Latest Odisha News

BREAKING NEWS

Browsing Category

ଓଡିଶା

Odisha

One nation One Police Uniform: ୱାନ୍ ନେସନ୍ ୱାନ୍ ପୋଲିସ ୟୁନିଫର୍ମ ନେଇ କେନ୍ଦ୍ରର ତନାଘନା: ଓଡ଼ିଶା ପୋଲିସକୁ…

ଭୁବନେଶ୍ୱର: ଖୁବଶୀଘ୍ର ୱାନ୍ ନେସନ୍ ୱାନ୍ ପୋଲିସ ୟୁନିଫର୍ମ ପଲିସି ଆପଣେଇବ ସାରା ଦେଶ। ଦେଶରେ ଏଣିକି ଲାଗୁ ହେବ ପୋଲିସମାନଙ୍କ ଗୋଟିଏ ପ୍ରକାରର ୟୁନିଫର୍ମ। ଓଡ଼ିଶା ସମେତ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ତଥ୍ୟ ମାଗିଲା ଗୃହ ମନ୍ତ୍ରାଳୟ। ଭିନ୍ନ ଭିନ୍ନ ରାଜ୍ୟରେ ଆଉ ଭିନ୍ନ ଭିନ୍ନ…

Lingaraj Temple: କାଲିଠାରୁ ଓପାସରେ ଥିଲେ ମହାପ୍ରଭୁ ଲିଙ୍ଗରାଜ; ଆଜି ସ୍ବାଭାବିକ ହେଲା ନୀତିକାନ୍ତି

ଭୁବନେଶ୍ବର: କାର୍ତ୍ତିକ ମାସ ପରି ପବିତ୍ର ଧର୍ମମାସରେ ଦେଖା ଦେଖାଦେଇଥିଲା ମହାବିଭ୍ରାଟ । ପ୍ରାୟ ୨୪ ଘଣ୍ଟା ପରେ ସ୍ବାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଗୁରୁବାର ସକାଳୁ ମଙ୍ଗଳ ଆଳତୀ ଅବକାଶ ସରିଛି। କୋଠ ଭୋଗ ପ୍ରକ୍ରିୟା ଆରମ୍ଭ ହୋଇଛି ।ଗତକାଲି ଲିଙ୍ଗରାଜ ମନ୍ଦିର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ମୁମ୍ବାଇର NESCO ଗ୍ରାଉଣ୍ଡରେ ଚାଲିଥିବା ଭାରତ ସାମୁଦ୍ରିକ ସପ୍ତାହ ୨୦୨୫ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ଚମତ୍କାର ବାଲୁକା କଳାକୁ ପ୍ରଶଂସା…

Vigilance raid: ଭିଜିଲାନ୍ସ ଜାଲରେ CT&GST ଅଧିକାରୀ

ବଲାଙ୍ଗିର: ଟିଟିଲାଗଡ଼ର ଆସିଷ୍ଟାଣ୍ଟ CT & GST ଅଫିସର ଉମାକାନ୍ତ ମହାକୁଡ଼ ଲାଞ୍ଚନେବା ସମୟରେ ଧରାପଡ଼ିଲେ । ୧୨ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ । ଜଣେ ବ୍ୟବସାୟୀ ରମେଶ ବସ୍ତିଆଙ୍କ ମିଥ୍ୟା ଜୋରିମାନା ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଅଧିକାରୀ ଶ୍ରୀ…

ଆଇସିୟୁ ଏବଂ କ୍ରିଟିକାଲ କେୟାର ୟୁନିଟ ପାଇଁ ମାର୍ଗଦର୍ଶିକା ପ୍ରସ୍ତୁତ ନିମନ୍ତେ ରାଜ୍ୟସ୍ତରୀୟ ସମ୍ମିଳନୀ

ଭୁବନେଶ୍ଵର: ରାଜ୍ୟର ମେଡିକାଲରେ ଆଇସିୟୁ ଏବଂ କ୍ରିଟିକାଲ କେୟାର ୟୁନିଟ ପାଇଁ ମାର୍ଗଦର୍ଶିକା ନିମନ୍ତେ ଆଜି ଇଣ୍ଡିଆନ ମେଡିକାଲ ଆସୋସିଏସନ ସଭାଗୃହରେ ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ମାନ୍ୟବର ସୁପ୍ରିମକୋର୍ଟଙ୍କ ୨୦୧୬ ମସିହାର CA ୮୪୦୨ ଏବଂ ୨୦୨୪ ମସିହାର MA ୩୦୪୦୮…

ଆଇନ ବିଭାଗର ପ୍ରମୁଖ ସଚିବ ହେଲେ ପବିତ୍ର ମୋହନ ସାମଲ

ଭୁବନେଶ୍ୱର: ବଲାଙ୍ଗୀର ସଦରରେ ଜିଲ୍ଲା ଏବଂ ସେସନ୍ସ ଜଜ୍ ଭାବରେ ପୂର୍ବରୁ କାର୍ଯ୍ୟ କରୁଥିବା ପବିତ୍ର ମୋହନ ସାମଲଙ୍କୁ ଆଇନ ବିଭାଗର ପ୍ରମୁଖ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ଓଡ଼ିଶା ହାଇକୋର୍ଟର ଅକ୍ଟୋବର ୨୮ ତାରିଖର ବିଜ୍ଞପ୍ତି ଅନୁଯାୟୀ, ବିଦାୟୀ ପ୍ରମୁଖ ସଚିବ ମାନସ ରଞ୍ଜନ…

ବାତ୍ୟା ମୋନ୍ଥା; ସ୍ୱାସ୍ଥ୍ୟ କେନ୍ଦ୍ରରେ ଆସନ୍ନ ପ୍ରସବା ୮୮୦୪ ଜଣ ମହିଳାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା 

ଭୁବନେଶ୍ୱର: ବାତ୍ୟା ‘ମୋନ୍ଥା’ ସ୍ଥଳଭାଗ ଛୁଇଁବା ପରବର୍ତ୍ତୀ ସମୟରେ ସ୍ଵାସ୍ଥ୍ୟସେବା ସୁନିଶ୍ଚିତ କରିବା ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କ୍ଷେତ୍ରସ୍ତରୀୟ ସ୍ଵାସ୍ଥ୍ୟକେନ୍ଦ୍ର, ଆରୋଗ୍ୟ ମନ୍ଦିର, ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର, ଜିଲ୍ଲା ମୁଖ୍ୟ…

Heavy Rain: ରାଜ୍ୟର ବିଭିନ୍ନ ସ୍ଥାନରେ ଭୂସ୍ଖଳନ;ପାତ୍ରପୁର ବ୍ଲକ୍‌ ରେ ୨୦ରୁ ଅଧିକ ଗାଁକୁ ଯାତାୟତ ବନ୍ଦ

ଗଞ୍ଜାମ: ବାତ୍ୟା 'ମୋନ୍ଥା' ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ତେବେ ଦୁର୍ଗମ ପାହାଡ ଅଞ୍ଚଳରେ ପ୍ରବଳ ବର୍ଷା ଫଳରେ ମାଟି ଅତଡ଼ା ଧସିଥିବାର ଖବର ଆସିଛି । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍‌ରେ ବର୍ଷା ଯୋଗୁଁ ଧସିଲା ମାଟି ଅତଡା । ତାଡ଼କା ସାହି ଠାରୁ ଆଙ୍କୁଲି…

Ganja Seize: ୧୭ କୋଟିର ବିପୁଳ ଗଞ୍ଜେଇ ଜବତ, ୩ ଗିରଫ

ମାଲକାନଗିରି: ଗଞ୍ଜେଇ ମାଫିଆଙ୍କୁ ଆଉ ତ୍ରାହୀ ନାହିଁ। ଆକ୍ସନ ମୁଡରେ ମାଲକାନଗିରି ପୋଲିସ। ୨୪ ଘଣ୍ଟାରେ ପ୍ରାୟ ୧୭ କୋଟି ଟଙ୍କାର ଗଞ୍ଜେଇ ଜବତ କରିଛି। ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି। ୨୪ ଘଣ୍ଟା ଭିତରେ ପୃଥକ ପୃଥକ ୩ଟି ସ୍ଥାନରୁ ଜବତ ହୋଇଛି ଏତେ ପରିମାଣର ଗଞ୍ଜେଇ। ମାଲକାନଗିରି…

TPSODLର ଦୃଢ଼ ପ୍ରସ୍ତୁତି; ବାତ୍ୟା ମୋନ୍ଥାର ସଫଳ ମୁକାବିଲା, ୧୮ ଘଣ୍ଟାରେ ରେକର୍ଡ଼ ଅଞ୍ଚଳରେ ପୁନରୁଦ୍ଧାର

ବ୍ରହ୍ମପୁର: ବାତ୍ୟା ମୋନ୍ଥା ପ୍ରଭାବରେ ସମଗ୍ର ଦକ୍ଷିଣ ଓଡ଼ିଶାରେ ପବନ ଏବଂ ବର୍ଷା ଦେଖିବାକୁ ମିଳିଥିଲା। ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ଅଧୀନରେ ଅନେକ ଅଞ୍ଚଳରେ ଏଥିପାଇଁ ସାମୟିକ ଭାବରେ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଥିଲା । ଏଭଳି ଏକ…