Latest Odisha News

BREAKING NEWS

Browsing Category

ଓଡିଶା

Odisha

Jaundice Outbreak: ରାୟଗଡ଼ାରେ ଜଣ୍ଡିସ୍ ଆତଙ୍କ, ଗୋଟିଏ ସପ୍ତାହରେ ୧୨ ଆକ୍ରାନ୍ତ

ରାୟଗଡ଼ା: ରାୟଗଡ଼ାରେ ପୁଣି ଖେଳିଯାଇଛି ଜଣ୍ଡିସ୍ ଆତଙ୍କ। ଇନ୍ଦିରା ନଗର, କସ୍ତୁରୀ ନଗର, ଅଶୋକ ନଗର ଓ କତୁରୁ ବସ୍ତିରେ ଏକାଧିକ ଜଣ୍ଡିସ ରୋଗୀ ଚିହ୍ନଟ ହୋଇଛି। ସମସ୍ତଙ୍କ ବୟସ ୧୧ରୁ ୧୭ ବର୍ଷ ମଧ୍ୟରେ। ଏକ ସପ୍ତାହ ମଧ୍ୟରେ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦୂଷିତ ପାନୀୟ ଜଳ ଓ…

Weather Update: ପୁଣି ଥରେ ଥରାଇବ ଶୀତ, କୁହୁଡ଼ି ନେଇ ୩ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଫେରିନି ଶୀତ। ଆସନ୍ତା ଦୁଇ ସପ୍ତାହ ଯାଏ ସ୍ୱଭାବିକଠାରୁ ଅଧିକ ଶୀତ ରହିବ। ଶୀତ ଲହରି ଜାରି ରହିବ। ଆଜିଠୁ ଫେବ୍ରୁଆରୀ ୫ ତାରିଖ ଯାଏ ସର୍ବନିମ୍ନ ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ। ଉପକୂଳ ଓ ଏହାର ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ୧୪ରୁ ୧୮…

Delivery Boy: ବିଲ ଭିତରୁ ଡେଲିଭରି ବୟଙ୍କ ମୃତଦେହ ଉଦ୍ଧାର;ହତ୍ୟା ଅଭିଯୋଗ ଆଣିଲେ ବାପା

ଭୁବନେଶ୍ବର: ମଞ୍ଚେଶ୍ୱର ଥାନା ପାଣ୍ଡରା ନିକଟରୁ ଡେଲିଭରି ବୟଙ୍କ ମୃତଦେହ ଉଦ୍ଧାର । ଦୁଇ ଦିନ ଧରି ସେ ନିଖୋଜ ଥିଲେ । ୨ ଦିନ ତଳୁ ଡେଲିଭରି ବୟ ନିଖୋଜ ନେଇ ଏତଲା କରିଥିଲେ ପରିବାର । ଏବେ ସନ୍ଦେହ ଜନକ ଅବସ୍ଥାରେ ମୃତଦେହ ମିଳିଛି । ବେକରେ ଏକ କପଡ଼ା ଗୁଡା ଯାଇଥିବା ବେଳେ ପାଖରେ ଏକ ପାଣି…

World Bank President:ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ; ନିଯୁକ୍ତି ସୁଯୋଗ ସୃଷ୍ଟିକୁ କଲେ…

ଭୁବନେଶ୍ବର: ଲୋକସେବା ଭବନରେ ବିଶ୍ୱ ବ୍ୟାଙ୍କର ସଭାପତି ଅଜୟ ବାଙ୍ଗା ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମଧ୍ୟରେ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଛି । ଦୀର୍ଘକାଳୀନ ବିକାଶ ଓ ଆର୍ଥିକ ସଂସ୍କାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ସ୍ଥାୟୀ ବିକାଶକୁ ତ୍ୱରାନ୍ୱିତ କରିବା, ଭାରତର…

ଗୋପାଳପୁର ବେଳାଭୂମି ମହୋତ୍ସବକୁ ପର୍ଯ୍ୟଟନ କ୍ୟାଲେଣ୍ଡରରେ ସ୍ଥାନ ଦିଆଯାଉ: ସିଦ୍ଧାନ୍ତ ମହାପାତ୍ର

ଗଞ୍ଜାମ: ଗୋପାଳପୁର ବେଳାଭୂମି ମହୋତ୍ସବର ତୃତୀୟ ସଂଧ୍ଯାରେ ଓଡ଼ିଶା ବିଧାନ ସଭାର ବାଚସ୍ପତି ସୁରମା ପାଢୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ । ଓଡିଶାର ଭାଷା ଓ ସଂସ୍କୃତି ଉପରେ ଯେତେବେଳେ ବି ଆକ୍ରମଣ ହୋଇଛି ସେତେବେଳେ ଗଞ୍ଜାମ…

Kotia: କୋଟିଆରେ ଆନ୍ଧ୍ରର ସର୍ଭେ ଟିମ୍; ଆକଟ କରିବାରୁ ପୋଲିସ ସହ ବଚସା

କୋରାପୁଟ: କୋଟିଆ ଉପରେ ପଡୋଶୀ ଆନ୍ଧ୍ରର ନଜର । ଗୁରୁବାର ଆନ୍ଧ୍ର ରାଜ୍ୟର କିଛି ସରକାରୀ ଅଧିକାରୀ ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା କୋଟିଆ ପଞ୍ଚାୟତର ଉପର ସେମ୍ବି ଗ୍ରାମ, ଗଞ୍ଜେଇ ପଦର ପ୍ରମୁଖ ଅଞ୍ଚଳରେ ରାସନ୍ ଓ ଆଧାର କାର୍ଡ ଇ-ସର୍ଭେ କରୁଥିଲେ। ଆକଟ କରିବାରୁ ପୋଲିସ ସହ ବଚସା ଓ କଥା…

Agriculture Minister Review: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାର ସମୀକ୍ଷା; ଓଡ଼ିଶାର ପ୍ରଦର୍ଶନକୁ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ଓ କୃଷୋନ୍ନତି ଯୋଜନାର ଆଜି ସମୀକ୍ଷା କରିଛନ୍ତି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଆଭାସି ମାଧ୍ୟମରେ ଦେଶର ସମସ୍ତ ରାଜ୍ୟର କୃଷି ମନ୍ତ୍ରୀ ମାନେ ଯୋଗଦେଇଥିଲେ। ଓଡ଼ିଶାର…

Witchcraft Suspicion: ଡାହାଣୀ ସନ୍ଦେହରେ ନିଜ ମାଆକୁ ହାଣି ଦେଲା ପୁଅ

ମୟୂରଭଞ୍ଜ:ଡାହାଣୀ ସନ୍ଦେହରେ ମା’କୁ କଟୁରୀରେ ହାଣି ହତ୍ୟା କଲା ରାକ୍ଷସ ପୁଅ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଭଳିଆଡ଼ିହା ପଞ୍ଚାୟତ କଲରାଫୁଲିଆ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଅଭିଯୁକ୍ତ ପୁଅ ତପନ ସିଂ(୩୩) ଗିରଫ ହୋଇଛି । ମୃତ ମାଆ ହେଲେ ରାଇମଣି ସିଂ । କୁହାଯାଉଛି ଯେ ପୁଅ…

କଲେଜ ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡାମାରି କଲେଜ ସମ୍ମୁଖରେ ଗୁରୁବାର ଦିନ ଯୁକ୍ତ ଦୁଇର ଜଣେ ଛାତ୍ରୀଙ୍କୁ ଜଣେ ଯୁବକ ଆକ୍ରମଣ କରିଥିବା ସୂଚନା ମିଳିଛି। ଯାହାଫଳରେ ଛାତ୍ରୀ ଜଣକ ଗୁରୁତର ଆହତ ହୋଇ ପଡିଛନ୍ତି। ତେବେ ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଉତ୍ତେଜନା…

୧୯.୮ ଲକ୍ଷ ହେରଫେର; ସେବା ସମବାୟ ସମିତିର ପୂର୍ବତନ ସେକ୍ରେଟାରୀ ଗିରଫ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ଭୋଗରାଇ ବ୍ଲକ ଅନ୍ତର୍ଗତ ଦହୁଣ୍ଡା ସେବା ସମବାୟ ସମିତିର ପୂର୍ବତନ ସେକ୍ରେଟାରୀଙ୍କୁ ୧୯.୮୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହେରଫେର କରିବା ଅଭିଯୋଗରେ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଗିରଫ କରିଥିବା ସୂଚନା ମିଳିଛି। ତେବେ ଅଭିଯୁକ୍ତ ସୁବଳ କୁମାର…