Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତାକାଲି ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ 

ପୁରୀ: ସୋମବାର ଦିନ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନିତିକାନ୍ତି ପାଇଁ ପୁରୀର ଶ୍ରୀଜଗନ୍ନାଥ ମନ୍ଦିରରେ ଚାରି ଘଣ୍ଟା ପାଇଁ ସାର୍ବଜନୀନ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ରବିବାର ଏନେଇ ସୂଚନା ଦେଇଛି।…

Heavy Rainfall: ଏହି ଜିଲ୍ଲାକୁ ରେଡ୍ ଆଲର୍ଟ;ଆସନ୍ତାକାଲି ସମସ୍ତ ସ୍କୁଲ୍,କଲେଜ, ଅଙ୍ଗନବାଡ଼ି ବନ୍ଦ

କେନ୍ଦୁଝର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିବା ପରେ କେନ୍ଦୁଝର ଜିଲ୍ଲାପାଳ ସୋମବାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ,କଲେଜକ ସହିତ…

ଓଡ଼ିଶା DGP ଭାବେ ଅତିରିକ୍ତ ଦାୟିତ୍ବ ନେଲେ ବିନୟତୋଷ ମିଶ୍ର

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ରବିବାର ଦିନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଏବଂ ପୋଲିସ ବାହିନୀର ମୁଖ୍ୟ ଭାବରେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୱାଇ ବି ଖୁରାନିଆଙ୍କ ସ୍ଥାନ ନେଇଛନ୍ତି। ସେ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପାଇଁ ରାଜ୍ୟ ସରକାରଙ୍କୁ…

ଘରକୁ ଫେରୁଥିଲେ RI…ହାଣିଦେଲେ ଦୁର୍ବୃତ୍ତ

ପିପିଲି: ଦୁର୍ବୃତ୍ତମାନେ ରାଜସ୍ବନିରୀକ୍ଷକଙ୍କୁ ବିଳମ୍ବିତ ରାତିରେ ହାଣିଲେ । ବିଳମ୍ବିତ ରାତିରେ ପିପିଲି ବ୍ଲକ୍ ମାଟିଆପଡ଼ା RI ଆଶୁତୋଷ ସାହୁ ଘରକୁ ଫେରୁଥିବା ବେଳେ ଏଭଳି ଘଟଣା ଘଟିଛି। ପିପିଲି ଆଠବାଟିଆ ଠାରେ ଆରଆଇ ସାହୁଙ୍କ ମୁଣ୍ଡକୁ ଦୁର୍ବୃତ୍ତମାନେ ହାଣି ଦେଇଥିଲେ। ଶାବଳରେ ମରଣାନ୍ତକ…

ଖୁବଶୀଘ୍ର ଭୁବନେଶ୍ୱର ଆସିବେ ଜେପି ନଡ୍ଡା: ମନମୋହନ ସାମଲ 

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଖୁବ୍ ଶୀଘ୍ର ଭୁବନେଶ୍ୱର ଗସ୍ତରେ ଆସିବେ। ଏନେଇ ଓଡ଼ିଶା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ରବିବାର ସୂଚନା ଦେଇଛନ୍ତି। ଆଗାମୀ ଗସ୍ତ ସମ୍ପର୍କରେ ସାମ୍ବାଦିକମାନଙ୍କ ସହ ଆଲୋଚନା କରି ସେ କହିଛନ୍ତି ଯେ କେନ୍ଦ୍ର ମନ୍ତ୍ରୀ…

ବର୍ଷା ଓ ବନ୍ୟା ପାଇଁ ସରକାରୀ ଅଫିସରଙ୍କ ଛୁଟି ବାତିଲ;୩ଜିଲ୍ଲାକୁ ଗଲେ ୩ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର:ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।…

ବନ୍ୟା ମୁକାବିଲା; ଭଦ୍ରକରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

ଭୁବନେଶ୍ୱର: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାପାଳ ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶନାମା ଅନୁଯାୟୀ ସ୍ଥିତି ତଦାରଖ ଏବଂ ଦ୍ରୁତ ପ୍ରତିକ୍ରିୟା ସୁନିଶ୍ଚିତ କରିବା ପାଇଁ ସମସ୍ତ କର୍ମଚାରୀଙ୍କୁ…

ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ୍ ଓ ଟ୍ରେଲର ମୁହାଁମୁହିଁ ଧକ୍କା

ସମ୍ବଲପୁର: ୫୫ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଏବଂ ମାଲବାହୀ ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି। ଦୁର୍ଘଟଣା ଯୋଗୁଁ ଜାତୀୟ ରାଜପଥରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ରୂପେ ବ୍ୟାହତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରବିବାର ପ୍ରତ୍ୟୁଷରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରାୟ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ଅଛି ବୋଲି ଭାରତୀୟ…

ବଲାଙ୍ଗୀର ବ୍ୟବସାୟୀ ଅପହରଣ ମାମଲାରେ ନୂଆ ଟ୍ୱିଷ୍ଟ: ‘ହନୁମାନ ପଇସା’ ଓ ୨.୭୦ କୋଟି ଟଙ୍କା କାରବାରରୁ…

ବଲାଙ୍ଗୀର: ବହୁଚର୍ଚ୍ଚିତ ବ୍ୟବସାୟୀ ନରେନ୍ଦ୍ର ସାହୁଙ୍କ ଅପହରଣ ମାମଲାରେ ଦିନକୁ ଦିନ ନୂଆ ରହସ୍ୟ ସାମ୍ନାକୁ ଆସୁଛି। ଏହି ଅପହରଣ ଘଟଣା ପଛରେ ଏବେ ଏକ ବଡ଼ ଧରଣର ଆର୍ଥିକ କାରବାର ତଥା 'ହନୁମାନ ପଇସା' ରହସ୍ୟ ଲୁଚି ରହିଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି। ରବିବାର ଦିନ ଉଭୟ ଅପହୃତ ବ୍ୟବସାୟୀ…