Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱର ଫରେଷ୍ଟ ପାର୍କ ଅଞ୍ଚଳରେ ଭାଙ୍ଗିଲା କୋଚିଂ ସେଣ୍ଟର

ଭୁବନେଶ୍ୱର: ସର୍ଭେ ଏବଂ ପ୍ରବର୍ତ୍ତନ ବିଭାଗର ଉପ-ନିର୍ଦ୍ଦେଶକଙ୍କ ଆବେଦନ ପରେ ଫରେଷ୍ଟ ପାର୍କ ଅଞ୍ଚଳରେ ବେଆଇନ ଭାବରେ ଚାଲୁଥିବା ଏକ ତିନି ମହଲା ବିଶିଷ୍ଟ କୋଚିଂ ସେଣ୍ଟର୍ କୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA) ଭାଙ୍ଗି ଦେଇଥିବା ସୂଚନା ମିଳିଛି। ତେବେ ପୂର୍ବରୁ BDA କୋଚିଂ…

ଚଳଚ୍ଚିତ୍ର ଅଭିଲେଖାଗାର ପ୍ରତିଷ୍ଠା ନେଇ ରାଜ୍ୟ ସରକାର ଓ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌ ମଧ୍ୟରେ ଏମଓୟୁ ସ୍ଵାକ୍ଷରିତ

ଭୁବନେଶ୍ଵର: ଶେଷ ହେଲା ୧୦ମ ଚଳଚ୍ଚିତ୍ର ସଂରକ୍ଷଣ ଏବଂ ପୁନରୁଦ୍ଧାର କର୍ମଶାଳା । ଏହି ଅବସରରେ ଓଡ଼ିଶା ସରକାର ଓ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌ ମଧ୍ୟରେ ରାଜ୍ୟ ଚଳଚ୍ଚିତ୍ର ଅଭିଲେଖାଗାର ପ୍ରତିଷ୍ଠା ନେଇ ଏକ ଏମ୍ଓୟୁ ସ୍ଵାକ୍ଷରିତ ହୋଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର…

ଦ୍ଵିତୀୟ ଦିନରେ ସାଲିଆ ସାହିରେ ମାଟିରେ ମିଶିଲା ୨୦୦ରୁ ଅଧିକ ଘର

ଭୁବନେଶ୍ବର: ଦ୍ଵିତୀୟ ଦିନରେ ସାଲିଆ ସାହିରେ ବୁଲିଲା ବୁଲଡୋଜର । ଦୁଇ ଦିନରେ ମାଟିରେ ମିଶିଲା ୨୦୦ରୁ ଅଧିକ ଘର । ବିଏମସି, ବିଡିଏ, ଟିପିସିଓଡିଏଲ, ଫାୟାରା, ପିଡବ୍ଳୁଡି ସେମତ ଲାଇନ ଡିପାର୍ଟେମେଣ୍ଟକୁ ନେଇ ୫ଟି ଟିମ୍ ଗଠନ ହୋଇଛି । ୫୫୪ଟି ଘର ଭାଙ୍ଗିବା ଲାଗି ଚିହ୍ନଟ କରିଛି ବିଏମସି ।…

ରାଜ୍ୟର ୩୪ ଲକ୍ଷ ୧୨ ହଜାର ଚାଷୀ ପାଇଲେ ପିଏମ୍‌ କିଷାନ ଟଙ୍କା

ଭୁବନେଶ୍ୱର: କୃଷି ବିଭାଗ ପଦ ସମ୍ଭାଳିଥିବା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ବୁଧବାର ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ) ଯୋଜନା ଅଧୀନରେ ୬୮୨.୫୨ କୋଟି ଟଙ୍କା ପ୍ରଦାନ ନେଇ ଘୋଷଣା କରିଛନ୍ତି। ଯାହାଦ୍ଵାରା ଓଡ଼ିଶାର ୩୪,୧୨,୦୦୦ଚାଷୀ ଉପକୃତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ…

ମଦ ବିକ୍ରେତାଙ୍କଠାରୁ ୪୦ ହଜାର ଟଙ୍କା ଦାବି, ଫସିଲେ ଅବକାରୀ ଅଧୀକ୍ଷକ ଓ ଏଏସଆଇ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ କେନ୍ଦୁଝର ଅବକାରୀ ଅଧୀକ୍ଷକ ସୀତାରାଣୀ ପଟ୍ଟାୟତ ଏବଂ ଚମ୍ପୁଆ ଅବକାରୀ ଷ୍ଟେସନର ଏଏସଆଇ-କମ୍-ଓଆଇସି ବିଜୟ କୁମାର ମହାନ୍ତଙ୍କୁ ୪୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଥିଲେ। ସୀତାରାଣୀ ପଟ୍ଟାୟତ ଜଣେ…

Brownsugar Seized: ପୃଥକ ସ୍ଥାନରୁ ବିପୁଳ ମାତ୍ରାରେ ବ୍ରାଉନ ସୁଗାର ଜବତ, ୩ ଗିରଫ

ଜଗତସିଂହପୁର/ଭୁବନେଶ୍ବର: ଓଡିଶାକୁ ନିଶାମୁକ୍ତ ରାଜ୍ୟ କରିବାକୁ ଜୋରଦାର ଅଭିଯାନ ଚାଲିଛି । ଅନେକ ସମୟରେ ବିଭିନ୍ନ ସ୍ଥାନରୁ ବହୁ ମାତ୍ରାରେ ମାଦକ ଦ୍ରବ୍ୟ ଜବତ ହେଉଥିବାବେଳେ, ଅନେକ ନିଶାଡି ଗିରଫ ହେଉଛନ୍ତି । ଏହାରି ଭିତରେ ଆଜି ରାଜ୍ୟର ଦୁଇଟି ସ୍ଥାନରୁ ବହୁ ମାତ୍ରାରେ ବ୍ରାଉନସୁଗାର ଜବତ…

ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ବଢାଇବେ ରାଜ୍ୟ ସରକାର…

ଭୁବନେଶ୍ଵର: ଆଗକୁ ସାପ କାମୁଡାରେ ମୃତ୍ୟୁ ପାଇଁ ବଢ଼ିପାରେ କ୍ଷତିପୂରଣ ରାଶି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସାପ କାମୁଡ଼ାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପାଇଁ କ୍ଷତିପୂରଣ ରାଶି ବୃଦ୍ଧି କରିବାକୁ ଓଡ଼ିଶା ସରକାର ବିଚାର କରୁଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

‘Project Basketry’: ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ବାସ୍କେଟ୍ରି’; ଲୋକଙ୍କ ଜୀବିକାକୁ କରୁଛି ସୁଦୃଢ

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‍ର ହିଣ୍ଡାଲ୍‍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‍ ଆଦିତ୍ୟ ଆଲୁମିନିୟମ ଏହାର କର୍ପୋରେଟ ସାମାଜିକ ଦାୟିତ୍ୱ (ସିଏସଆର) କାର୍ଯ୍ୟକ୍ରମ ଅଧୀନରେ ଏନ୍‍ଜିଓ ଅପ୍‍ହୋଲ୍ଡ ଆର୍ଥ ସହଯୋଗୀତାରେ ‘ପ୍ରୋଜେକ୍ଟ ବାସ୍କେଟ୍ରି’ ଅଭିଯାନ ଚଳାଇଛି। ଏହି ପ୍ରକଳ୍ପ…

Gummajharan Waterfall: ଜଳପ୍ରପାତରେ ଭାସିଯାଇ ୨ ନିଖୋଜ; ମିଳୁନା ପତ୍ତା

ମାଲକାନଗିରି: ଖଇରପୁଟ ବ୍ଲକ ଗୁମ୍ମାଝରଣ ଜଳପ୍ରପାତରେ ଅଘଟଣ । ଗାଧୋଉଥିବା ବେଳେ ଭାସିଗଲେ ୨ ଜଣ ଯୁବକ । ବହୁ ଖୋଜାଖୋଜି ପରେ ମଧ୍ୟ ଏ ପର୍ଯ୍ୟନ୍ତ ସେମାନଙ୍କ ପତ୍ତା ମିଳୁନାହିଁ । ଓଡ୍ରାଫ ଟିମ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଗତକାଲି (ମଙ୍ଗଳବାର) ସନ୍ଧ୍ୟାରୁ ବୁଡ଼ି ୨ କଲେଜ ଛାତ୍ର ନିଖୋଜ…

Jawan Arrested: ପ୍ରେମ ପ୍ରତାରଣା ଅଭିଯୋଗରେ ଏୟାରଫୋର୍ସ ଯବାନ ଗିରଫ

ଭୁବନେଶ୍ବର: ଯୁବତୀଙ୍କ ସହ ପ୍ରେମ ପ୍ରତାରଣା କରିଥିବା ଅଭିଯୋଗରେ ଏୟାର ଫୋର୍ସର ଜଣେ ଯବାନ ଗିରଫ । ଗିରଫ ଅଭିଯୁକ୍ତ ଯବାନ ଜଣକ ନୟାଗଡ ଇଟାମାଟି ଅଞ୍ଚଳର ଗୋଲକ ବିହାରୀ ଦୀକ୍ଷିତ ଓରଫ ଗୋପାଳ ବୋଲି ଜଣାପଡିଛି । ଗୋଲକ ବିହାରୀଙ୍କୁ ବଡଗଡ ଥାନା ପୋଲିସ ଭୁବନେଶ୍ଵର ମାର୍କେଟ୍ ବିଲ୍ଡିଂ ଅଞ୍ଚଳରୁ…