Latest Odisha News

BREAKING NEWS

Browsing Category

ଓଡିଶା

Odisha

Gopalpur Mahotsav: ଗଞ୍ଜାମ ଜିଲ୍ଲାବାସୀଙ୍କୁ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଭେଟି;୩୨ କୋଟିରେ…

ଭୁବନେଶ୍ୱର: ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ । ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ଆମ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି…

ସମସ୍ତ ଚାଷୀଙ୍କ ଧାନ ସରକାର କିଣିବେ, କାହାରି ବି ଟୋକନ ଲାପ୍ସ ଯିବ ନାହିଁ: ମନ୍ତ୍ରୀ

ଭଦ୍ରକ: ଭଦ୍ରକ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାନକିଣା ନେଇ ସମୀକ୍ଷା ବୈଠକ କରିଛନ୍ତି ଖାଉଟି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବୈଠକ ପରେ ଗଣମାଧ୍ୟମକୁ ମନ୍ତ୍ରୀ କହିଥିଲେ ଯେ, ଜିଲାରେ ଧାନକିଣା ବାବଦରେ ମନ୍ତ୍ରୀ କହିଥିଲେ ଯେ, ଜିଲ୍ଲାପାଳ ଓ ବିଭାଗୀୟ…

Odisha Budget 2026-27: ଏହି ଦିନରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ, ୨୦ରେ ବଜେଟ୍ ଉପସ୍ଥାପନ

ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଦୁଇଟି ପର୍ଯ୍ୟାୟରେ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ…

ଏଣିକି ମହାପ୍ରୟାଣ ପରିବର୍ତ୍ତେ ‘୧୦୯ ନମ୍ବର’ ଗାଡି ବ୍ୟବହାର କରାଯିବ: ସ୍ବାସ୍ଥ୍ୟମନ୍ତ୍ରୀ

ଗଜପତି: ରାଜ୍ୟରେ ଅନେକ ସମୟରେ ସରକାରୀ ଡାକ୍ତରଖାନାରୁ ମୃତଦେହକୁ ନେବାକୁ ମହାପ୍ରୟାଣ ଗାଡ଼ି ଉପଲବ୍ଧ ହୋଇପାରୁନି । ଯାହାକୁ ନେଇ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇ ନିଜ ଆତ୍ମୀୟ ସ୍ବଜନଙ୍କ ମୃତଦେହକୁ କାନ୍ଧରେ କିମ୍ବା ସାଇକେଲରେ ବୋହି ନେବାର ଦେଖିବାକୁ ମିଳୁଛି । ଏହାକୁ ଦୃଷ୍ଟିରେ…

CBI Raid: ୭୫ ହଜାର ଟନ୍ କୋଇଲାର ମିଳୁ ନାହିଁ ହିସାବ; MCLରେ ସିବିଆଇର ତନାଘନା

ସୁନ୍ଦରଗଡ:କୋଇଲା ଚୋରା ଚାଲାଣ ଅଭିଯୋଗକୁ ନେଇ ଦିଲ୍ଲୀ ସିବିଆଇର ତିନିଟି ଦଳ ଏକକାଳୀନ ଚଢ଼ାଉ କରିଛନ୍ତି । ଅଭିଯୋଗ ହୋଇଛି ଯେ ଖଣିରୁ ସାଇଡିଂକୁ ଯାଉଥିବା ୭୫ ହଜାର ଟନ୍ କୋଇଲାର ହିସାବ ମିଳୁ ନାହିଁ । MCL ଗର୍ଜନବାହାଲ, କୁଲଡା କୋଇଲା ଖଣି ଓ କନିକା ରେଲୱେ ସାଇଡିଂରେ CBI ଟିମ୍ ଚଢ଼ାଉ…

ରାଜ୍ୟର ସହରାଞ୍ଚଳରେ ପାର୍କର ବଦଳିବ ରୂପରେଖ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସହରାଞ୍ଚଳରେ ଜୀବନଧାରଣର ମାନ ବୃଦ୍ଧି ଏବଂ ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର । କେବଳ ଭୁବନେଶ୍ୱର କିମ୍ବା କଟକ ନୁହେଁ, ବରଂ ଓଡ଼ିଶାର ସମସ୍ତ ପୌରାଞ୍ଚଳରେ…

Black Tigers: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା..

ନୟାଗଡ: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା । ଯାହା ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର ଅଟେ । ନୟାଗଡ ଜିଲ୍ଲାର ଜଙ୍ଗଲରେ କଳାବାଘଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ସୂଚନା ରହିଛି । ବାଘଗଣନା ଶେଷ ହୋଇନଥିଲେ ମଧ୍ୟ ଟ୍ରାପ୍ କ୍ୟାମେରା ଭିଜୁଆଲ୍ କୁ ଭିତ୍ତି କରି ଏବେ ପାଖାପାଖି ୭ଟି କଳାବାଘ…

High Court: ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍ ଜାରି କଲେ ହାଇକୋର୍ଟ..

ପୁରୀ: ଅଡୁଆରେ ଫଶିଲେ ପୁରୀ ଜିଲ୍ଲାପାଳ । ଅଦାଲତ ଅବମାନନା ନୋଟିସ ଜାରି କଲେ ହାଇକୋର୍ଟ । ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ ପଡ଼ିଛନ୍ତି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା । ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହୋଇ ନ ଥିବା ଅଭିଯୋଗରେ ଜବାବ ତଲବ କରିଛନ୍ତି…

ଚୀନରେ ଏସିଆନ୍ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍… କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ଦଳର ପ୍ରଶିକ୍ଷଣ ଆରମ୍ଭ

ଭୁବନେଶ୍ୱର:ଚୀନର ତିଆନଜିନରେ ଫେବୃଆରୀ ୬ରୁ ୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏସିଆନ୍ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୬ ପାଇଁ ପ୍ରସ୍ତୁତି ସ୍ୱରୂପ ଓଡ଼ିଶା, ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମର ଇନଡୋର ଆଥଲେଟିକ୍ସ ସେଣ୍ଟରରେ ଭାରତୀୟ ଦଳ ପାଇଁ ଏକ ପ୍ରତିଯୋଗିତା-ପୂର୍ବ…

ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି

ଭୁବନେଶ୍ୱର: ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି । ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ ଅବମାନନା ମାମଲାରୁ ମୁକ୍ତି ପାଇଛନ୍ତି । ଏହି ଅବସରରେ ସେ ହାଇକୋର୍ଟଙ୍କୁ ପୂର୍ବ ନିର୍ଦ୍ଦେଶ ପାଳନ କରିଥିବା ରିପୋର୍ଟ ଦାଖଲ କରିଛନ୍ତି । ନିର୍ଦ୍ଦେଶ…