Latest Odisha News

BREAKING NEWS

Browsing Category

ଓଡିଶା

Odisha

Nabagunjara Samman-2025: ଲୋକନୃତ୍ୟ ବିଶେଷଜ୍ଞ ମନ୍ମଥ ଶତପଥୀ ପାଇବେ ନବଗୁଞ୍ଜର ସମ୍ମାନ-୨୦୨୫

ଭୁବନେଶ୍ୱର: ପ୍ରଖ୍ୟାତ ନାଟ୍ୟକାର, ନିର୍ଦ୍ଦେଶକ, ଲେଖକ ଓ ଓଡ଼ିଆ ଲୋକସଂସ୍କୃତି ବିଶେଷଜ୍ଞ ମନ୍ମଥ କୁମାର ଶତପଥୀଙ୍କୁ ୨୦୨୫ ବର୍ଷର ନବଗୁଞ୍ଜର ସମ୍ମାନ ପାଇଁ ମନୋନୀତ କରାଯାଇଛି। ଓଡ଼ିଆ ନାଟକ ଓ ଲୋକକଳା କ୍ଷେତ୍ରରେ ଅର୍ଦ୍ଧଶତାବ୍ଦୀରୁ ଅଧିକ ସମୟ ଧରି ସଫଳ ଓ ସମର୍ପିତ ସାଧନା ନିମନ୍ତେ ,…

Cuttack Balijatra: ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା

କଟକ: ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ୱର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ହେବ ବାଲିଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ୍ ପଡିବ। ଅନ୍ୟପଟେ ଚଳିତଥର ବାଲିଯାତ୍ରା ନାଁ ହେବ…

Prafulla Mallik: ବିଜେଡିରୁ ନିଲମ୍ବିତ ହେଲେ ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ୍, କହିଲେ, ‘ପୂର୍ବରୁ ଦେଇଥିଲି…

ଭୁବନେଶ୍ବର: ବିଜୁ ଜନତା ଦଳରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ୍ । ଢେଙ୍କାନାଳର କାମାକ୍ଷାନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଓ ବରିଷ୍ଠ ନେତା ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତି ଅଭିଯୋଗରେ ଦଳରୁ ଶୁକ୍ରବାର ଦିନ ନିଲମ୍ବିତ…

BMC: ସ୍ୱଚ୍ଛ ବାୟୁ ସହର; ୪ର୍ଥ ସ୍ଥାନରେ ଭୁବନେଶ୍ୱର ମହାନଗର ନିଗମ

ଭୁବନେଶ୍ବର: ସର୍ବଭାରତୀୟ ସ୍ତରରେ ପୁଣି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସମ୍ମାନିତ । ଜାତୀୟ ସ୍ୱଚ୍ଛ ବାୟୁ ସହର-୨୦୨୪ ତାଲିକାର ୪ର୍ଥ ସ୍ଥାନରେ ରହିଛି ବିଏମସି । ଦେଶର ସ୍ୱଚ୍ଛ ବାୟୁ ସହର ଭାବେ ବିଏମସି କୁ ମିଳିଲା ଚତୁର୍ଥ ସ୍ଥାନ । ସେହିପରି, ପ୍ରଥମ ସ୍ଥାନରେ ଆନ୍ଧ୍ରପ୍ରଦେଶର…

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍; ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ..

ପୁରୀ: ପୁଣି ଥରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ବିପଦରେ । ମନ୍ଦିର ଉପରେ ଦୀର୍ଘ ସମୟ ଧରି ଉଡିଲା ଡ୍ରୋନ । ବାଲିସାହି ପଟୁ ଆସି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍ । ନୀଳଚକ୍ର ପାଖକୁ ଯାଇ ଡ୍ରୋନ୍‌ରେ ଅନେକ ଫଟୋ ଓ ଭିଡ଼ିଓ ଉତ୍ତୋଳନ କରିଥିବା ସୂଚନା ରହିଛି । ଯାହା ମନ୍ଦିରର ସୁରକ୍ଷାକୁ…

ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର ଆରମ୍ଭ ହେବ

ଭୁବନେଶ୍ୱର: ରାଜ୍ୟରେ ଆଇନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ଦିଗରେ ନୋଟାରୀ ଓ ଆଇନଜୀବୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ନୂତନ ନୋଟାରୀ ନିଯୁକ୍ତି ଏବଂ ଅନଲାଇନ ଯୋଗେ ନୋଟାରୀ ଓ ଆଇନଜୀବୀଙ୍କ ଡାଟାବେସ ପ୍ରସ୍ତୁତ ନେଇ ଆଜି ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।…

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ଲୋବାଲ ୟୁନିଭରସିଟି ଫେୟାର…

ଭୁବନେଶ୍ୱର: କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ପକ୍ଷରୁ ‘ଗ୍ଲୋବାଲ ୟୁନିଭର୍‍ସିଟି ଫେୟାର’ର ତୃତୀୟ ସଂସ୍କରଣ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶରୁ ୭୦ରୁ ଅଧିକ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ଯୋଗ ଦେଇଥିଲେ। ଭାରତୀୟ ଛାତ୍ରଛାତ୍ରୀଙ୍କୁ ବିଦେଶରେ ଉଚ୍ଚଶିକ୍ଷା…

‘ଆଦିବାସୀ ମହିଳାମାନଙ୍କର ଫିଟ୍ ରହିବାର କାରଣ ହେଉଛି ମାଣ୍ଡିଆ’

ଭୁବନେଶ୍ଵର:ଫିଟ୍ ରହିବା ପାଇଁ ସୁସ୍ଥ ଖାଦ୍ୟ ସହ ସୁସ୍ଥ ମନର ଆବଶ୍ୟକତା ରହିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି । ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଓ ୟୁନିସେଫର ମିଳିତ ସହଭାଗିତାରେ ଭୁବନେଶ୍ୱରସ୍ଥିତ ଲେମନଟ୍ରି ପ୍ରିମିଅମରେ “ହେଲଦି ଡାଏଟ୍ ଅଭିଯାନ” ର…

Mahanadi River Front Development: ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ତିନି ବର୍ଷରେ…

ଭୁବନେଶ୍ୱର: ବହୁ ଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ (Mahanadi River Front Development) ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମଞ୍ଜୁରୀ ଦେଇଛନ୍ତି। ଏହି ଯୋଜନା ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା। ଜଳ…

ନେପାଳରେ ଫସିଥିବା ୨୩ ଓଡ଼ିଆ ଯାତ୍ରୀ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର: ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଛି। ଓଡ଼ିଶାରୁ ୨୩ ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ। ଉକ୍ତ…