Latest Odisha News

BREAKING NEWS

Browsing Category

ଓଡିଶା

Odisha

Budget: ଅତିରିକ୍ତ ବଜେଟ୍ ଉପସ୍ଥାପନ, ଆହାର ଯୋଜନା ପାଇଁ ୧୫ କୋଟି ଆବଣ୍ଟନ

ଭୁବନେଶ୍ୱର: ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୁକ୍ରବାର ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟ ଆଗତ କରିଥିଲେ । ବିଭିନ୍ନ ଯୋଜନା ପାଇଁ ଭିନ୍ନ ଭିନ୍ନ ବ୍ୟୟବରାଦ ହୋଇଥିବା…

ଆଧୁନିକ ଅଡିଟିଂ ବ୍ୟବସ୍ଥା ସୁଶାସନର ଚାବିକାଠି: ରାଜ୍ୟପାଳ

ଭୁବନେଶ୍ୱର: ଆଜି ଜୟଦେବ ଭବନରେ ପଞ୍ଚମ ଅଡିଟ୍ ସପ୍ତାହ ପାଳନର ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ କହିଛନ୍ତି ଯେ, ଆଧୁନିକ ଅଡିଟିଂ ଅଭ୍ୟାସ ସୁଶାସନର ଚାବିକାଠି । ଶାସନର ସଠିକ୍ କାର୍ଯ୍ୟାନ୍ୱୟନ ପାଇଁ ଅଡିଟିଂ ଅଭ୍ୟାସକୁ…

ଓସୱାସରେ କାମ ନକରିବା ପଡ଼ିଲା ମହଙ୍ଗା: ଜିଲ୍ଲା ପ୍ରଶାସନର ୪୨ ଅଧିକାରୀଙ୍କ ଦରମା ବନ୍ଦ

କେନ୍ଦ୍ରାପଡ଼ା: ଓଡ଼ିଶା ଷ୍ଟେଟ୍ ଓ୍ବାର୍କଫ୍ଲୋ ଅଟୋମେସନ ସିଷ୍ଟମ (OSWAS)ରେ କାମ ନକରିବା ପଡ଼ିଲା ମହଙ୍ଗା । କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନର ୪୨ ବିଭାଗରେ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କଲେ ଜିଲ୍ଲାପାଳ । ସରକାରୀ ନିର୍ଦ୍ଦେଶନାମାର ୩ ମାସ ପରେ ବି ଓସଓ୍ବାସରେ କାମ କରୁନଥିଲେ ।…

ରାଜ୍ୟ ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ

ଭୁବନେଶ୍ୱର: ଅର୍ଥ ବିଭାଗ ସମ୍ଭାଳିଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ଦିନ ଓଡ଼ିଶା ବିଧାନସଭାରେ ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ୨୦୨୫-୨୬ ପାଇଁ ମୁଖ୍ୟ ବଜେଟରେ ୨.୯୦ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା…

ଓଡିଶା ବିଧାନସଭାରେ ବଙ୍ଗାଳୀ ଯୁକ୍ତି…

ଭୁବନେଶ୍ୱର: ଓଡିଶା ବିଧାନସଭାରେ ଫୁର୍ ହେଲା ଓଡିଆ ଅସ୍ମିତା। ଶୁଭିଲା ବଙ୍ଗାଳୀ ଭାଷା। ବଙ୍ଗାଳୀରେ ଯୁକ୍ତି କଲେ ବିଧାୟକ। ରଣେନ୍ଦ୍ରଙ୍କୁ କଡା ଜବାବ ଦେଲେ ସିଦ୍ଧାନ୍ତ। ଆଜି ବିଧାନସଭାରେ ରୋଚକ ଦୃଶ୍ୟ। ବଙ୍ଗଳା ଭାଷାରେ ମୁହାଁମୁହିଁ ହେଲେ ବିଧାୟକ। ବଙ୍ଗାଳୀ ଭାଷାରେ ଢଗ ଶୁଣାଇ ସରକାରଙ୍କୁ…

Barabati Stadium: ବାରବାଟୀ ଷ୍ଟାଡିୟମକୁ ବିଶ୍ଵସ୍ତରୀୟ କରିବାକୁ ଦାବି କଲେ ବିଧାୟିକା

ଭୁବନେଶ୍ଵର: ବାରବାଟୀ ଷ୍ଟାଡିୟମକୁ ବିଶ୍ଵସ୍ତରୀୟ କରାଯାଉ । ଆଜି ବିଧାନସଭାରେ ଏଭଳି ଦାବି ଉଠାଇଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ । ସେ କହିଛନ୍ତି ଯେ, ପୂର୍ବତନ ସରକାରରେ ବିଶ୍ୱସ୍ତରୀୟ ଷ୍ଟାଡିୟମ୍ କରିବାକୁ ଘୋଷଣା କରାଯାଇଥିଲା । ହେଲେ ଏପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହୋଇ ପାରିନାହିଁ ।…

ବିଜେଡି ନେତା ମନ୍ମଥ ରାଉତରାୟଙ୍କ ପାଇଁ ବଢ଼ିଲା ଅଡୁଆ, ସାଇବର ଥାନାରେ ମାମଲା ରୁଜୁ

ଭୁବନେଶ୍ୱର: ବିଜେଡି ନେତା ମନ୍ମଥ ରାଉତରାୟଙ୍କ ପାଇଁ ବଢ଼ିଲା ଅଡୁଆ। ମନ୍ମଥଙ୍କ ବିରୋଧରେ ଭୁବନେଶ୍ବର ସାଇବର ଥାନାରେ ମାମଲା ରୁଜୁ। ବିଜେପି ଲିଗାଲ୍ ସେଲ୍ ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ଆସିଥିଲା। ମାମଲାରେ…

ଶ୍ରୀମନ୍ଦିର ଗଲେ ଭାଙ୍ଗିଯାଏ ପ୍ରେମ ସମ୍ପର୍କ; ଏମିତି କହି ବିବାଦରେ ୟୁଟ୍ୟୁବର ଶୁଭଙ୍କର ମିଶ୍ର…

ଭୁବନେଶ୍ୱର: କୋଟି ଓଡ଼ିଆଙ୍କ ମଉଡ଼ମଣୀ ଓ ଆରାଧ୍ୟ ଦେବତା ହେଉଛନ୍ତି ପ୍ରଭୁ ଶ୍ରୀ ଜଗନ୍ନାଥ । ବର୍ତ୍ତମାନ ମହାବାହୁଙ୍କ ଶ୍ରୀମନ୍ଦିରକୁ ନେଇ ସୋସିଆଲ୍ ମିଡିଆରେ ଭୁଲ୍ ତଥ୍ୟ ଉପସ୍ଥାପନ କରାଯାଇଛି । ଯାହା କୋଟି କୋଟି ଓଡ଼ିଆଙ୍କ ଭାବାବେଗକୁ ଆଘାତ ଦେଇଛି । କାରଣ କୁଆଡେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର…

ମହାବିଦ୍ୟାଳୟଗୁଡିକୁ ଜବରଦଖଲମୁକ୍ତ କରିବା ଲାଗି ସବୁ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ । ସବୁ ଜିଲ୍ଲାପାଳଙ୍କୁ ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ରାଜ୍ୟର କଲେଜ ଗୁଡିକରେ ଜବର ଦଖଲ ନେଇ…

୮କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ; ଅଧ୍ୟାପକଙ୍କ ବିରୋଧରେ ସର୍ବାଧିକ

ଭୁବନେଶ୍ବର: ୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ଏନେଇ ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଗୃହରେ ଉତ୍ତର ରଖିଛନ୍ତି । ମନ୍ତ୍ରୀଙ୍କ ଉତ୍ତର ଅନୁଯାୟୀ, ରାଜ୍ୟର ୮ଟି କଲେଜରୁ ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ…