Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସ SI ମହାଘୋଟାଲା: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ୬ଜଣଙ୍କ ଜାମିନ ଆବେଦନ

ଭୁବନେଶ୍ୱର: ଓଡ଼ିଶା ପୋଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି(୩୨) ସମେତ ୬ଜଣ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହାର ଶୁଣାଣି ୧୩ ତାରିଖରେ ହେବ ବୋଲି ଜଣାଯାଇଛି।…

List Of Government Holidays: ପ୍ରକାଶ ପାଇଲା ୨୦୨୬ ବର୍ଷ ପାଇଁ ସରକାରୀ ଛୁଟି ତାଲିକା, ଜାଣନ୍ତୁ କେତେଦିନ ମିଳିବ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପାକ୍ଷରୁ ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ଛୁଟି ତାଲିକା। ନିଜ କର୍ମଚାରୀଙ୍କ ପାଇଁ ସରକାରୀ ଛୁଟି ଏବଂ ଇଚ୍ଛାଧୀନ ଛୁଟି ତାଲିକା ପ୍ରକାଶ କରିଛନ୍ତି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ ୨୯ଟି ସରକାରୀ…

Winter In Odisha: ରାଜ୍ୟରେ କଲବଲ କରିବ ଶୀତ; ଆହୁରି ୩ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ବୃଦ୍ଧି ପାଉଥିବା ବେଳେ ଆଗାମୀ ଦିନରେ ଆହୁରି କଲବଲ କରିବ ଶୀତ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ୨-୩°C ହ୍ରାସ ପାଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି। ସେହିଭଳି ଝାରସୁଗୁଡ଼ା, କନ୍ଧମାଳ ଓ…

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡ. ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର: ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା ଡ. ସୌମ୍ୟା ସ୍ୱାମୀନାଥନ ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଡ. ସ୍ୱାମୀନାଥନ ଓଡିଶାରେ ନବୀନ ପଟ୍ଟନାୟକଙ୍କ…

Dhanu Yatra: ଡ଼ିସେମ୍ବର ୨୪ରୁ ଆରମ୍ଭ ବରଗଡ଼ ଧନୁଯାତ୍ରା ଆରମ୍ଭ

ବରଗଡ଼: ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ଚାଲିବ । ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥିପାଇଁ ୧୫ ତାରିଖରୁ ବିଭିନ୍ନ ଚରିତ୍ର ପାଇଁ କଳାକାର…

Nuapada Election: ନୂଆପଡାରେ ଭୟଙ୍କର ଭୋଟ ଚୋରୀ ହୋଇଛି: ଭକ୍ତ

ଭୁବନେଶ୍ୱର: ଏକ ପ୍ରେସବାର୍ତ୍ତା ମାଧ୍ୟମରେ ଓଡିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଗମ୍ଭୀର ଅଭିଯୋଗ କରିଛନ୍ତି । ସେ କହିଛନ୍ତି, ବର୍ତ୍ତମାନ ଭୟଙ୍କର ଭାବେ ଭୋଟ ଚୋରୀ ଆରମ୍ଭ ହୋଇଯାଇଛି । ପୋଲିସ ବଳର ସମ୍ପୂର୍ଣ୍ଣ ଅପ ପ୍ରୟୋଗ କରାଯାଇଛି । କୋମନାର ଜିତମିତ୍ର ହାଇସ୍କୁଲ ବୁଥରେ ଜଣେ…

Six Maoists Died: ୬ କ୍ୟାଡର ମାଓବାଦୀ ନିହତ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । ମାଓବାଦୀ ଏବଂ ପୋଲିସ ମଧ୍ୟରେ ଗୁଳିବିନିମୟ ଘଟି ୬ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ତେବେ ଏହି ୬ ମୃତକଙ୍କ ମଧ୍ୟରେ ରହିଛନ୍ତି…

ଡିସେମ୍ବର ୧୭ ତାରିଖରେ ଓଟିଇଟି ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ଡିସେମ୍ବର ୧୭ ତାରିଖରେ ଓଟିଇଟି-୨୦୨୫ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଦୁଇଟି ସିଟିଂରେ ପରୀକ୍ଷା କରାଯିବ ।…

ଏସଆଇ ନିଯୁକ୍ତି ଦୁର୍ନୀତି ମାମଲା; ତଦନ୍ତ କରିବ ସିବିଆଇ

ଭୁବନେଶ୍ୱର: ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ତଦନ୍ତ ସିବିଆଇ ଦ୍ବାରା କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅକ୍ଟୋବର ୨୨ରେ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ। ଯାହାକୁ ବର୍ତ୍ତମାନ୍ ଅନୁମୋଦନ ମିଳିଥିବା ନେଇ ଏକ ସରକାରୀ ବିଜ୍ଞପ୍ତିରେ କୁହାଯାଇଛି। ସୂଚନାଯୋଗ୍ୟ ଯେ,…

ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବରେ ଏଏମ୍/ଏନ୍ଏସ୍ ଇଣ୍ଡିଆର ଆକର୍ଷଣୀୟ ଷ୍ଟଲ…

ପାରାଦୀପ: କଳିଙ୍ଗ ବାଲିଯାତ୍ରା ମହୋତ୍ସବରେ ଆର୍ସଲର ମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ପାରାଦୀପର ବିଜୁ ମଇଦାନରେ ଏକ ଷ୍ଟଲ୍ ସମସ୍ତଙ୍କୁ ଆକର୍ଷିତ କରିଥିଲା। ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ ଏବଂ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ…