Latest Odisha News

BREAKING NEWS

Browsing Category

ଓଡିଶା

Odisha

Odisha Vigilance: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ବିଇଓ କାର୍ଯ୍ୟାଳୟର କନିଷ୍ଠ ସହାୟକ ଓ ପିଅନ

ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲାର ରେଙ୍ଗାଳିରେ ଥିବା ବ୍ଲକ ଶିକ୍ଷା କାର୍ଯ୍ୟାଳୟ (BEO)ର ଦୁଇ କର୍ମଚାରୀଙ୍କୁ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଜଣେ ସହକର୍ମୀଙ୍କ ଠାରୁ ଲାଞ୍ଚ ଗ୍ରହଣ କରିବା ଅଭିଯୋଗରେ ଗିରଫ କରିଛନ୍ତି। ଅଭିଯୁକ୍ତ, ଜୁନିଅର ସହାୟକ ଦୁଷ୍ମନ୍ତ କୁମାର ସାହୁ ଏବଂ ପିଅନ…

Assembly Monsoon Session: ବିଧାନସଭା ମୌସୁମୀ ଅଧିବେଶନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜି

ଭୁବନେଶ୍ୱର: ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ ବିଧାନସଭା ଅଧିବେଶନ। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତାକାଲିଠାରୁ ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୧ କୋଟି ୪ ହଜାର ପାର କଲା ବୃକ୍ଷରୋପଣ

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମ ଦିବସ । ଏହି ଅବସରରେ ଏକାମ୍ର କଲେଜ ପରିସରରେ ଗଛ ଲଗାଇ 'ଏକ୍‌ ପେ ମାକେ ନାମ୍‌' କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷ ରୋପଣ କରିବେ ବୋଲି ଲକ୍ଷ୍ୟ ରଖିଥିଲେ…

ତହସିଲଦାରଙ୍କ ପରେ ଏବେ କୁଚିଣ୍ଡା ରାଜସ୍ୱ ନିରୀକ୍ଷକ ନିଲମ୍ବିତ

ଭୁବନେଶ୍ୱର: ଜମି ବିବାଦ ମାମଲାରେ ହେରଫେର ଅଭିଯୋଗରେ ସମ୍ବଲପୁର କୁଚିଣ୍ଡାର ତହସିଲଦାର ମିତାଲି ମଧୁସ୍ମିତା ଦଳେଇଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ ପରେ ଏବେ କୁଚିଣ୍ଡା ରାଜସ୍ବ ନିରୀକ୍ଷକ ନିଲମ୍ବିତ ହୋଇଛନ୍ତି। ସମ୍ବଲପୁରଜିଲ୍ଲା କୁଚିଣ୍ଡା ଉପଖଣ୍ଡ ସଦର ତହସିଲଦାର ଜମି ପଟାମାଲିକାନା…

ଡିଜେ ଗାଡ଼ି ନାଁରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର: ବିଗତ କିଛି ଦିନ ମଧ୍ୟରେ ବେଆଇନ ଡିଜେ ଗାଡ଼ି ଯୋଗୁଁ ସାମ୍ନାକୁ ଆସିଥିବା ଅଘଟଣକୁ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଭୀର ଚିନ୍ତାପ୍ରକଟ କରିଛନ୍ତି । ଏହି ଡିଜେ ଯାନ ଗୁଡ଼ିକ ବେଆଇନ ଭାବେ ଯାନର ଷ୍ଟ୍ରକଚର୍ ବା ମୂଳଢାଞ୍ଚାରେ କରୁଥିବା ପରିବର୍ତ୍ତନ, ଯାନର…

ମହିଳା ଟ୍ରାଫିକ୍ କନଷ୍ଟେବଳ ନିଖୋଜ ମାମଲା; ମିଳିଲା ବଡ଼ ସୁରାକ, ପୁରୁଷ ବନ୍ଧୁ ଅଟକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ନିଖୋଜ ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁ ମାମଲାରେ ପୋଲିସକୁ ମିଳିଲା ବଡ଼ ସୁରାକ। ସନ୍ଦେହରେ ପୋଲିସ କମିଶନରଙ୍କ ଅଫିସ୍‌ରେ କାର୍ଯ୍ୟରତ କିରାଣୀ। କିରାଣୀ ଦୀପକ ରାଉତଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରହିଛି। ସାମ୍ନାକୁ ଆସିଲା ଦୀପକ…

Happy Birthday Modiji: ବାଲୁକା ଆନିମେସନ ମାଧ୍ୟମରେ ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ମାନସ ସାହୁ

ପୁରୀ: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ। ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ୭୫ତମ ଜନ୍ମଦିନ ଉପଲକ୍ଷେ ପୁରୀସ୍ଥିତ ମାନସ ସାହୁ ସ୍ଟୁଡ଼ିଓରେ ବାଲୁକା ଆନିମେସନ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ଆଜି ବିଶ୍ୱକର୍ମା…

Rainfall alert: ବର୍ଷା ଯୋଗୁ ମାନ୍ଦା ହୋଇପାରେ ଦଶହରା ; ୨୫ ଆଡ଼କୁ ବଙ୍ଗୋପସାଗରରେ…

ଭୁବନେଶ୍ବର: ଆସନ୍ତା ୨୫ ବା ୨୬ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏ‌କ ଲଘୁଚାପ ସୃଷ୍ଟି ହୋଇପାରେ । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୨୫ ବା ୨୬ ତାରିଖରେ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ତାହା ଘନୀଭୂତ…

ନୂଆପଡ଼ାରେ ୫୬ଟି ନୂଆ ମତଦାନ କେନ୍ଦ୍ର

ଭୁବନେଶ୍ୱର: ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ  ଭୋଟର ତାଲିକାର ଚୂଡ଼ାନ୍ତ ପ୍ରକାଶନ ଅକ୍ଟୋବର ୯ ତାରିଖରେ ହେବାକୁ ଯାଉଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଆର.ଏସ୍. ଗୋପାଳନ ମଙ୍ଗଳବାର ଦିନ କହିଛନ୍ତି। ଗତ ସପ୍ତାହରେ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ…

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସ: ଓଡ଼ିଶାରେ ଗୋଟିଏ ଦିନରେ ରୋପିତ ହେବ ୭୫ ଲକ୍ଷ ଚାରା

ଭୁବନେଶ୍ୱର: ସେପ୍ଟେମ୍ବର ୧୭ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିବସ । ଏହି ଅବସରରେ “ଏକ ପେଡ୍ ମା କେ ନାମ" ଦ୍ୱିତୀୟ ସଂସ୍କରଣ ଅଭିଯାନ ଅନ୍ତର୍ଗତ ସାରା ଦେଶରେ ୧.୫ କୋଟି ଚାରା ରୋପଣ କରାଯିବ । ଏହି ପ୍ରରିପେକ୍ଷିରେ ଓଡିଶା ସରକାର ରାଜ୍ୟର କୋଣ ଅନୁକୋଣରେ ଏକକାଳୀନ…