Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ଲଜ୍ଜା! ରାଜଧାନୀରେ ନାବାଳିକାକୁ ଗଣଦୁଷ୍କର୍ମ

ଭୁବନେଶ୍ୱର: ରାଜଧାନୀରେ ଲଜ୍ଜା । ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱର କ୍ୟାପିଟାଲ ଥାନା ଅଶୋକ ନଗର ଅଞ୍ଚଳରେ ଘଟିଛି ଏଭଳି ଲୋମହର୍ଷଣକାରୀ ଘଟଣା। ପୀଡିତାଙ୍କ ଘର ବିହାରରେ। ନାବାଳିକା ଜଣଙ୍କ ଏବେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁରେ ଅଛନ୍ତି।…

Pitabas Panda Murder Case: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, କର୍ପୋରେଟରଙ୍କୁ ଉଠାଇନେଲା ପୋଲିସ

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ରୋମାଞ୍ଚକର ମୋଡ଼। ନୋଟିସ ଦେଇ ଛାଡିଥିବା କର୍ପୋରେଟରଙ୍କୁ ରାତି ଅଧିଆ ଉଠାଇନେଲା ପୋଲିସ। ବାହାର ରାଜ୍ୟରୁ ଧରା ପଡ଼ିଥିବା ୮ ଅଭିଯୁକ୍ତଙ୍କ ସହ ସେହି କର୍ପୋରେଟରଙ୍କର କଣ ସମ୍ପର୍କ ରହିଛି ଏବେ ତା ଉପରେ ସମସ୍ତଙ୍କର ନଜର ରହିଛି।…

Similipal Reopen: ଖୋଲିଲା ଶିମିଳିପାଳ ଅଭୟାରଣ୍ୟ, ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପ୍ରବେଶ ପାଇଁ ମିଳିଲା ଅନୁମତି

ମୟୂରଭଞ୍ଜ: ପ୍ରକୃତି ପ୍ରେମୀଙ୍କ ପାଇଁ ଖୁସି ଖବର । ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ। ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପ୍ରବେଶ ପାଇଁ ମିଳିଲା ଅନୁମତି। ପିଠାବଟା ଓ କାଳିଆଣି ଫାଟକରେ ପର୍ଯ୍ୟଟକ କରିବେ ପ୍ରବେଶ। ଜୁଲାଇ ୧ରୁ ପ୍ରବେଶ ଉପରେ ଲାଗିଥିଲା କଟକଣା। ଶିମିଳିପାଳ ବ୍ୟାଘ୍ର…

Nuapada By-Election: ନିର୍ବାଚନ ମଇଦାନରେ ବିଗ୍ ଫାଇଟ୍, କମ୍ପିବ ନୂଆପଡ଼ା

ନୂଆପଡ଼ା: ନୂଆପଡା ଉପନିର୍ବାଚନ ମଇଦାନରେ ବିଗ୍ ଫାଇଟ୍। ଆଜି ନାମାଙ୍କନ ଦାଖଲ କରିବେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ଏଥିପାଇଁ ବିଜେପି ମେଗା ସୋ ଆୟୋଜନ କରିଛି। କମ୍ପିବ ନୂଆପଡ଼ା। ଅନ୍ୟପଟେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ନାମାଙ୍କନ ଦାଖଲ କରିବେ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି…

Cyber Safety Campaign: ସାଇବର ସେଫ୍ଟି କ୍ୟାମ୍ପେନ ଆରମ୍ଭ, ସାଇବର ଠକେଇର ମୁକାବିଲା କରିବେ ରାଜ୍ୟବାସୀ

ଭୁବନେଶ୍ୱର: ଲୋକଙ୍କୁ ସାଇବର ଠକଙ୍କ କବଳରୁ ରକ୍ଷା କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ସାଇବର ସେଫ୍ଟି କ୍ୟାମ୍ପେନ। ଆଜି କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ କ୍ୟାମ୍ପେନର ଶୁଭାରମ୍ଭ କରିବେ। ନଭେମ୍ବର ୧୭ ପର୍ଯ୍ୟନ୍ତ ଏକ ମାସ ଧରି ଚାଲିବ ଏହି କ୍ୟାମ୍ପେନ।…

୮ବର୍ଷ ପରେ ଏହି ୬ ଜିଲ୍ଲାରେ ହେବ ସାମୁଦ୍ରିକ ମତ୍ସ୍ୟଜୀବୀ ଜନଗଣନା; ଉପକୃତ ହେବେ ମତ୍ସ୍ୟଜୀବୀ

ପୁରୀ: ପଞ୍ଚମ ରାଷ୍ଟ୍ରୀୟ ସାମୁଦ୍ରିକ ମତ୍ସ୍ୟଜିବୀ ଜନଗଣନା ୨୦୨୫ ଓଡ଼ିଶାର ସମୁଦ୍ର ଉପକୂଳବର୍ତ୍ତୀ ୬ଟି ଜିଲ୍ଲାରେ ହେବ । ଆସନ୍ତା ନଭେମ୍ବର ୩ ତାରିଖରୁ ଆରମ୍ଭ ହୋଇ ଡ଼ିସେମ୍ବର ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ । ସୂଚନାଥାଉକି, ଦୀର୍ଘ ୮ ବର୍ଷ ପରେ ହେବାକୁ ଯାଉଛି ପଞ୍ଚମ ରାଷ୍ଟ୍ରୀୟ…

ନୂଆପଡ଼ା ଉପନିର୍ବାଚନ; ୪୦ ଜଣିଆ ପ୍ରଚାରକ ତାଲିକା ଜାରି କଲା କଂଗ୍ରେସ

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ୪୦ ଜଣିଆ ପ୍ରଚାରକ ତାଲିକା । ଷ୍ଟାର ପ୍ରଚାରକ ତାଲିକାରେ ବହୁ ଜାତୀୟ ନେତା ରହିଛନ୍ତି । ତାଲିକା ଅନୁସାରେ, କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପାଇଁ ପ୍ରଚାର ମଙ୍ଗ ସମ୍ଭାଳିବେ କଂଗ୍ରେସ ରାଜ୍ୟ ପ୍ରଭାରୀ ଅଜୟ ଲଲ୍ଲୁ ଓ…

ହସ୍ପିଟାଲରୁ ପୀଡ଼ିତା ମେଡିକାଲ୍‌ ଛାତ୍ରୀ ଡିସଚାର୍ଜ; ଆଉ କିଛି ଦିନ ରହିବେ ପଶ୍ଚିମବଙ୍ଗରେ…

ଭୁବନେଶ୍ବର:ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲରୁ ପୀଡ଼ିତା ମେଡିକାଲ୍ ଛାତ୍ରୀ ଡିସଚାର୍ଜ। ଗଣଦୁଷ୍କର୍ମ ପୀଡ଼ିତାଙ୍କ ଡିସ୍‌ଚାର୍ଜ ନେଇ ମେଡିକାଲ୍‌ ପକ୍ଷରୁ ସୂଚନା ରହିଛି । ପୀଡ଼ିତାଙ୍କ ସ୍ଵାସ୍ଥ୍ୟବସ୍ଥାରେ ଉନ୍ନତି ଆସିବା ପରେ ଡିସଚାର୍ଜ କରାଯାଇଛି। ଗଣଦୁଷ୍କର୍ମର ଶିକାର ହେବା ପରେ ଗତ…

ସ୍ୱନାମଧନ୍ୟ ଲେଖକ ଓ ଗବେଷକ ସୁରେନ୍ଦ୍ରନାଥ ଦାଶଙ୍କ ପରଲୋକ

ଭୁବନେଶ୍ବର: ଶ୍ରୀଜଗନ୍ନାଥ ଗବେଷକ ଓ ଉତ୍କଳ ବିଶ୍ବବିଦ୍ୟାଳୟ, ଓଡ଼ିଆ ବିଭାଗର ଅବସରପ୍ରାପ୍ତ ପ୍ରଫେସର ସୁରେନ୍ଦ୍ରନାଥ ଦାଶଙ୍କ ପରଲୋକ । ଅକ୍ଟୋବର ୧୬ ତାରିଖ ରାତିରେ ନୂଆଦିଲ୍ଲୀଠାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ୭୭ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସୂଚନାଥାଉକି, ସେ…

ଏସଟିଏର କଡ଼ା ଆଭିମୁଖ୍ୟ: ନିୟମ ଉଲ୍ଲଙ୍ଘନ କଲେ ଆରସି ରଦ୍ଦ କରିବାକୁ ଆରଟିଓଙ୍କୁ ନିର୍ଦ୍ଦେଶ

କଟକ: ଅଭ୍ୟାସଗତ ଭାବେ ମୋଟର ଯାନ ଆଇନ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ରାଜ୍ୟବ୍ୟାପୀ ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ଏ ନେଇ ପ୍ରସ୍ତୁତ କରିବେ ତାଲିକା । ସଡ଼କରେ ଅନ୍ୟ ବ୍ୟବହାରକାରୀଙ୍କ ପାଇଁ ବିପଦ ସାଜିଥିବା ଏଭଳି ଗାଡ଼ି ଗୁଡ଼ିକର…