Latest Odisha News

BREAKING NEWS

Browsing Category

ଓଡିଶା

Odisha

Road Accident: ୩ଟି ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍, ଚାଲିଗଲା ୫ ଜୀବନ

ବହ୍ମପୁର: ବ୍ରହ୍ମପୁର ଗୋଶାଣୀ ନୁଆଁ ଗାଁ ଓଭର ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା । ୩ଟି ବାଇକ୍ ଉପରେ ଏକ ଟ୍ରକ ମାଡିଯିବାରୁ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଭୁଲ ରାସ୍ତାରେ ଆସି ଏକ ଟ୍ରକ ୩ଟି ମୋଟରସାକେଲକୁ ସାମ୍ନା ପଟୁ ଧକ୍କା ଦେଇ କିଛି ଦୂର ଘୋଷାଡ଼ି ନେଇଥିଲା । ସେହିପରି…

ହକି ଇଣ୍ଡିଆ ଲିଗ୍‌-୨୦୨୬: ଚମକିଲେ ଓଡ଼ିଶା ନାଭାଲ୍ ଟାଟା ହକି ଏଚ୍‌‌ପିସି କ୍ୟାଡେଟ୍‌‌‌

ଭୁବନେଶ୍ୱର: ହକି ଇଣ୍ଡିଆ ଲିଗ୍ (ଏଚ୍‌‌ଆଇଏଲ୍‌‌) ୨୦୨୬ରେ ଓଡ଼ିଶା ନାଭାଲ୍ ଟାଟା ହକି ହାଇ ପରଫର୍ମାନ୍ସ ସେଣ୍ଟର (ଓଏନ୍‌‌ଟିଏଚ୍‌‌ଏଚ୍‌‌ପିସି)ର କ୍ୟାଡେଟ୍‌‌‌ମାନେ ଚମତ୍କାର କ୍ରୀଡ଼ା ପ୍ରଦଶର୍ନ କରି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଏଚ୍‌‌ଆଇଏଲ୍‌‌ର ଏହି ସିଜିନରେ ଏକାଡେମୀର ମୋଟ ୮ ଜଣ…

ରାଜଧାନୀରେ ବୁଲିଲା ଖଣ୍ଡା; ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ..

ଭୁବନେଶ୍ବର: ଭୁବନେଶ୍ୱରରେ ଶନିବାର ଭୋର ସମୟରେ ଦୁର୍ବୃତ୍ତମାନେ ଖଣ୍ଡାରେ ଜଣେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ଉକ୍ତ ଯୁବକ ଗୁରୁତର ଆହତ ହୋଇଛନ୍ତି। ଚିଣ୍ଟୁ ନାମକ ପୀଡିତ ବ୍ୟକ୍ତି ରାଜଧାନୀର ପାତ୍ରପଡ଼ା ଅଞ୍ଚଳର ବାସିନ୍ଦା ବୋଲି ଜଣାପଡିଛି। ପ୍ରାଥମିକ ସୂଚନା ଅନୁଯାୟୀ,…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ଜାଣନ୍ତୁ କେଉଁ ସମୟରେ ଉଠିବ ମହାଦୀପ…

ଭୁବନେଶ୍ୱର: ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା । ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାତି ୧୦ଟାରେ ମନ୍ଦିର ଚୁଡ଼ାକୁ ମହାଦୀପ ଉଠିବା ନେଇ ସ୍ଥିର ହୋଇଛି । ଏହି ବୈଠକରେ…

ଫେବୃଆରୀ ୨ ଯାଏଁ ରାଜ୍ୟରେ କୁହୁଡ଼ି ସମ୍ଭାବନା, ୪ ଯାଏଁ ଅଧିକାଂଶ ସ୍ଥାନରେ ବଢିବ ରାତି ତାପମାତ୍ରା

ଭୁବନେଶ୍ବର: ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ହେଲେ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,…

ସରକାରଙ୍କ ବଡ଼ ଘୋଷଣା: ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ…

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧକୁ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ ଭାବେ ଘୋଷଣା କଲେ ରାଜ୍ୟ ସରକାର । ଏନେଇ ଶୁକ୍ରବାର ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ଏକ ପ୍ରେସ ବିବୃତ୍ତିରେ ଜଣାଇଛନ୍ତି । ସହକାରୀ ପ୍ରଣାଳୀ,…

୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲ୍ଲା ପ୍ରଶାସନ

କେନ୍ଦ୍ରାପଡ଼ା: ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଦେଶାନ୍ତର କରିଛି କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ । ଦୀର୍ଘ ୨୧ ବର୍ଷ ପରେ ଶୁକ୍ରବାର ଦିନ ଏହି ଦେଶାନ୍ତର କରିଥିବା ସୂଚନା ମିଳିଛ । ସେମାନେ ହେଲେ ଅମିନା ବିବି, ଇନସାନ ଖାନ ଓ ମୁନତାଜ ଖାନ । ଏହି ପରିବାର ୧୯୮୭ ମସିହାରେ ବାଂଲାଦେଶରୁ…

୪ ରାଜ୍ୟରେ କରୁଥିଲେ ଅନଲାଇନ ଟ୍ରେଡିଂ ଠକେଇ, ତିନି ଗିରଫ

ଭୁବନେଶ୍ବର: ଅନଲାଇନ ଟ୍ରେଡିଂ ଠକେଇ କରୁଥିଲେ ତିନି ଅଭିଯୁକ୍ତ । ଦୁଇ କୋଟି ଟଙ୍କାର ଅଧିକ ଠକେଇ ମାମଲାରେ ଭୁବନେଶ୍ୱରରୁ ତିନି ଅଭିଯୁକ୍ତଙ୍କୁ EOW ଗିରଫ କରିଛି । ବିଭିନ୍ନ କମ୍ପାନୀ ନାଁରେ ଟଙ୍କା ଲଗାଇ ସୁଧ ଲୋଭ ଦେଖାଇ ଏମାନେ ୪ ରାଜ୍ୟରେ ଠକେଇ କରିଥିଲେ । ଅଭିଯୁକ୍ତଙ୍କ ନାଁରେ ଓଡ଼ିଶା…

ରାଜ୍ୟ ସରକାର ଭୁଲ ତଥ୍ୟ ଦେଇ ବିଶ୍ୱ ବ୍ୟାଙ୍କ ଟିମ୍ ଓ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରୁଛନ୍ତି: ବିଜେଡି

ଭୁବନେଶ୍ୱର: ରାଜ୍ୟ ବିଜେପି ସରକାର ବିଶ୍ୱ ବ୍ୟାଙ୍କ ଟିମ୍ ଆଗରେ ଭୁଲ ତଥ୍ୟ ଉପସ୍ଥାପନ କରି ଏକ ଗୋଲାପୀ ଚିତ୍ର ପ୍ରଦର୍ଶନ କରିଛନ୍ତି ବୋଲି ବିଜୁ ଜନତା ଦଳ ଆଜି ଅଭିଯୋଗ କରିବା ସହିତ ଗତ ୧୮ ମାସରେ ଅଧିକାଂଶ କ୍ଷେତ୍ରରେ ରାଜ୍ୟ କିପରି ପଛକୁ ଯାଇଛି, ତାର ବାସ୍ତବ ଚିତ୍ର ଉପସ୍ଥାପନ କରିଛି ।…

Joranda Mela: ଚଳଚଞ୍ଚଳ ଢେଙ୍କାନାଳ;ଆରମ୍ଭ ହେଉଛି ବିଶ୍ବ ପ୍ରସିନ୍ଧ ଯୋରନ୍ଦା ମେଳା

ଢେଙ୍କାନାଳ: ପ୍ରତି ବର୍ଷ ପରି ମାଘ ଶୁକ୍ଳ ଚତୁଦର୍ଶୀ ଠାରୁ ଆରମ୍ଭ ହେବାକୁ ଯାଉଛି ଯୋରନ୍ଦା ମାଘ ମେଳା । ତେବେ ଆସନ୍ତାକାଲି ଅର୍ଥାତ ୩୧ ତାରିଖଠାରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମାଘ ମେଳା । ବିଶ୍ବପ୍ରସିଦ୍ଧ ଯୋରନ୍ଦା ମାଘ ମେଳା ପାଇଁ ଚଳଚଞ୍ଚଳ ମହିମା ଧର୍ମର ମୁଖ୍ୟ…