Latest Odisha News

BREAKING NEWS

Browsing Category

ଓଡିଶା

Odisha

Odisha High Court: ଆସନ୍ତା ୨୯ ରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ, ଅକ୍ଟୋବର ୮ରେ ଖୋଲିବ ଅଦାଲତ

କଟକ: ଆରମ୍ଭ ହେଲାଣି ପାର୍ବଣ। ଆସନ୍ତା ୨୯ ତାରିଖ ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ ହେଉଛି। ଶୁକ୍ରବାର ଶେଷ କାର୍ଯ୍ୟ ଦିବସ। ଅକ୍ଟୋବାର ୮ରେ ଅଦାଲତ ଖୋଲିବ। ଏହି ଛୁଟି ସମୟ ମଧ୍ୟରେ ଜରୁରୀ ମାମଲାର ଶୁଣାଣି ପାଇଁ ତିନିଦିନ ଅର୍ଥାତ୍‌ ଆସନ୍ତା ୨୯ ତାରିଖ, ଅକ୍ଟୋବର ୧ ତାରିଖ ଓ ୬…

ଏଣିକି ଦ୍ଵାଦଶ ପରୀକ୍ଷା ପ୍ରସ୍ତୁତି ପାଇଁ ବ୍ୟବହାର ହେବ AI ଟେକ୍ନୋଲୋଜି

ଭୁବନେଶ୍ୱର: ଏଣିକି ଦ୍ଵାଦଶ ପରୀକ୍ଷା ପ୍ରସ୍ତୁତି ପାଇଁ ବ୍ୟବହାର ହେବ AI ଟେକ୍ନୋଲୋଜି। ଘରେ ବସି AI ମାଧ୍ୟମରେ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ନିଜ ଦକ୍ଷତା ଜାଣିହେବ। ବିଭିନ୍ନ ମଡ୍ୟୁଲ୍‌ର ପ୍ରଶ୍ନ ରଖିବ AI ଏବଂ ଉତ୍ତର ଦେବେ ପରୀକ୍ଷାର୍ଥୀ। ଏଭଳି ପରୀକ୍ଷା ପ୍ରସ୍ତୁତି ପୋର୍ଟାଲ…

ଏଣିକି ‘ଆମ ସାଥି’ ହ୍ୱାଟସଆପ୍ ଚାଟବଟରେ ୧୩୨ଟି ସରକାରୀ ସେବା ପାଇବେ ରାଜ୍ୟବାସୀ

ଭୁବନେଶ୍ୱର: ଏଣିକି ହାତପାହାନ୍ତାରେ ମିଳିବ ସରକାରୀ ସେବା । ଆଉ ସରକାରୀ ଅଫିସକୁ ବାରବାର ଦୌଡିବାକୁ ପଡିବନି । ଲୋକଙ୍କର ଅତି ନିକଟରେ ସରକାରୀ ସେବା ପହଞ୍ଚାଇବାକୁ ଆରମ୍ଭ ହେଲା 'ଆମ ସାଥି' ୟୁନିଫାଏଡ ହ୍ୱାଟସଆପ ବଟ । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା…

Traffic Restrictions: ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି

ଭୁବନେଶ୍ୱର: ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା। ଆସନ୍ତା ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା। ରାଜଧାନୀର ପ୍ରମୁଖ ରାସ୍ତାଗୁଡ଼ିକରେ ଭାରିଯାନ ଯିବା ଆସିବା ବାରଣ। କମିଶନରେଟ୍ ପୋଲିସ ଗୁରୁବାର ଦିନ ଭୁବନେଶ୍ୱରରେ ଦୁର୍ଗାପୂଜା ଉତ୍ସବ…

Bali Yatra 2025: ଆଜିଠୁ ବାଲିଯାତ୍ରା ୨୦୨୫ ପାଇଁ ଷ୍ଟଲ ବୁକିଂ, ଏକାଧିକ ଆବେଦନ ଥିଲେ ହେବ ନିଲାମ

କଟକ: ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ଆଜିଠାରୁ ଷ୍ଟଲ ବୁକିଂ କରି ପାରିବେ ବ୍ୟବସାୟୀ। ଚଳିତ ବର୍ଷ ନଭେମ୍ବର ୫ ରୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲିବ କଟକ ବାଲିଯାତ୍ରା। ବାଲିଯାତ୍ରାରେ ସୁରୁଖୁରୁରେ ଷ୍ଟଲ ବଣ୍ଟନ ପାଇଁ ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ତେବେ…

Weather Update: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ଆଶଙ୍କା, କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ…

ଭୁବନେଶ୍ୱର: ବଙ୍ଗୋପସାରଗରେ ଲଘୁଚାପ ସୃଷ୍ଟି ହୋଇସାରିଛି। ଶୁକ୍ରବାରକୁ ଏହା ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ମୁହାଁଇବ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ। ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। ପ୍ରବଳ ବର୍ଷିବ ଦକ୍ଷିଣ ଓଡ଼ିଶା ଏବଂ ଉପକୂଳରେ। ଆସନ୍ତକାଲି ଦକ୍ଷିଣ ଓଡ଼ିଶା-ଉତ୍ତର…

Schools Close: ପ୍ରବଳ ବର୍ଷା ପାଇଁ ମାଲକାନଗିରିରେ ସ୍କୁଲ ଛୁଟି ଘୋଷଣା

ମାଲକାନଗିରି: ଆଜି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଛୁଟି। ସ୍କୁଲ୍ ଛୁଟି ଘୋଷଣା କଲେ ମାଲକାନଗିରି ଜିଲ୍ଲାପାଳ। ସରକାରୀ ଓ ବେସରକାରୀ ସ୍କୁଲ୍‌ ଛୁଟି ଘୋଷଣା। ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସ୍କୁଲ୍ ଛୁଟି। ଶିକ୍ଷକମାନେ ସ୍କୁଲ୍‌ରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ। ବଙ୍ଗୋପସାଗର…

ଆଇସିୟୁରୁ ବାହାରିଲେ ଓଡ଼ିଆ ସଂଗୀତକାର ଅଭିଜିତ ମଜୁମଦାର…

ଭୁବନେଶ୍ୱର: ଲୋକପ୍ରିୟ ଓଡ଼ିଆ ସଂଗୀତକାର ଅଭିଜିତ ମଜୁମଦାର ଏମସ୍ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିଲେ। ସେ କୋମାରେ ଥିଲେ। ତେବେ ତାଙ୍କୁ ଗୁରୁବାର ଦିନ ଆଇସିୟୁରୁ ବାହାର କରି ବର୍ତ୍ତମାନ୍ ମେଡିସିନ୍ ୱାର୍ଡର ଏକ ଆଇସୋଲେସନ୍ ରୁମରେ ରଖାଯାଇଥିବା ନେଇ ରିପୋର୍ଟରୁ ଜଣାପଡ଼ିଛି। ତାଙ୍କର…

୭୫ ବରପୁତ୍ରଙ୍କ ନିର୍ମାଣ ହେବ ନୂଆ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୁରୀ ଜିଲ୍ଲାରେ ଭକ୍ତ ମନେଇ ସାହୁ, ଅଟଳ ବିହାରୀ ବାଜପେୟୀ,…

୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ୨୬ ତାରିଖରୁ ଆରମ୍ଭ ହେଉଛି। ପ୍ରଥମ ଥର କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ ଦିନିଆ ସମାବର୍ତ୍ତନ ହେବ। ଏଥିରେ ବହୁ ସଂଖ୍ୟାରେ ସ୍ନାତକ ଛାତ୍ରଛାତ୍ରୀ ସେମାନଙ୍କ ପିତାମାତା ତଥା ଅଭିଭାବକ ସାମିଲ ହେବେ। ଶ୍ରୀଲଙ୍କାର ନୋବେଲ ପୁରସ୍କାର…