Latest Odisha News

BREAKING NEWS

Browsing Category

ଓଡିଶା

Odisha

ଡିଭାଇଡର ଉପରେ ଚଢିଗଲା କାର୍, ୩ ମୃତ

ବରଗଡ଼: ଡିଭାଇଡର ଉପରେ ଚଢିଗଲା କାର୍, ୩ ଜଣଙ୍କ ମୃତ୍ୟୁ ହୋଇଛି। ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରଗଡ଼ ଭଟଲି ଛକ ଓଭର ବ୍ରିଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା। ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ମାଡ଼ିଗଲା କାର୍।…

Odisha Police: ମାଓବାଦୀ ଧରାନ୍ତୁ,ପୁରସ୍କାର ପାଆନ୍ତୁ; ସୂଚନା ଦେବା ପାଇଁ ଏହି ନଂରେ…

ବୌଦ୍ଧ : ବୌଦ୍ଧ ଜିଲାରେ ମାଓବାଦୀ ଧରାଇବା ପାଇଁ ପୋଷ୍ଟର ମାରି ପୁରସ୍କାର ଘୋଷଣା କରିଛି ପୋଲିସ। ହାଡ଼କୋର ମାଓବାଦୀଙ୍କୁ ଧରାନ୍ତୁ, ପୁରସ୍କାର ପାଆନ୍ତୁ ଏଭଳି କିଛି ପୋଷ୍ଟରରେ ଲେଖାହୋଇଛି। ଜିଲ୍ଲା ପୋଲିସ ପକ୍ଷରୁ ପୋଷ୍ଟର ଲଗାଇଥିବା ସୂଚନା । ୧୦ ମାଓବାଦଙ୍କ ପାଇଁ ୪ କୋଟି ୩୦ ଲକ୍ଷ ଟଙ୍କା…

ଖୁବଶୀଘ୍ର ପୁରୀରେ ହେବ ଭୂତଳଜଳ ଚିଡ଼ିଆଖାନା ଓ ବିଶ୍ୱସ୍ତରୀୟ ସାମୁଦ୍ରିକ ଆକ୍ୱାରିୟମ୍

ପୁରୀ: ଖୁବଶୀଘ୍ର ପୁରୀରେ ହେବ ଭୂତଳଜଳ ଚିଡ଼ିଆଖାନା ଓ ବିଶ୍ୱସ୍ତରୀୟ ସାମୁଦ୍ରିକ ଆକ୍ୱାରିୟମ୍। ଏନେଇ ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ପଦକ୍ଷେପ ନେଇଛି। ଏହି ପ୍ରକଳ୍ପ ପରିକଳ୍ପନା, ପ୍ରତିଷ୍ଠା ଓ ପରିଚାଳନା ନିମନ୍ତେ ବିଭାଗ ପକ୍ଷରୁ ଆଗ୍ରହୀ ଅନୁଷ୍ଠାନ ଏନେଇ ପ୍ରସ୍ତାବ…

ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା

ଭୁବନେଶ୍ୱର/ହାଇଦ୍ରାବାଦ: ପଶ୍ଚିମବଙ୍ଗରେ ଓଡ଼ିଶାର ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନଲିଭୁଣୁ ଏବେ ଏପରି ଏକ ସମାନ ମାମଲା ସାମ୍ନାକୁ ଆସିଛି। ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି। ଯାହାକି ଏବେ ଚାଞ୍ଚଲ୍ୟର ବିଷୟ ପାଲଟିଛି। ତେଲଙ୍ଗାନା…

୧୭୦ ନକ୍ସଲଙ୍କ ଆତ୍ମସମର୍ପଣ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କ ଆଗରେ କରିବେ ସରେଣ୍ଡର

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡରେ ନକ୍ସଲ କରିବେ ଆତ୍ମସମର୍ପଣ। ଏନେଇ ପୋଲିସ ହେଇଛି ସଜବାଜ। ବଡ଼ ନକ୍ସଲଙ୍କ ଚାଲିଛି ଆତ୍ମସମର୍ପଣ ପ୍ରସ୍ତୁତି। ସେଣ୍ଟ୍ରାଲ କମିଟି ମେମ୍ବର ରୁପେଶ ନେତୃତ୍ବରେ ୧୭୦ ନକ୍ସଲ କରିବେ ଆତ୍ମସମର୍ପଣ। ଇନ୍ଦ୍ରାବତୀ ଡିଭିଜନ ଏବଂ ମାଡ୍ ଡିଭିଜନର ୧୫୦ରୁ…

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ: ବାହାର ରାଜ୍ୟରୁ ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୋଲିସ

ବ୍ରହ୍ମପୁର: ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ପୋଲିସ ହାତରେ ସାର୍ପ ସୁଟର ଧରାପଡିଥିବା ସୂଚନା ମିଳୁଛି । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ବ୍ରହ୍ମପୁର ପୋଲିସ। ସେହିପରି ପଶ୍ଚିମବଙ୍ଗରୁ ମଧ୍ୟ ଆଉ ୨ ଜଣଙ୍କୁ ପୋଲିସ ଉଠାଇ ଆଣିଥିବା ସୂଚନା ରହିଛି। ମୁଖ୍ୟ…

Odisha Highcourt: ୭୧୧ ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା

କଟକ: ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା। ୭୧୧ଟି ହିନ୍ଦୀ ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍‌ ପକ୍ଷରୁ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ହିନ୍ଦୀ ଶିକ୍ଷକ ପଦ ପାଇଁ ଏ ପର୍ଯ୍ୟନ୍ତ…

CM Mohan Majhi: ବିହାରରେ ମୁଖ୍ୟମନ୍ତ୍ରୀ ମୋହନଙ୍କ କ୍ୟାମ୍ପେନ୍

ଭୁବନେଶ୍ୱର: ବିହାର ନିର୍ବାଚନ ମୈଦାନରେ ଓଡିଶା ମୁଖ୍ୟମନ୍ତ୍ରୀ। ଷ୍ଟାର କ୍ୟାମ୍ପେନରେ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ବିହାର ଗସ୍ତରେ ଯାଇ ବାଙ୍କା ଜିଲ୍ଲାରେ ବିଜେପି ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ। ଆଦିବାସୀ ପ୍ରବଣ ଏହି ଜିଲ୍ଲାରେ ସେ ବିଧାନସଭା…

Weather Update: ଫେରିଗଲା କି ମୌସୁମୀ? ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଅନୁମାନ। ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହେବ। ଏପଟେ ଦେଶରୁ ସଂପୂର୍ଣ୍ଣ ବିଦାୟ ନେଇଛି ଦକ୍ଷିଣପଶ୍ଚିମ ମୌସୁମୀ…

ଋଷିକେଶରେ ଅଦିନିଆ ରଥଯାତ୍ରାକୁ ନେଇ ନିଜ ପକ୍ଷ ରଖିଲା ଇସ୍କନ

ଭୁବନେଶ୍ୱର: ଅଦିନିଆ ରଥଯାତ୍ରା ଉପରେ ଗୁରୁବାର ଇସ୍କନ ଋଷିକେଶ ପକ୍ଷରୁ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଇସ୍କନ ପକ୍ଷରୁ ଏକ ସୂଚନା ଜାରି କରି କୁହାଯାଇଛି ଯେ, ଅଦିନିଆ ରଥଯାତ୍ରାରେ ଇସ୍କନ ଋଷିକେଶର କୌଣସି ଭୂମିକା ନଥିଲା । ଏହି ରଥଯାତ୍ରା ମଧୁବନ ଆଶ୍ରମ ଦ୍ୱାରା କରାଯାଇଥିଲା । ଏହି…