକି ଅଭିଯୋଗ ଜଟିଳ ଥିବାରୁ ବିଭାଗୀୟ ତର୍ଜମା କରାଯାଉଛି…

୧୮ ମାସରେ ୨୦ ପୋଲିସ ସମେତ ୨୭୧ ଅଧିକାରୀଙ୍କୁ ବାନ୍ଧିଛି ଭିଜିଲାନ୍ସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶା ଭିଜିଲାନ୍ସ ନିର୍ଦ୍ଦେଶାଳୟ ଗତ ୧୮ ମାସ ମଧ୍ୟରେ ୨୦ ଜଣ ପୋଲିସ ଅଧିକାରୀ ଏବଂ କର୍ମଚାରୀଙ୍କୁ ଲାଞ୍ଚ ନେବ ଅଭିଯୋଗରେ ବାନ୍ଧିଛି। ରାଜ୍ୟ ବିଧାନସଭାରେ ସୋମବାର ଦିନ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସରକାରୀ ପରିସଂଖ୍ୟାନ ଅନୁଯାୟୀ, ଏହି ସମୟ…

ସୁନା ବିସ୍କୁଟ ଲୋଭ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ବାଲେଶ୍ୱର: ବେଲାଶ୍ବର ଜିଲ୍ଲା ନୀଳଗିରି ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର ଠକେଇ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଏହି ଅଭିଯୋଗରେ ୬ ଅଭିଯୁକ୍ତଙ୍କୁ ଗିରଫ କରିଛି ନୀଳଗିରି ପୋଲିସ । ଅଭିଯୁକ୍ତଙ୍କଠାରୁ ୩ ଲକ୍ଷ ୨୯ ହଜାର ଟଙ୍କା ସହ ୫ଟି…

ମା’ ପୁଅଙ୍କ ନିକଟରୁ ୬୮ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନ ସୁଗାର ଜବତ, ସେପଟେ କ୍ରିକେଟ ବ୍ୟାଟରେ ଗଞ୍ଜେଇ ଚାଲାଣ..

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ବ୍ରାଉନସୁଗର କାରବାର ଚଳାଉଥିବା ମାଆ ଓ ପୁଅଙ୍କୁ କାମାକ୍ଷାନଗର ଅବକାରୀ ବିଭାଗ ଗିରଫ କରିଛି । ସେମାନଙ୍କୁ ନିକଟରୁ ୬୮୦ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଦୀର୍ଘ ଦିନ ଧରି ବ୍ରାଉନସୁଗର ଭଳି ସାଂଘାତିକ ନିଶା…

ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦; ଟିକେଟ କଳାବଜାରୀ ଅଭିଯୋଗରେ ୪ ଗିରଫ

କଟକ: କଟକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍‌ ପାଇଁ ଟିକେଟ୍‌ କଳାବଜାରୀ ଅଭିଯୋଗରେ ଚାରି ଜଣଙ୍କୁ ଗିରଫ କରାଯାଇଛି। ବିଡାନାସୀ ଥାନା ଅଧିକାରୀମାନେ ଚଢ଼ା ଦରରେ ବିକ୍ରି ହେଉଥିବା ୧୨ଟି ଟିକେଟ୍‌ ଜବତ…

ଦୁଇ ଗାଁ ମଧ୍ୟରେ ଗଣ୍ଡଗୋଳ: ବିଏନଏସ ୧୬୩ ଜାରି, ୪ ଦିନ ବନ୍ଦ ରହିବ ସ୍କୁଲ

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ଉତ୍ତେଜନା ପରେ BNS ୧୬୩ ଜାରି କରାଯାଇଛି । ଉଭୟ ଗାଁର ୧୦ କିମି ପରିଧି ମଧ୍ୟରେ ୧୬୩ ଜାରି ହୋଇଛି । ପୋଲିସ ଓ ବିଏସଏଫ୍ ଯବାନ ମୁତୟନ ରହିଛନ୍ତି । ଏମ୍‌ଭି ୨୬ରେ ଥିବା ଆବାସିକ ବିଦ୍ୟାଳୟ ୪ ଦିନ ପାଇଁ ଛୁଟି…

Weather Update: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ

ଭୁବନେଶ୍ବର: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି। ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଛି । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି ।…

Sun Temple: ବିଶ୍ବପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା ଆରମ୍ଭ

କୋଣାର୍କ: ବିଶ୍ବପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ଜଗମୋହନରୁ ବାଲି କାଢ଼ିବା ଲାଗି ଆରମ୍ଭ ହୋଇଛି ପ୍ରସ୍ତୁତି । ଏଏସ୍‌ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଖମାରୀ ଓ ଏଏସ‌୍ଆଇର ପୂର୍ବତନ ଡିଜି ଏକେ ବାସାଙ୍କ ସମେତ ୧୦ ଜଣିଆ ବୈଷୟିକ କୋର୍‌ କମିଟି କୋଣାର୍କ ଗସ୍ତରେ ସ୍ଥିତି ଅନୁଧ୍ୟାନ…

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଅଭିଯୁକ୍ତ ଗିରଫ

ବଲାଙ୍ଗୀର: ବେଆଇନ ଭାବେ ପଠାଯାଉଥିବା ୭ ଦାଦନ ଶ୍ରମିକଙ୍କୁ ଉଦ୍ଧାର । ଏହା ସହିତ ୩ ଜଣ ଶିଶୁଙ୍କୁ ବି ଉଦ୍ଧାର କରାଯାଇଛି । ଏଥିରେ ଶ୍ରମିକ ଚାଲାଣ କରୁଥିବା ୨ ଜଣକୁ ଗିରଫ କରିଛି ପୋଲିସ । ସେମାନଙ୍କ ମଧ୍ୟରେ ଜଣେ ସର୍ଦ୍ଦାର ଏବଂ ଅନ୍ୟ ଜଣେ ଇଟା ଭାଟି ସେଠ । ଉଭୟଙ୍କୁ ରବିବାର କୋର୍ଟ ଚାଲାଣ…