Latest Odisha News

BREAKING NEWS

Browsing Category

ଓଡିଶା

Odisha

Police Clash: IIC ଓ ASI ମଧ୍ୟରେ ହାତାହାତି; ଆକ୍ସନ ନେଲେ ଏସ୍‌ପି

ଯାଜପୁର: ଯାଜପୁର ଜିଲା ଅଳକୁଣ୍ଡ ଥାନାରେ ମାରପିଟ୍‌ । ଯାଜପୁର ଜିଲ୍ଲା ଅଳକୁଣ୍ଡ ଥାନାରେ ଥାନା ଅଧିକାରୀ ଏବଂ ଏଏସ୍‌ଆଇଙ୍କ ମଧ୍ୟରେ ଯୁକ୍ତିତର୍କ, ହାତାହାତି ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଏସ୍‌ପି ୟସପ୍ରିତ୍ ଶ୍ରୀମଲ । ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା…

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା; ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ

ଭୁବନେଶ୍ୱର: ଭୁବନେଶ୍ୱରର ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଗୁରୁବାର ଦିନ ଉତ୍ତେଜନା ଦେଖାଦେଇଛି। ଜଣେ ଅଧ୍ୟାପକଙ୍କ ବିରୋଧରେ ଜଣେ ଛାତ୍ରୀମାନେ ନିର୍ଯାତନା ଅଭିଯୋଗ ପରେ ଏହି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସୂତ୍ର ଅନୁସାରେ କିଛି ଛାତ୍ରୀ ଜଣେ ଅଧ୍ୟାପକଙ୍କ ବିରୋଧରେ ନିର୍ଯାତନା ଏବଂ…

ସାମ୍ବାଦିକଙ୍କୁ ମିଳିବ କି ପେନସନ୍; ଜାଣନ୍ତୁ କଣ କହୁଛନ୍ତି ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ ପାଇଁ ଏକ ପ୍ରସ୍ତାବ ଓଡ଼ିଶା ସରକାରଙ୍କ ନିକଟରେ ବିଚାରାଧୀନ ଅଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦେଇଛନ୍ତି। ବିଜେପି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ…

ସରକାରଙ୍କ ପ୍ରଚାର ପ୍ରସାର ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି…

ଭୁବନେଶ୍ବର: ସରକାର ପ୍ରଚାର ପ୍ରସାର ପାଇଁ ସରକାର ଖର୍ଚ୍ଚ କରିଛନ୍ତି ୮୩ କୋଟି ୮୪ ଲକ୍ଷ ଟଙ୍କା । ରାମଚନ୍ଦ୍ର କାଡ଼ାମଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୦୨୪ ଜୁଲାଇରୁ ଏଯାବତ୍ ୮୩ କୋଟି ୮୪ ଲକ୍ଷ ୮୧ ହଜାର ଟଙ୍କା ଖର୍ଚ୍ଚ ହୋଇଛି । ବିଜ୍ଞାପନ ପାଇଁ ଖବର…

ରାଜ୍ୟରେ ପଞ୍ଚାୟତ ଓ ବ୍ଲକ ଗଠନକୁ ନେଇ ଏହି ତଥ୍ୟ ରଖିଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍ । ୨୫୦୧ ଗାଁର ପଡା ଗାଁ ମାନ୍ୟତା ଆବେଦନ ଖାରଜ କରିଛି ରାଜସ୍ୱ ବିଭାଗ । ୫ ହଜାର ୫୬୬ ଗାଁକୁ ପଡା ଗାଁ ମାନ୍ୟତା ଦେବାକୁ ରାଜସ୍ୱ ବିଭାଗ ପାଖରେ ଆବେଦନ ହୋଇଥିଲା । ଅବଶିଷ୍ଟ ୧୧୭୭ ଗାଁର ପ୍ରସ୍ତାବ ବିଚାରାଧୀନ ଅଛି…

କେନ୍ଦୁଝରରେ ଅଜବ ଘଟଣା; ପ୍ରେମ ପାଇଁ ଟାୱାରରେ ଚଢ଼ିଲା ପ୍ରେମିକ

କେନ୍ଦୁଝର: ବଲିଉଡ କ୍ଲାସିକ୍ ଫିଲ୍ମ ଶୋଲେର ଏକ ପ୍ରସିଦ୍ଧ ଦୃଶ୍ୟକୁ ମନେ ପକାଇ ଦେଇଛନ୍ତି କେନ୍ଦୁଝରର ଜଣେ ଯୁବକ। ଗୁରୁବାର ସକାଳେ କେନ୍ଦୁଝରର ସହରପଡ଼ା ଅଞ୍ଚଳର ଜଣେ ଯୁବକ ଜୁଡିଆ ଘାଟି ନିକଟରେ ଏକ ନବନିର୍ମିତ ହାଇ-ଭୋଲଟେଜ୍ ବିଦ୍ୟୁତ୍ ଟାୱାର ଉପରେ ଚଢ଼ି ଯାଇଥିଲେ। ଏପରିକି ଯଦି ତାଙ୍କ…

ବାଲୁକା କଳାରେ ପୁଟିନଙ୍କୁ ସ୍ବାଗତ ଜଣାଇଲେ ମାନସ ସାହୁ

ପୁରୀ: ଦୁଇ ଦିନିଆ ଭାରତ ଗସ୍ତରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଏହି ଅବସରରେ ଓଡିଶା କଳାକାର ମାନସ କୁମାର ସାହୁ ଏକ ସୁନ୍ଦର ବାଲୁକା କଳା ସହିତ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସ୍ୱାଗତ କରିଛନ୍ତି । ମାନସ କୁମାର ସାହୁ ବିଶେଷ ବାଲୁକା ଆନିମେସନ୍ ପ୍ରସ୍ତୁତ କରିଛନ୍ତି ।…

ଛାତ୍ରଙ୍କୁ କିଏ ବାନ୍ଧିଲା ଶିକୁଳିରେ; ଜାଣନ୍ତୁ କଣ କହୁଛନ୍ତି ପରିବାର…

ବାଲେଶ୍ୱର: ନୀଳଗିରି ବ୍ଲକର ବେଗୁନିଆ ପ୍ରାଥମିକ ବିଦ୍ୟାଳୟର ହଷ୍ଟେଲରେ ପ୍ରାୟ ୧୦ ଦିନ ଧରି ଶିକୁଳିରେ ବନ୍ଧା ହୋଇ ରହିଥିଲେ ଜଣେ ଆଠ ବର୍ଷର ବାଳକ। ଯାହାଙ୍କୁ ବୁଧବାର ଦିନ ଉଦ୍ଧାର କରାଯାଇଥିଲା। ଏହାର ଏକ ଭିଡିଓ ମଧ୍ୟ ଭାଇରାଲ ହୋଇଛି। ଉକ୍ତ ଭିଡିଓ ଜଣେ ପିଲାର ଗୋଡ଼ରେ ଲୁହା ଶିକୁଳି ବନ୍ଧା…

ଆଜିଠୁ ପୁଣି ବଢ଼ିବ ଶୀତ ପ୍ରକୋପ, ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ରାତି ତାପମାତ୍ରା

ଭୁବନେଶ୍ୱର: ଆଜିଠୁ ପୁଣି ବଢ଼ିବ ଶୀତ ପ୍ରକୋପ। ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ। ଶନିବାର ଯାଏ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। କିଛି ଦିନ ପରେ ଶୀତ ପୁଣି ବଢ଼ିଛି। ମଙ୍ଗଳବାର ରାତିରେ ଜି. ଉଦୟଗିରି,…

ବରଗଡ଼ ଧନୁଯାତ୍ରା ନିମନ୍ତେ କୋଟିଏ ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ ନିମନ୍ତେ ନିଷ୍ପତ୍ତି

ଭୁବନେଶ୍ୱର: ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ । ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ…