Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅମାନିଆଙ୍କ ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ: ୪ ଦିନରେ କଟିଲା ୧୨,୧୫୫ ଇ-ଚାଲାଣ

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ଲକ୍ଷ୍ୟରେ ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ‘ଶୂନ ମୃତାହତ ପକ୍ଷ’ ପାଳନ କରାଯାଉଛି । ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କରୁଥିବା ବେପରୁଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ କରିବାକୁ ରାଜ୍ୟବ୍ୟାପୀ ଏନଫୋର୍ସମେଣ୍ଟକୁ ଜୋରଦାର କରାଯାଇଛି ।…

Fraud in Deogarh: ଚାଷୀଙ୍କ ଋଣ ପରିଶୋଧ ଟଙ୍କା ହଡ଼ପ ଅଭିଯୋଗରେ ପ୍ୟାକ୍ସ ସଂପାଦକ ଗିରଫ

ଭୁବନେଶ୍ବର: ଚାଷୀମାନଙ୍କ ‌ଋଣ ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ଦିନ ଜଣେ ପାକ୍ସ ସମ୍ପାଦକଙ୍କୁ ଗରିଫ କରିଛି। ତାଙ୍କର ନାମରେ ୪୦ ଲକ୍ଷ ୭୦ ହଜାର ଟଙ୍କା ଠକେଇ ଅଭିଯୋଗ ରହିଛି । ଦେଓଗଡ଼ ଜିଲ୍ଲାର କାଦୋପଡ଼ା ପ୍ରାଥମିକ କୃଷି ସମବାୟ ସମିତି (PACS)ର ସମ୍ପାଦକ ସୁରେଶ…

ଭବାନୀପାଟଣା ବିଧାୟକଙ୍କୁ ହତ୍ୟା ଧମକ

ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କୁ ହତ୍ୟା ଧମକ । ଏନେଇ ନିଜେ ସାମାଜିକ ଗଣମାଧ୍ୟମ “ଏକ୍ସ” ରେ ପୋଷ୍ଟ କରିଛନ୍ତି ଭବାନୀପାଟଣା ବିଧାୟକ ସାଗର ଚରଣ ଦାସ । ଏହା ସହ ସେ ରାଜ୍ୟର ଆଇନ୍ ଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନ କରିଛନ୍ତି । ସେ ଲେଖିଛନ୍ତି ଯେ, ଯଦି ରାଜ୍ୟରେ ଜଣେ ନିର୍ବାଚିତ ବିଧାୟକ…

Cabinet Meeting: ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା…

ବଢିଲା ସେବାୟତଙ୍କ ଭତ୍ତା ଟଙ୍କା; ଅକ୍ଷୟ ତୃତୀୟା ପୂର୍ବରୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି କରାଯିବ…

ପୁରୀ: ସରିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ବଡ ସୂଚନା ଦେଇ କହିଛନ୍ତି ଯେ, ଶ୍ରୀମନ୍ଦିର ସେବାୟତଙ୍କ ପେନସନ ରାଶି ବୃଦ୍ଧି କରାଯାଇଛି । ମାସିକ ୪ ହଜାରରୁ ୫ ହଜାରକୁ ବୃଦ୍ଧି କରାଯାଇଛି । ୨୦୨୬ ଜାନୁଆରୀରୁ ବର୍ଦ୍ଧିତ ପେନସନ…

LandScam: ଜମି ଠକେଇ ମାମଲାରେ SSB ଯବାନ ଗିରଫ

ଭୁବନେଶ୍ବର:୪୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବନ୍ଧା ହେଲେ SSB ଯବାନ । ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ଜମି ଦେବା ନାଁରେ ଠକେଇ ଅଭିଯୋଗ ହୋଇଥିଲା । ଅଭିଯୁକ୍ତ ଜଣକ ହେଲେ ଏସ୍‌ଏସ୍‌ବି ଯବାନ ସଚିତ୍ର ସେନାପତି। ସହୀଦନଗର ପୋଲିସ ତାଙ୍କୁ ଗିରଫ କରିଛି। ସଚିତ୍ର ସ୍ପେଶାଲ ସିକ୍ୟୁରିଟି…

ରାଜ୍ୟରେ ୪୭୫ ଇନ୍ସପେକ୍ଟର୍‌ଙ୍କ ବଦଳି

କଟକ: ସବ୍ଇନ୍ସପେକ୍ଟର୍‌ରୁ ଇନ୍ସପେକ୍ଟର ପାହ୍ୟାକୁ ଦେଢ଼ ମାସ ତଳୁ ପଦୋନ୍ନତି ପାଇଥିଲେ ସୁଦ୍ଧା ଥାନା, ଫାଣ୍ଡିରେ ସବ୍ଇନ୍ସପେକ୍ଟର ଭାବେ କାମ କରୁଥିବା ୪୨୬ ଇନ୍ସପେକ୍ଟର୍ ଏବେ ଆଶ୍ୱସ୍ତ ହୋଇଛନ୍ତି। ନୂଆ କରି ପଦୋନ୍ନତି ପାଇଥିବା ଅଧିକାରୀମାନଙ୍କ ସହ ଆଉ ୪୯ ଜଣଙ୍କୁ ମିଶାଇ ମୋଟ ୪୭୫ ଜଣ…

ଅନ୍ୟ ବାଡ଼ିରୁ ଫୁଲ ତୋଳିବା ହେଲା କାଳ,ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ !

ବାଲେଶ୍ୱର:କାଳ ହେଲା ଫୁଲ ଚୋରି । ଫୁଲ ତୋଳିବାକୁ ଯାଇଥିବା ବେଳେ ଲାଗିଲା ବିଦ୍ୟୁତ ଆଘାତ । ଚାଲିଗଲା ଯୁବକଙ୍କ ଜୀବନ ।ବାଲେଶ୍ୱର ଜିଲ୍ଲା ନୀଳଗିରି ଏନଏସି ୫ ନମ୍ବର ଓ୍ବାର୍ଡ ଅଧିନ ସାନଅତା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଉଛନନ୍ତି ତାପସ ଦାସ। ଭୋର ସମୟରେ ପଡୋଶୀ ଦିଲ୍ଲୀପ…

ବିହାର ବିଜୟ ମୋଦିଙ୍କ ନେତୃତ୍ୱକୁ ବଡ଼ ସ୍ୱୀକୃତି ଦେଇଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିହାର ବିଧାନସଭା ନିର୍ବାଚନର ବିନ୍ଧାଣି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିହାରରେ ଏନ୍‌ଡିଏ ଚମତ୍କାର ପ୍ରଦର୍ଶନ ପରେ ସେ ଓଡ଼ିଶା ଆସୁଥିବା ହେତୁ ତାଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ଭବ୍ୟ ସ୍ବାଗତ…

ଅଡ଼ୁଆରେ ହ୍ୟୁମାନ ସାଗରଙ୍କ ମ୍ୟାନେଜର, ବଲାଙ୍ଗୀର ଟାଉନ ଥାନାରେ ଏତଲା

ଭୁବନେଶ୍ଵର: ହ୍ୟୁମାନ ସାଗରଙ୍କ ମୃତ୍ୟୁ ପଛରେ ଅନେକ ଲୋକେ ଦାୟୀ ଥିବା ତାଙ୍କ ମାଆ ଅଭିଯୋଗ କରିଛନ୍ତି। ଏହାରି ଭିତରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କୁ ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଛି। କାରଣ ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ କଥା ଥାନାରେ ପହଞ୍ଚିଛି। ବଲାଙ୍ଗୀର…