Latest Odisha News

BREAKING NEWS

Browsing Category

ଓଡିଶା

Odisha

Puri Police: ଶ୍ରୀମନ୍ଦିରରେ ପଞ୍ଚୁକରେ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ପୁରୀ ପୋଲିସର ବ୍ୟାପକ ବ୍ୟବସ୍ଥା

ପୁରୀ: ରାତି ପାହିଲେ ଶ୍ରୀମନ୍ଦିରରେ ହେବ ପଞ୍ଚୁକ ନୀତି । ଏହି ସମୟରେ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କେନ୍ଦ୍ରାଞ୍ଚଳ ଡିଆଇଜି ଏବଂ ପୁରୀ ଏସପିଙ୍କ ତତ୍ତ୍ଵାବଧାନରେ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ କରାଯାଇଛି ।…

BJD: ବିଜେଡିକୁ ସମର୍ଥନ ଜଣାଇଲେ ଭୁଞ୍ଜିଆ ସମ୍ପ୍ରଦାୟ

ନୂଆପଡା: ବିଜେଡି ଶାସନରେ ଆଦିବାସୀମାନଙ୍କ ଉନ୍ନତି ବାସ୍ତବ ରୂପ ନେଇଥିଲା । ଯୁଗ ଯୁଗ ଧରି ଉପେକ୍ଷିତ ଥିବା ଜନଜାତିମାନଙ୍କୁ ସେମାନଙ୍କ ଅଧିକାର ମିଳିଥିଲା । ଏହାକୁ ଛୁକତିଆ ଭୁଞ୍ଜିଆ ଓ ଭୁଞ୍ଜିଆ ଜାତିର ଲୋକେ କେବେ ଭୁଲିବେ ନାହିଁ । ଶନିବାର ନୂଆପଡା ବ୍ଲକ୍ ର  ସେଠଜମ୍ପାନି…

ରିସା ମାଙ୍କଡିଆଙ୍କର ଅନାହାର ମୃତ୍ୟୁ ସମ୍ପର୍କରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସର ପ୍ରତିନିଧି ଦଳ

ଭୁବନେଶ୍ୱର: ଆଜି କଂଗ୍ରେସର ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟିଛନ୍ତି । ଖାଦ୍ୟ ନପାଇ ଭୋକ ଉପାସରେ ମୃତ୍ୟୁବରଣ କରିଥିବା ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ରାଂସୋଳ ଗ୍ରାମ ପଂଚାୟତର ମଲ୍ଲାହାର ସାହି ୧୦ ନମ୍ବର ୱାର୍ଡର ରିସା ମାଙ୍କଡ଼ିଆଙ୍କ ସମ୍ପର୍କରେ ଆଳୋଚନା କରିଛନ୍ତି କଂଗ୍ରେସର ଏହି…

ରାଜଧାନୀରେ ସେମି କଣ୍ଡକ୍ଟର ୟୁନିଟ୍ ପାଇଁ ଭୂମିପୂଜନ, ୨୦୬୭ କୋଟି ଟଙ୍କାର ପୁଞ୍ଜି ନିବେଶ ଯୋଜନା

ଭୁବନେଶ୍ୱର: ଶନିବାର ଦିନ ଭୁବନେଶ୍ୱରର ଇନଫୋଭ୍ୟାଲିରେ SiCSem ପ୍ରାଇଭେଟ୍ ଲିମିଟେଡର ୨୩ ଏକର ଜମିରେ କମ୍ପାଉଣ୍ଡ ସେମିକଣ୍ଡକ୍ଟର ୟୁନିଟର ଭୂମିପୂଜନ ସମାରୋହ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭିଡିଓ…

Javed Akhtar: ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ

ଭୁବନେଶ୍ୱର: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ…

ସିକ୍‌ସେମ୍‌ କମ୍ପାନୀ ପକ୍ଷରୁ ଆଇଆଇଟି ଭୁବନେଶ୍ୱରରେ ୬୪ କୋଟି ଟଙ୍କା ବିନିଯୋଗରେ ‘ରିସର୍ଚ୍ଚ ଓ ଇନୋଭେସନ୍ ସେଣ୍ଟର’…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଉ ଏକ ପାଦ ଆଗକୁ ବଢିଛି । ଆଜି ଭୁବନେଶ୍ୱରର ଇନ୍‌ଫୋଭ୍ୟାଲି ଠାରେ SiCSem ପ୍ରାଇଭେଟ୍ ଲିମିଟେଡର ଭୂମି ପୂଜନ ସମାରୋହରେ ଯୋଗଦେଇଛନ୍ତି । ସୂଚନାଯୋଗ୍ୟ ଯେ ସମୁଦାୟ ୨୦୦୦ କୋଟି ଟଙ୍କାର…

ରାଉରକେଲାରେ ଓଡ଼ିଶା ନାଭାଲ ଟାଟା ୧୪ ବର୍ଷରୁ କମ୍ ବାଳକ ହକି ତୃଣମୂଳ ଚାମ୍ପିଅନସିପର ୪ର୍ଥ ସଂସ୍କରଣ

ରାଉରକେଲା: ଓଡ଼ିଶା ନାଭାଲ ଟାଟା ୧୪ ବର୍ଷରୁ କମ୍ ବୟସ ବାଳକ ହକି ତୃଣମୂଳ ଚାମ୍ପିଅନସିପ-୨୦୨୫ର ଚତୁର୍ଥ ସଂସ୍କରଣ ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଆରମ୍ଭ ହୋଇଛି। ଟୁର୍ଣ୍ଣାମେଣ୍ଟର ଏକ ଉତ୍ସାହପୂର୍ଣ୍ଣ ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ନାଭାଲ ଟାଟା ହକି…

Subhadra Yojana: ‘ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ୨ଟି କିସ୍ତିର ଟଙ୍କା ମିଳିବ’

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ଘୋଷଣା କରିଛନ୍ତି । ଘୋଷଣା ଅନୁସାରେ ନୂଆ ହିତାଧିକାରୀଙ୍କୁ ମାର୍ଚ୍ଚ ୮ ମହିଳା ଦିବସରେ ସୁଭଦ୍ରା ଟଙ୍କା ମିଳିବ । ଏଥିପାଇଁ ଆଜିଠୁ ଆବେଦନ କରିପାରିବେ ନୂଆ ହିତାଧିକାରୀ । ଆଜିଠୁ ମାସେ ପର୍ଯ୍ୟନ୍ତ ସୁଭଦ୍ରା ପୋର୍ଟାଲରେ ଆବେଦନ…

ଏଣିକି ୪୪ ତହସିଲ ଅଫିସରେ ଜମି କିଣାବିକା…

ଭୁବନେଶ୍ୱର: ଜମି ପଞ୍ଜିକରଣ ସେବାକୁ ଆହୁରି ସରଳ ଓ ସୁବିଧାଜନକ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିନ ତହସିଲ କାର୍ଯ୍ୟାଳୟରେ ଜମି କ୍ରୟ ଏବଂ ବିକ୍ରୟ ସୁବିଧାର ଶୁଭାରମ୍ଭ କରିଛନ୍ତି। ଏହି ନୂତନ ଯୋଜନା ଦ୍ବାରା ଲୋକମାନେ ସହଜରେ ଅନଲାଇନରେ ସ୍ଲଟ୍ ବୁକ୍ କରି ତହସିଲ…

୨୦୨୬ରେ ବଲାଙ୍ଗିରରେ ଆୟୋଜିତ ହେବ ଜାତୀୟ ସ୍ତରୀୟ ହାଫ୍ ମାରାଥନ

ଭୁବନେଶ୍ବର: ୨୦୨୬ ମସିହା ଫେବୃଆରୀ ୧ ତାରିଖରେ ବଲାଙ୍ଗିର ଠାରେ ଜାତୀୟ ସ୍ତରୀୟ ହାଫ୍ ମାରାଥନ ଦୌଡ଼ ଆୟୋଜିତ ହେବ। ଏହି ଘୋଷଣା ୩୧ ଅକ୍ଟୋବର ୨୦୨୫ ରେ ବଲାଙ୍ଗିର ସହରରେ ହୋଇଥିବା ଏକ ଉଦ୍ଘାଟନୀ ସଭାରେ କରାଯାଇଥିଲା। ସଭାରେ ଉପସ୍ଥିତ ଥିଲେ ସହାୟକ ଜିଲ୍ଲାପାଳ ରାମ ନାରାୟଣ ମିଶ୍ର,…