Latest Odisha News

BREAKING NEWS

Browsing Category

ଓଡିଶା

Odisha

ରିଜର୍ଭ କନଷ୍ଟେବଳଙ୍କ ଝୁଲନ୍ତାଦେହ ଉଦ୍ଧାର

ଭୁବନେଶ୍ବର: ଢେଙ୍କାନାଳ ରିଜର୍ଭ ପୋଲିସରେ କାର୍ଯ୍ୟରତ କନଷ୍ଟେବଳଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଓଏସଏପି କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଯବାନଙ୍କ ନାମ ଶଙ୍କର ପ୍ରଧାନ । ସେ ତାଙ୍କ ପରିବାର ସହ ଢେଙ୍କାନାଳ ଖମାର ସାହିର ଏକ…

ରାଷ୍ଟ୍ରପତି ଭବନରେ ଝାରସୁଗୁଡ଼ାର ଭେଷମତୀ ନାଏକ: ଦକ୍ଷତା, ଦୃଢ଼ତା ଓ ସଫଳତାର ଯାତ୍ରା

ଭୁବନେଶ୍ୱର: ଓଡ଼ିଶା ତଥା ଝାରସୁଗୁଡ଼ା ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି ଭେଷମତୀ ନାଏକ। ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ବ୍ଲକ ଅନ୍ତର୍ଗତ ତିଲେଇମାଲ ଗ୍ରାମର ଝିଅ ଭେଷମତୀ ନାଏକ, ଓରମାସ ଅଧୀନରେ ଡ଼ି.ଡ଼ି.ୟୁ.-ଜି.କେ.ୱାଇ (ଦୀନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନା)ରେ ପ୍ରଶିକ୍ଷିତ ଜଣେ…

କ୍ୟାପିଟାଲ ହସ୍ପିଟାଲରେ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଡାକ୍ତର

ଭୁବନେଶ୍ୱର: ଲାଞ୍ଚ ନେବା ବେଳେ ଧରାପଡିଲେ ଡାକ୍ତର ବାବୁ। ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ସ୍ୱାସ୍ଥ୍ୟକେନ୍ଦ୍ର କ୍ୟାପିଟାଲ ହସ୍ପିଟାଲରେ ଏକ ବଡ଼ଧରଣର ଦୁର୍ନୀତିର ପର୍ଦ୍ଦାଫାସ ହୋଇଛି। ହସ୍ପିଟାଲର ଜଣେ ସହକାରୀ ସର୍ଜନ ଡାକ୍ତର ସତ୍ୟଜିତ୍ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ବିଭାଗ ୩୦ ହଜାର…

ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ମହିଳା ଏସଆଇ ଗିରଫ

ବଲାଙ୍ଗୀର: ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁଙ୍କ ଅପହରଣ ପଛର ଥିବା ରହସ୍ୟ ଧିରେ ଧିରେ ଖୋଲିବାରେ ଲାଗିଛି । ଏହି ଘଟଣାରେ ଆଉ ଦୁଇ ଜଣଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି। ଗିରଫ ଦୁଇ ଜଣଙ୍କ ମଧ୍ୟରୁ ଜଣେ ପୋଲିସ କର୍ମଚାରୀ ଏବଂ ଅନ୍ୟଜଣେ ସାମ୍ବାଦିକ ବୋଲି ଜଣାପଡ଼ିଛି। ଏହି…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏକାଥରେ ମିଳିବ ୫ଟି କିସ୍ତି

ଭୁବନେଶ୍ବର: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। କୋଟିଏରୁ ଅଧିକ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା ଟଙ୍କା। ରାକ୍ଷୀ ପୂର୍ଣ୍ଣିମାରେ ନୟାଗଡରେ ଟଙ୍କା ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ସୂଚନା। ୨୮…

Third flood in Brahmani: ବ୍ରାହ୍ମଣୀ ସମେତ ଏହି ନଦୀରେ ତୃତୀୟ ବନ୍ୟା; ୧୬ ପଞ୍ଚାୟତ ଜଳମଗ୍ନ

ଆଳି:ପୁଣି ରାଜ୍ୟରେ ବନ୍ୟା ସ୍ଥିତି ଦେଖାଦେଇଛି । ବ୍ରାହ୍ମଣୀ,ଖରସ୍ରୋତା ଓ କାଣୀ ନଦୀରେ ତୃତୀୟ ବନ୍ୟା ଆସିଛି । କେନ୍ଦ୍ରାପଡା ଜିଲ୍ଲା ଆଳିର ବ୍ରାହ୍ମଣୀ, ଖରସ୍ରୋତା ଓ କାଣୀ ନଦୀରେ ବନ୍ୟା ଆସି ୧୬ ପଞ୍ଚାୟତ ଜଳମଗ୍ନ ହୋଇଥିବା ସୂଚନା ରହିଛି । ଫଳରେ ଆଳି ଧୋୟା ଅଞ୍ଚଳର ୧୦ଟି ପଞ୍ଚାୟତ ବାହ୍ୟ…

ନନ୍ଦନକାନନରେ ୯ ମାସର ବାଘ ଶାବକ ମୃତ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ୯ ମାସର ଅଣ୍ଡିରା ବାଘ ଶାବକର ମୃତ୍ୟୁ ହୋଇଛି। ବାଘୁଣୀ ଜୟଶ୍ରୀର ପ୍ରଥମ ଗର୍ଭରୁ ଜନ୍ମ ହୋଇଥିଲା ସାଧାରଣ ଲାଲ ରଙ୍ଗର ଅଣ୍ଡିରା ଶାବକ। ଡିସେମ୍ବର ୨୭, ୨୦୨୫ରେ ବାଘ ଅମିତ ଏବଂ ବାଘୁଣୀ ଜୟଶ୍ରୀ ମିଳନରୁ ତିନୋଟି ଛୁଆ ଜନ୍ମ ହୋଇଥିଲା। ସେମାନଙ୍କ…

ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ୧୧ ଜିଲ୍ଲା ପାଇଁ ଏକ ସତର୍କ ସୂଚନା ଜାରି କରିଛି।ଯେଉଁଥିରେ ଘଡ଼ଘଡ଼ି ଏବଂ ବିଜୁଳି ସହିତ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ସୂଚନା ଅନୁଯାୟୀ, ଆଗାମୀ ତିନି ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,…

ଲଘୁଚାପ ପ୍ରଭାବରେ ଅଶାନ୍ତ ସମୁଦ୍ର: ମତ୍ସ୍ୟଜୀବୀଙ୍କ ପାଇଁ ଲାଗିଲା କଟକଣା

ଭୁବନେଶ୍ୱର: ଆଜି ଅବପାତ ରୂପ ନେବ ଲଘୁଚାପ। ୨୦ ଯାଏ ଭୀଷଣ ବର୍ଷିବ। ଆଉ ୨୬ ବେଳକୁ ଚତୁର୍ଥ ଲଘୁଚାପ ସମ୍ଭାବନା ରହିଛି। ଏପରି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର ଅପରାହ୍ନ…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଘରେ ଶୋଇଥିବାବେଳେ ଚାଲିଗଲା ଆଈ-ନାତିଙ୍କ ଜୀବନ

ବାଲେଶ୍ବର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଲଗାଣ ବର୍ଷାରେ ବେହାଲ ସାରା ଓଡିଶା। ବିଶେଷ କରି ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଲୋକେ ଜଳବନ୍ଦୀ ଜୀବନ କାଟୁଛନ୍ତି। ଏହି ସମୟରେ ବାଲେଶ୍ୱର ଜିଲ୍ଲା ଜଳେଶ୍ବର ଥାନା ନେତୁଆ ପଞ୍ଚାୟତ…