Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାସନକାର୍ଡର ମୃତ ହିତାଧିକାରୀଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ

ଭୁବନେଶ୍ଵର: ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ । ସେ କହିଛନ୍ତି ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ,ତାହା ଦେଢ଼ଗୁଣା ସେହି ବ୍ୟକ୍ତିଙ୍କ ଠାରୁ…

Database Management System 3.0: ଠିକାଦାର ଡାଟାବେସ ମ୍ୟାନେଜମେଣ୍ଟ ସିଷ୍ଟମ 3.0ର ଶୁଭାରମ୍ଭ

ଭୁବନେଶ୍ୱର: ରାଜ୍ୟରେ ପୂର୍ତ୍ତ ବିଭାଗରେ କାମ କରୁଥିବା ଠିକାଦାରମାନଙ୍କ ପାଇଁ ନୂଆ ବ୍ୟବସ୍ଥା। ଠିକାଦାର ପରିଚାଳନା ବ୍ୟବସ୍ଥାକୁ ଅଧିକ ସ୍ବଚ୍ଛ, ସରଳ ଓ କାର୍ଯ୍ୟକ୍ଷମ କରିବାକୁ ଠିକାଦାର ଡାଟାବେସ ମ୍ୟାନେଜମେଣ୍ଟ ସିଷ୍ଟମ 3.0ର ଶୁଭାରମ୍ଭ ହୋଇଛି। ପୂର୍ତ୍ତ ବିଭାଗ ବ୍ୟତୀତ ଜଳ ସମ୍ପଦ,…

PUCC Certificate: ପିୟୁସିସି ସାର୍ଟିଫିକେଟ ଥିଲେ ଛାଡ଼ ହେବ ପୂର୍ବ ଜରିମାନା

ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର ଥିଲେ ପୂର୍ବ ଜରିମାନା ଛାଡ଼ କରାଯିବ। ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ବାହାର କରିବା ବେଳେ ପୂର୍ବରୁ ଥିବା ପ୍ରଦୂଷଣ ନିୟମ ଉଲ୍ଲଂଘନଜନିତ ଜରିମାନାକୁ ସରକାରଙ୍କ ପକ୍ଷରୁ କ୍ଷମା କରି ଦିଆଯାଉଛି। କେବଳ ଥରେ କି ଦୁଇଥର ନୁହେଁ ପୂର୍ବରୁ ଯେତେଥର ବି ପ୍ରଦୂଷଣଜନିତ…

ଟ୍ରାନ୍ସଜେଣ୍ଡରଙ୍କୁ ସମାନ ସୁଯୋଗ ପାଇଁ ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ବର: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ/ଟ୍ରାନ୍ସଜେଣ୍ଡର ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC ।ଟ୍ରାନ୍ସଜେଣ୍ଡରଙ୍କୁ ଏକ ଲିଙ୍ଗ ବିକଳ୍ପ ଭାବରେ ବିଚାର କରିବାକୁ ପରାମର୍ଶ ଦେଇଛନ୍ତି । ତୃତୀୟ ଲିଙ୍ଗ/ଟ୍ରାନ୍ସଜେଣ୍ଡରଙ୍କୁ ସମାନ ସୁଯୋଗ ପାଇଁ ଓଡ଼ିଶା…

‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ପୋର୍ଟାଲ ରାଜ୍ୟ ଅର୍ଥ କମିଶନ (SFC) ଏବଂ କେନ୍ଦ୍ର…

ରାଜ୍ୟର ବିଶିଷ୍ଟ ପର୍ଯ୍ୟଟନସ୍ଥଳୀ ବୁଲି ଦେଖିବେ ୨୬୦ ଜଣ ସ୍ବେଚ୍ଛାସେବୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ରାଜ୍ୟ ଏନ. ଏସ. ଏସ ଶାଖା ପକ୍ଷରୁ ଓଡ଼ିଶା ଦର୍ଶନ କାର୍ଯ୍ୟକ୍ରମ-୨୦୨୬ ଆରମ୍ଭ ହୋଇଛି। ଏହି ଓଡ଼ିଶା ଦର୍ଶନ କାର୍ଯ୍ୟକ୍ରମ ଜାନୁଆରୀ ୨୮ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ରାଜ୍ୟର ପ୍ରାୟ ୨୬୦ ଜଣ ଏନ. ଏସ.ଏସ…

Tobacco Ban:ଓମଫେଡ୍‌ ବୁଥରେ ଗୁଟଖା ବିକିଲେ ଆକ୍ସନ…ହେବ ଲାଇସେନ୍ସ ବାତିଲ

ଭୁବନେଶ୍ବର:ବିଏମ୍‌ସି ଅଞ୍ଚଳରେ ଗୁଟ୍‌ଖା ବିକ୍ରି ସମ୍ପୂର୍ଣ୍ଣ ନିଷେଧ । ଭେଣ୍ଡିଂ ଜୋନ୍,ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ବିଏମ୍‌ସି(ଭୁବନେଶ୍ଵର ମହାନଗର ନିଗମ)ର ଚେତାବନୀ । ଆଜି ବିଏମସିର କର୍ପୋରେସନ ବୈଠକରେ ଏହି ନିଷ୍ପତି ହୋଇଛି । ରାଜ୍ୟ ସରକାର…

Boost Agricultural Research: କୃଷି ଗବେଷଣାକୁ ସୁଦୃଢ଼ କରିବା ପାଇଁ ସିୟୁଓ ଓ ଓୟୁଏଟି ମଧ୍ୟରେ ଏମଓୟୁ ସ୍ବାକ୍ଷର

ଭୁବନେଶ୍ବର: କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ଓ ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ପ୍ରଯୁକ୍ତି ବିଶ୍ୱବିଦ୍ୟାଳୟ (ଓୟୁଏଟି) ମଧ୍ୟରେ କୃଷି ଏବଂ ସହଯୋଗୀ କ୍ଷେତ୍ରରେ ଗବେଷଣା, ନବୋନ୍ମେଷ ଓ ବିସ୍ତାର କାର୍ଯ୍ୟକଳାପକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ…

Sundarpada Explosion Case: NIA ହାତରେ ସୁନ୍ଦରପଦା ବିସ୍ଫୋରଣର ତଦନ୍ତ ଭାର; କେଉଁ ଉଦ୍ଦେଶ୍ୟରେ ବୋମା…

ଭୁବନେଶ୍ବର: ଭୁବନେଶ୍ବର ସୁନ୍ଦରପଦା ନିୟୁ ଆଜାଦ ନଗର ବୋମା ବିସ୍ଫୋରଣ ଘଟଣାରେ ଆରମ୍ଭ ହୋଇଛି NIA ତଦନ୍ତ । NIAର ଟିମ୍ ଆଜି ସ୍ପଟ୍ ଭିଜିଟ୍ କରିବା ସହ ଯାଞ୍ଚ ଆରମ୍ଭ କରିଛି । ଘର ମାଲିକଙ୍କଠାରୁ ଆରମ୍ଭ କରି ଏକାଧିକ ଲୋକଙ୍କୁ ଜେରା କରିଛି ନ୍ୟାସନାଲ୍ ଇନଭେଷ୍ଟିଗେସନ୍ ଏଜେନ୍ସି । ଏହି…

ଜାନୁଆରୀ ୩୦ ଯାଏଁ ରାଜ୍ୟରେ ଘନ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର: ଆଗାମୀ ଦୁଇ ଦିନ ମଧ୍ୟରେ ଅର୍ଥାତ୍ ଜାନୁଆରୀ ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଚାରୋଟି ସ୍ଥାନରେ ଘନ କୁହୁଡ଼ି ଦେଖାଯିବ। ଏହି ୪ ଜିଲ୍ଲା ମଧ୍ୟରେ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଭାରତୀୟ ପାଣିପାଗ…