Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅସୁରକ୍ଷିତ ଅଟ୍ଟାଳିକା କାହିଁକି ଭଙ୍ଗାଯାଇନାହିଁ ପଚାରିଲେ ହାଇକୋର୍ଟ…ଜବାବ ରଖିଲେ ADM

କଟକ: କଟକ ମଣିସାହୁ ଛକ କୋଠା ବାଲକୋନୀ ଭୁଶୁଡ଼ିବା ଘଟଣାକୁ ଉଦ୍‌ବେଗ ପ୍ରକାଶ କଲେ ହାଇକୋର୍ଟ । ହାଇକୋର୍ଟ ଅସୁରକ୍ଷିତ ଅଟ୍ଟାଳିକା କାହିଁକି ଭଙ୍ଗାଯାଇନାହିଁ ପଚାରିଛନ୍ତି । ତେବେ ହାଇକୋର୍ଟରେ ଜବାବ ରଖିଛନ୍ତି କଟକ ଅତିରିକ୍ତ ଜିଲ୍ଲାପାଳ । ସୂଚନାଥାଉକି, ବ୍ୟକ୍ତିଗତ ଭାବେ ହାଇକୋର୍ଟରେ…

ପୁରୀ ପୋଲିସକୁ ବଡ଼ ସଫଳତା, ୧୦ ଡକାୟତ ଗିରଫ 

ପୁରୀ: ପୁରୀ ପୋଲିସକୁ ମିଳିଲା ବଡ଼ ସଫଳତା। ପୁରୀ ପୋଲିସ ପକ୍ଷରୁ ଅପରେସନ ଚକ୍ର ଅଭିଯାନ ଜାରି ରହିଥିବା ବେଳେ ଦୁଇଟି ଡକାୟତି ଗ୍ୟାଙ୍ଗର ୧୦ ଜଣଙ୍କୁ ଧରିବାରେ ସକ୍ଷମ ହୋଇଛି ପୋଲିସ। ଅଭିଯୁକ୍ତଙ୍କ ଠାରୁ ପୋଲିସ ତିନୋଟି ବନ୍ଧୁକ, ଚାରୋଟି ଜୀବନ୍ତ ଗୁଳି, ତିନୋଟି ମାଗାଜିନ୍ ସହିତ ବିଭିନ୍ନ…

ବନ୍ଧୁକ ଦେଖାଇ ଜୁଏଲାରୀ ମାଲିକଙ୍କଠୁ ଝାମ୍ପିନେଲେ ୪ କୋଟି ଟଙ୍କାର ଅଳଙ୍କାର

ପୁରୀ: ଚନ୍ଦନପୁରର ରାଧାକାନ୍ତ ଜୁଏଲାରୀ ମାଲିକଙ୍କ ଠାରୁ ଟଙ୍କା ଲୁଟ୍ ଅଭିଯୋଗ। ମାଲିକ ସଞ୍ଜୟ ଦାସଙ୍କ ଠାରୁ ୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଓ ଦେଢ଼ କିଲୋରୁ ଉର୍ଦ୍ଧ୍ୱ ସୁନା ସହ ୩୦ କିଲୋ ରୂପା ଦୁର୍ବୃତ୍ତ ମାନେ ଲୁଟ୍ କରିଥିବା ଅଭିଯୋଗ ହୋଇଛି। ୩ ଜଣ ଯୁବକ ବାଇକରେ ଆସି ବନ୍ଧୁକ ଦେଖାଇ ଗହଣା…

Saliasahi Eviction: ସାଲିଆସାହିରେ ଉଚ୍ଛେଦ ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର

ଭୁବନେଶ୍ବର: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଘର। ଭୁବନେଶ୍ବର ସାଲିଆସାହି ଉଛେଦ ନେଇ ବିଏମସି କମିସନର ପ୍ରତିକ୍ରିୟା ରଖିଛନ୍ତି । ଯେଉଁମାନେ ଯୋଗ୍ୟ ସେମାନଙ୍କୁ ମିଳିବ ଘର। ଯୋଗ୍ୟ ହିତାଧିକାରୀ ଘର ପାଇବାରୁ ଆଦୌ ବଞ୍ଚିତ ହେବେ ନାହିଁ। ଏବେ ସୁଦ୍ଧା ଆମ ପାଖରେ ୪୫୫ ଘର ମହଜୁଦ ରହିଛି, ଯେତେ…

ଜୁନିୟର ବିଶ୍ବ କପ ପୁରୁଷ ହକି ଟ୍ରଫି ପୁରୀରେ ଉନ୍ମୋଚିତ

ପୁରୀ: ଏଫଆଇଏଚ ଜୁନିୟର ପୁରୁଷ ହକି ବିଶ୍ବ କପ ତାମିଲନାଡୁ ଠାରେ ଚଳିତ ମାସ ୨୮ରୁ ଆରମ୍ଭ ହେବ। ଏହା ଡିସେମ୍ବର ୧୦ ତାରିଖରେ ଶେଷ ହେବ। ଏହି ହକିର ଟ୍ରଫିକୁ ଆଜି ଅପରାହ୍ନରେ ସିଂହଦ୍ବାର ନିକଟରେ ସମର୍ପିତ ଓ ଉନ୍ମୋଚିତ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହରା ଏହି…

ଭୁବନେଶ୍ବରରେ ଚିନ୍ତନ ଶିବିର ଶୁଭାରମ୍ଭ କଲେ ଏଚ.ଡି କୁମାର ସ୍ୱାମୀ

ଭୁବନେଶ୍ବର: ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ନିମନ୍ତେ ଆଜି ଠାରୁ ଭୁବନେଶ୍ୱରରେ ଦୁଇ ଦିନିଆ ଚିନ୍ତନ ଶିବିର ଆରମ୍ଭ ହୋଇଛି। କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ.ଡି କୁମାର ସ୍ୱାମୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଉଦଘାଟନୀ କାର୍ଯ୍ୟକ୍ରମରେ କେନ୍ଦ୍ର ଇସ୍ପାତ ରାଷ୍ଟ୍ର ମନ୍ତ୍ରୀ…

ଭୁବନେଶ୍ୱରରେ ସୁଲଭ ମୂଲ୍ୟରେ ମିଳିବ ଘର; ଜାଣନ୍ତୁ କେତେ ରହିଛି ଦାମ…

ଭୁବନେଶ୍ୱର: ଭୁବନେଶ୍ୱରରେ ଲୋକଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇବା ପାଇଁ ଓଡ଼ିଶା ସରକାର ଏକ ଅନନ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଗୁରୁବାର ଏନେଇ ଘୋଷଣା କରିଛନ୍ତି। ଭୁବନେଶ୍ୱରରେ ବଢୁଥିବା…

ପୋଲିସ SI କେଳେଙ୍କାରୀ, ଶଙ୍କର ପୃଷ୍ଟି ସମେତ ଅନ୍ୟ ୩ ସହଯୋଗୀଙ୍କ ଜାମିନ ଆବେଦନ ଖାରଜ

ବ୍ରହ୍ମପୁର: ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ଅନ୍ୟ ୩ ସହଯୋଗୀଙ୍କ ଜାମିନ ଆବେଦନ ଖାରଜ। ଭିଜିଲାନ୍ସ କୋର୍ଟରେ ଖାରଜ ହେଲା ଜାମିନ ଆବେଦନ। ଜାମିନକୁ ବିରୋଧ କରିଥିଲା ସିବିଆଇ। ବ୍ରହ୍ମପୁର କୋର୍ଟରେ ସିବିଆଇ ନିଜର ପକ୍ଷ ରଖିଥିଲା।…

ପୁରୀ ରଥଯାତ୍ରା ଦଳଚକଟା ଘଟଣାରେ ପୁଣି କାର୍ଯ୍ୟାନୁଷ୍ଠାନ, ଆଉ ଜଣେ ଅଧିକାରୀଙ୍କ ବିରୋଧରେ ଆକ୍ସନ ଆରମ୍ଭ

ଭୁବନେଶ୍ୱର: ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦଳଚକଟା ଘଟଣାରେ ପୁଣି କାର୍ଯ୍ୟାନୁଷ୍ଠାନ। ଆଉ ଜଣେ ଅଧିକାରୀଙ୍କ ବିରୋଧରେ ଆକ୍ସନ ଆରମ୍ଭ। ଦାୟିତ୍ୱରେ ଅବହେଳା ପାଇଁ ପୁରୀ ACFଙ୍କ ବିରୁଦ୍ଧରେ ଆକ୍ସନ ନିଆଯାଇଛି। ସୂଚନା ଅନୁଯାୟୀ ଘଟଣା ଦିନ ACF ଅଶୋକ ବେହେରା କଣ୍ଟ୍ରୋଲ ରୁମ୍ ଦାଇତ୍ୱରେ…

BayofBengal: ନଭେମ୍ବରରେ ଆସୁଛି ବର୍ଷା, ୨୨ରେ ଲଘୁଚାପ!

ଭୁବନେଶ୍ବର:ପୁଣି ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଏହା ଆହୁରି ଘନୀଭୂତ…