Latest Odisha News

BREAKING NEWS

Browsing Category

ଓଡିଶା

Odisha

ରେଳ ଷ୍ଟେସନରେ ଅଘଟଣ: ଚଳନ୍ତା ଟ୍ରେନରୁ ଖସିଯାଇ ଚାଲିଗଲା ଶିକ୍ଷକଙ୍କ ଜୀବନ

ଝାରସୁଗୁଡା: ଝାରସୁଗୁଡା ରେଳ ଷ୍ଟେସନରେ ଅଘଟଣ। ଆଜି ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଏକ ଅଘଟଣ ଘଟି ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ଼ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଗୁରୁଜୀ ଭାବେ କାମ କରୁଥିବା ଛତିଶଗଡ଼ ରାୟପୁରର ବି.ଶିବଶଙ୍କର…

Odisha Assembly: ବିଧାନସଭାରେ ସ୍ଵାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ମୁହାଁମୁହିଁ, ବାକ୍ ଯୁଦ୍ଧରେ…

ଭୁବନେଶ୍ୱର: ବିଧାନସଭାରେ ମୁହାଁମୁହିଁ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ବରିଷ୍ଠ ନେତା। ବାକ୍ ଯୁଦ୍ଧରେ କମ୍ପିଲା ଗୃହ। ଆଜି ଗୃହରେ…

କିଟ୍ ଛାତ୍ର ଆତ୍ମହତ୍ୟା ମାମଲା: ପ୍ରେମିକାଙ୍କ ନାଁରେ ପରିବାର ଆଣିଲେ ଅଭିଯୋଗ

ଭୁବନେଶ୍ବର: କିଟ୍ ପିଛା ଛାଡୁନି ବିବାଦ । ଜଣଙ୍କ ପରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟଣା ଏବେ ଚିନ୍ତାର ବିଷୟ ପାଲଟିଛି। ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ପୂର୍ଣ୍ଣଚ୍ଛେଦ ନପଡ଼ୁଣୁ ପୁଣି ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । କମ୍ପ୍ୟୁଟର ସାଇନ୍ସ ପ୍ରଥମ ବର୍ଷ ଛାତ୍ର ରାହୁଲ ଯାଦବଙ୍କ…

ଚର୍ଚ୍ଚାରେ ସେଜଲଙ୍କ ପାଳିତ ମାଆଙ୍କ ଆବେଗଭରା ଚିଠି

ବାଲେଶ୍ବର: ଆମେରିକାରେ ପାଳିତ ପିତାମାତାଙ୍କ ଉପରେ ଶାରୀରିକ ଏବଂ ମାନସିକ ନିର୍ଯାତନାର ଅଭିଯୋଗ ଆଣି ଓଡ଼ିଆ ଝିଅ ପୂଜା ଓରଫ ସେଜଲ ରାଜ୍ୟ ସରକାରଙ୍କ ସହାୟତାରେ ଓଡିଶା ଫେରିଛନ୍ତି। ସରକାରଙ୍କ ସହଯୋଗରେ ଆମେରିକାରୁ ଫେରି ବାଲେଶ୍ବର ଜିଲ୍ଲା ନାରୀ ସଂଘ ଗୃହରେ ସେଜଲ ରହୁଛନ୍ତି। କିଛି ଦିନ ପରେ…

Odisha Winter: ପୁଣି ରାଜ୍ୟକୁ ଫେରିବ ଶୀତ, ୩ ଡିଗ୍ରୀ କମିବ ତାପମାତ୍ରା

ଭୁବନେଶ୍ବର: ପୁଣି ରାଜ୍ୟକୁ ଫେରିବ ଶୀତ। ବାତ୍ୟା ଡିଟୱାର ସିଧା ସଳଖ ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଓ କୋରାପୁଟର କିଛି ସ୍ଥାନରେ ହାଲୁକା ବର୍ଷା…

ଜାଗରଣ, ଆତ୍ମୀୟତା ଓ ପ୍ରତିବଦ୍ଧତା ଜୀବନର ମୂଳମନ୍ତ୍ର: ପ୍ରଫେସର ଗଣେଶୀ ଲାଲ

ଭୁବନେଶ୍ୱର: ଜାଗରଣ, ଆତ୍ମୀୟତା ଓ ପ୍ରତିବଦ୍ଧତା ହେଉଛି ଜୀବନର ମୂଳମନ୍ତ୍ର ବୋଲି ଓଡ଼ିଶାର ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ରବିବାର କିସ୍‍ ବିଶ୍ୱବିଦ୍ୟାଳୟ ୫ମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଫେସର ଲାଲ୍‍ କହିଛନ୍ତି, ମୁଁ କିଏ, ମୁଁ କେଉଁଠି…

ଭାରତ ଓ ଦକ୍ଷିଣ ଆଫ୍ରିକା T20 ମ୍ୟାଚ; ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ଦେଲା ଓସିଏ 

ଭୁବନେଶ୍ବର: ବାରବାଟୀରେ ହେବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା T20 ମ୍ୟାଚର ଟିକେଟ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟି ଟିକେଟ ପ୍ରଦାନ କରିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ…

Gun Factory: ଦେଶୀ ବନ୍ଧୁକ ତିଆରି କାରଖାନା ଠାବ, ୨ ଗିରଫ

ନୟାଗଡ଼: ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଗୋଡ଼ିପଡ଼ାରେ ବନ୍ଧୁକ ତିଆରି କାରଖାନା ଠାବ । ବନ୍ଧୁକ ତିଆରି କାରଖାନା ଠାବ ନେଇ ଏସ୍‌ପିଙ୍କ ସୂଚନା ।ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଜଣ ହେଲେ ଶରଣକୁଳ ଥାନା ଜାକେଡ଼ା ଗ୍ରାମର ପ୍ରଶାନ୍ତ ବିଶ୍ୱାଳ ଏବଂ ରଣପୁର ଥାନା…

୭ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ଵ…

ଭୁବନେଶ୍ୱର: ଓଡ଼ିଶା ସରକାର ୭ ଜଣ ଓଏଏସ ଅଧିକାରୀଙ୍କୁ ବ୍ଲକ ଉନ୍ନୟନ ଅଧିକାରୀ (ବିଡ଼ିଓ) ଭାବରେ ନିଯୁକ୍ତି ଦିଆଯାଇଥିବା ନେଇ ଓଡ଼ିଶା ସରକାର ସୂଚନା ଦେଇଛନ୍ତି। ଏଥିସହିତ ଅନ୍ୟ ତିନି ଜଣଙ୍କୁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା (R&DM) ବିଭାଗକୁ ଫେରାଇ ଆଣିଥିବା ନେଇ ମଧ୍ୟ ସୂଚନା…

କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ; ସମ୍ପତ୍ତି ବିବରଣୀ ନଦେଲେ ହେବନି ପଦୋନ୍ନତି…

ଭୁବନେଶ୍ୱର: ରାଜ୍ୟ କର୍ମଚାରୀଙ୍କ ପଦୋନ୍ନତି ପାଇଁ ସେମାନଙ୍କର ବାର୍ଷିକ ସମ୍ପତ୍ତିର ବିବରଣୀ ଦାଖଲ କରିବାକୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ବାରମ୍ବାର ମନେ ପକାଇବା ସତ୍ତ୍ୱେ ମଧ୍ୟ ନିର୍ଦ୍ଦେଶ ପାଳନ କରାଯାଉନଥିବାରୁ ସରକାର ଏହି ନିଷ୍ପତ୍ତି ନେଇଥିବା…