Latest Odisha News

BREAKING NEWS

Browsing Category

ଓଡିଶା

Odisha

Free Bus service for school: ରାଜ୍ୟରେ ସ୍କୁଲ୍‌ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା

ଭୁବନେଶ୍ବର: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ ଦିଆଯିବ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ କଲେ ସରକାର । ଏ ନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି…

ମାଟି ତଳୁ ହାତୀର ଗଳିତ ଶବ ତସ୍କର ଖୋଳିବା ଘଟଣା; ଆଉ ୩ ଗିରଫ, ହାତୀ ଦାନ୍ତ ଜବତ

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲାର ନୀଳଗିରି କୂଳଡିହା ଅଭୟାରଣ୍ୟରେ ମାଟି ତଳୁ ହାତୀର ଗଳିତ ଶବ ତସ୍କର ଖୋଳିବା ଘଟଣାରେ ପୁଣି ୩ ଜଣ ଗିରଫ ହୋଇଛନ୍ତି । ଏମାନଙ୍କୁ ମିଶାଇ ମୋଟ ଅଭିଯୁକ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ବନ ବିଭାଗ କରିବା ସହ ୩ଟି ଦାନ୍ତ ଜବତ କରିଛି ।…

Odia YouTuber Gulua: ଶେଷରେ ସତ ମାନିଲେ ୟୁଟ୍ୟୁବର ମିଷ୍ଟର୍ ଗୁଲୁଆ

ଭୁବନେଶ୍ୱର: ଶେଷରେ ସତ ମାନିଲେ ଗୁଲୁଆ। ପରକୀୟା ପ୍ରୀତିରେ ଥିବା ସ୍ବୀକାର କଲେ ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ। ୟୁଟ୍ୟୁବର ଦମ୍ପତି ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଥିବାବେଳେ ଉଭୟ ଏବେ ମୁହାଁମୁହିଁ ହୋଇଛନ୍ତି। ଉଭୟ ଉଭୟଙ୍କ ଉପରେ ଦୋଷ ଲଦା ଲଦି ହେଲେ। ପରସ୍ପର…

ଏବେ ଆମେ ବିଜୁ ବାବୁ ଫର୍ମୁଲା ଆପଣେଇବୁ, ଦୁଇ ମୁଣ୍ଡିଆଙ୍କୁ ଛାଡିବୁ ନାହିଁ: ମୁନା ଖାଁ

ଭୁବନେଶ୍ୱର: ଦୁଇ ମୁଣ୍ଡିଆମାନଙ୍କୁ ଆମେ ଛାଡ଼ିବୁ ନାହିଁ । ଦୁଇ ମୁଣ୍ଡିଆ ଦୁଇ ପଟେ ଚାଲାକି ଦେଖାଇଲେ ଆଉ ଚଳିବ ନାହିଁ । କାହା ଅଣ୍ଡରରେ ରହିବା ନାହିଁ, ନବୀନଙ୍କ ଅଣ୍ଡରରେ ରହି କାମ କରିବାକୁ ବିଜେଡିର ପ୍ରତିଷ୍ଠା ଦିବସରେ ଆହ୍ବାନ ଦେଇଛନ୍ତି ସାଂସଦ ମୁନା ଖାଁ । ମୁନ୍ନା ଖାଁ ଆହୁରି…

naveen targets bjp: ମଞ୍ଚ ଉପରେ ବିଜେପି ସରକାରକୁ ଟାର୍ଗେଟ କଲେ ନବୀନ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ପାଳୁଛି ୨୯ତମ ପ୍ରତିଷ୍ଠା ଦିବସ ।  ଶଙ୍ଖ ଭବନରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଏହି ଅବସରରେ ସମସ୍ତଙ୍କୁ ନବୀନ ଶୁଭେଚ୍ଛା ଜଣାଇ ନିଜ ଅଭିଭାଷଣ ରଖିଥିଲେ । ଯେଉଁଥିରେ ଦଳ କରିଥିବା ରାଜ୍ୟର ବିକାଶ କୁ ମନେପକାଇଥିଲେ ଏବଂ ଏବେର ରାଜ୍ୟ…

ଆଜିଠୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସକାଳ ୧୦ରୁ ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି

ଭୁବନେଶ୍ବର: ଆଜି ଠାରୁ ସକାଳେ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓଟିପି । ସକାଳ ୧୦ରୁ ୧୧ଟା ଯାଏଁ ସରକାରୀ ଡାକ୍ତରଖାନାରେ ବହିର୍ବିଭାଗ, ଓପିଡି ବନ୍ଦ ରହିବ । ଏହାସହ ଜାତୀୟ ସ୍ବାସ୍ଥ୍ୟ ମିସନ୍‌ ପକ୍ଷରୁ ହେଉଥିବା କାର୍ଯ୍ୟକୁ ମଧ୍ୟ ବନ୍ଦ କରାଯିବ । ଏନେଇ ଓଡ଼ିଶା ମେଡିକାଲ ସେବା ସଂଘ, ଓମସା…

Odisha Vigilance: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ

ଭୁବନେଶ୍ୱର: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ। କୋରାପୁଟର ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ଦ୍ୱାରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାଧିକ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ…

ଖୋର୍ଦ୍ଧା ହେବ ସମୃଦ୍ଧ ଓଡିଶାର ଏକ ନମ୍ବର ଜିଲ୍ଲା

ଭୁବନେଶ୍ୱର: ଖୋର୍ଦ୍ଧା ମହୋତ୍ସବ ୨୦୨୫ ଆଜି ଏକ ଉତ୍ସବ କିମ୍ବା ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଞ୍ଚ ହୋଇ ରହିନି, ଏହା ଆଜି ପାଲଟିଛି ବିକାଶର ମଞ୍ଚ, ଏହା କହି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୫୧୬ କୋଟି ଟଙ୍କାର ବ୍ୟୟ ବରାଦରେ ୩୯ଟି ପ୍ରକଳ୍ପର ଶୁଭରମ୍ଭ କରିଛନ୍ତି।…

ଭିଜିଲାନ୍ସ ଜାଲରେ ମାଲକାନଗିରି ବ୍ଳକର କନିଷ୍ଠ ଯନ୍ତ୍ରୀ ନିହାର ସରକାର

ମାଲକାନଗିରି: ମାଲକାନଗିରି ବ୍ଳକର କନିଷ୍ଠ ଯନ୍ତ୍ରୀ ନିହାର ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଭିଜିଲାନ୍ସକୁ ଖବର ମିଳିଥିଲା। ଆଜି ଭୋରୁ ମାଲକାନଗିରି ସମେତ ଏମପିଭି-୧୦ସ୍ଥିତ ତାଙ୍କ ଘର, ଅଫିସ ଏବଂ ରାଇଘର ସ୍ଥିତ ଶ୍ୱଶୁର ଘରେ ଏକାକାଳୀନ ଚଢ଼ାଉ ଚାଲିଛି।…