Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘୋଷଣା ହେଲା ୩ ବର୍ଷର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ

ଭୁବନେଶ୍ବର: ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ବର୍ଷ ୨୦୨୩,୨୦୨୪ ଓ ୨୦୨୫ ନିମନ୍ତେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ପୁରସ୍କାର, ଏକାଡେମୀ ପୁରସ୍କାର, ଉପାୟନ ଓ କବିଚନ୍ଦ୍ର କାଳୀଚରଣ ଯୁବ ପ୍ରତିଭା ପୁରସ୍କାର ପାଇଁ ନାମ ଘୋଷଣା କରାଯାଇଛି। ଭୁବନେଶ୍ୱରର ଲୋକସେବା ଭବନର କନଭେନସନ…

ସାଇ-ଟେଡ୍‌ ୨୦୨୫ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସଭ୍ୟତାର ବିକାଶ ପାଇଁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାରତକୁ ବିଶ୍ୱଶକ୍ତି ହେବାକୁ ହେଲେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଆମ ଛାତ୍ରଛାତ୍ରୀଙ୍କୁ ଦକ୍ଷତା ହାସଲ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ…

ଅତିରିକ୍ତ ମୁଖ୍ୟ ସଚିବ ରାଙ୍କଙ୍କୁ ଆଇଏଏସ୍ ଅଧିକାରୀ ଚିତ୍ରା ଅରୁମୁଗମଙ୍କ ପଦୋନ୍ନତି

ଭୁବନେଶ୍ୱର: ଓଡ଼ିଶା ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ଚିତ୍ରା ଅରୁମୁଗମଙ୍କୁ ଆପେକ୍ସ ଗ୍ରେଡ୍ (ପେ ମ୍ୟାଟ୍ରିକ୍ସର ସ୍ତର-୧୭)କୁ ପଦୋନ୍ନତି ଦେଇ ଅତିରିକ୍ତ ମୁଖ୍ୟ ସଚିବ ଭାବରେ କରିଛନ୍ତି। ତେବେ ନଭେମ୍ବର ୨୫ ତାରିଖରେ ସାଧାରଣ ପ୍ରଶାସନ ବିଭାଗ ଦ୍ୱାରା ଏକ ବିଜ୍ଞପ୍ତି ଜାରି କରାଯାଇ ଏହି…

୬ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ଵର: ଆଜି ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟସରକାର । ୬ ଜଣ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି କରାଯାଇଛି । ଉଷାରାଣୀ ସାହୁ ପଞ୍ଚାୟତିରାଜ ବିଭାଗର ସ୍ଵତନ୍ତ୍ର ସଚିବ ହୋଇଥିବାବେଳେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି ଲୋପାମୁଦ୍ରା ମହାପାତ୍ର । ସେହିପରି,…

Police SI Scam; ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କଲା ସିବିଆଇ

ଭୁବନେଶ୍ବର: ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାରେ ୪ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ସିବିଆଇ । ସେମାନେ ହେଲେ ଲୋକନାଥ ସାହୁ, ତଫିମ୍‌ ଅହମ୍ମଦ ଖାନ୍‌, ଯବାନ ବିଶ୍ବରଂଜନ ଏବଂ ବିଶ୍ୱରଂଜନ ହରିଚନ୍ଦନ । ୪ ଦିନିଆ ରିମାଣ୍ଡ ପାଇଁ ସିବିଆଇ ଆବେଦନ…

ଭୁବନେଶ୍ୱର ରେଳ ଷ୍ଟେସନରେ ଏସଟିଏଫ୍; ଚାଲିଛି ପାର୍ସଲ ସ୍କାନିଂ 

ଭୁବନେଶ୍ୱର: ପାର୍ସଲ କନସାଇନମେଣ୍ଟ ମାଧ୍ୟମରେ ଅବୈଧ ଚାଲାଣ ସମ୍ପର୍କରେ ସୂଚନା ପାଇବା ପରେ ବୁଧବାର ଦିନ ଓଡ଼ିଶା କ୍ରାଇମ୍ ବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଭୁବନେଶ୍ୱର ରେଳ ଷ୍ଟେସନରେ ଚଢାଉ କରିଥିଲା। ସୂଚନା ଅନୁଯାୟୀ, ସର୍ଚ୍ଚ ଅପରେସନ୍ ସମୟରେ ରେଳ ଷ୍ଟେସନର…

ଭୁବନେଶ୍ବର ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲରେ ଅନୁଭୂତି ବାଣ୍ଟିଲେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା

ଭୁବନେଶ୍ଵର: ରାଜଧାନୀରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା । ଭୁବନେଶ୍ୱର ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ବାର୍ଷିକ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ମେଳା ସାଇଟେଡ଼ ର ନବମ ସଂସ୍କରଣରେ ଯୋଗ ଦେଇଛନ୍ତି ମହାକାଶଚାରୀ ଶୁଭାଂଶୁ । ଆକ୍ସିୟମ-୪ ମିଶନରେ ୧୮ ଦିନ ମହାକାଶରେ ରହିଥିଲେ ଶୁଭାଂଶୁ ।…

ଭୁଲ୍ ଇଞ୍ଜେକ୍ସନ ଯୋଗୁ ନାବାଳକର ମୃତ୍ୟୁ ଅଭିଯୋଗ ଆଣିଲେ ପରିବାର ଲୋକେ

ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ନାବାଳକକୁ ଭୁଲ ଇଞ୍ଜେକ୍ସନ ଦେବାରୁ ତାର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ମୃତକ ହେଲେ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଚନ୍ଦ୍ରମୁଁ ପଞ୍ଚାୟତ ଅନ୍ତର୍ଗତ ରାଉତରା ଗ୍ରାମର ରାମ ମଲ୍ଲିକଙ୍କ ପୁଅ…

Murder Case: ବୀଭତ୍ସ ହତ୍ୟାକାଣ୍ଡ; ସ୍ତ୍ରୀକୁ ନଳରେ ପିଟିପିଟି ହତ୍ୟା କଲା ସ୍ୱାମୀ

ସମ୍ବଲପୁର:ଜମନକିରା ଥାନା ପାଲୋଖମନ ଗାଁରେ ଏକ ବୀଭତ୍ସ ହତ୍ୟାକାଣ୍ଡ। ନିଆଁ ଫୁଁଙ୍କା ଲୁହା ନଳରେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲା ସ୍ବାମୀ । ପରକୀୟା ପ୍ରୀତି ସନ୍ଦେହରୁ ହତ୍ୟା କରାଯାଇଥିବା ଜଣାପଡିଛି। ଖବରମୁତାବକ, ମଙ୍ଗଳବାର ରାତି ୭ଟା ୩୦ରେ ସ୍ତ୍ରୀ ମମତା ମାଝୀ (୫୦) ଘର ଭିତରେ…

Puri Gundicha Temple To Reopen: ଭକ୍ତଙ୍କ ପାଇଁ ଖୁସି ଖବର..ଏହି ଦିନଠୁ ଗୁଣ୍ଡିଚା ମନ୍ଦିରରେ ସର୍ବସାଧାରଣ ଦର୍ଶନ

ପୁରୀ: ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଥିଲା ଗୁଣ୍ଡିଚା ମନ୍ଦିର । ଏବେ ଡିସେମ୍ବର ୧ ତାରିଖରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ସୂଚନା ଦେଲେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା । ଗୁଣ୍ଡିଚା ମନ୍ଦିର କୋଭିଡ…