Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସ କବଜାରେ ଆନ୍ତଃରାଜ୍ୟ କଫ ସିରଫ ରାକେଟ୍; ୧୫୦୦ ବୋତଲ ଜବତ

ବରଗଡ଼: ବରଗଡ଼ ପୋଲିସ ଅପରାଧ ନିୟନ୍ତ୍ରଣ ପାଇଁ ଚଢ଼ାଉ କରୁଛି । ସୋମବାର ବିଭିନ୍ନ ସ୍ଥାନରେ ହୋଇଥିବା ଚଢ଼ାଉରୁ ୧୫୦୦ କଫ ସିରଫ ଜବତ କରିବା ସହ ୫ ଦେଶୀ ବନ୍ଧୁକ, ୨୦ଟି ଜୀବନ୍ତ ଗୁଳି, ୩ ଟି ଅଫୁଟା ଗୁଳି,୧୬ଟି ମୋବାଇଲ ,୫ ଚାରିଚକିଆ ଯାନ ସହ ନଗଦ ୫୭ ହଜାର ୨୦୦ ଟଙ୍କା ଜବତ କରିଛି ପୋଲିସ।…

ଓଡ଼ିଶା ପୋଲିସ ମୁଖ୍ୟାଳୟରେ ମହାରାଷ୍ଟ୍ର ପୋଲିସର ସ୍ୱତନ୍ତ୍ର ଟିମ: ବିଭିନ୍ନ ଡିଜିଟାଲ୍ ମଡ୍ୟୁଲ୍‌ର କଲେ ସୁପରିଚାଳନା

ଭୁବନେଶ୍ୱର: ମହାରାଷ୍ଟ୍ର ପୋଲିସର ଏକ ସ୍ୱତନ୍ତ୍ର ଟିମ ଓଡ଼ିଶା ପୋଲିସ ମୁଖ୍ୟାଳୟ, କଟକକୁ ଗସ୍ତ କରି ଓଡ଼ିଶା ପୋଲିସ ଦ୍ୱାରା ବିକଶିତ ଏବଂ ସଫଳ ଭାବରେ ରୂପାୟିତ ହୋଇଥିବା ଉନ୍ନତ ବୈଷୟିକ ଜ୍ଞାନ କୌଶଳର ପ୍ରୟାସ ସମ୍ପର୍କରେ ଅଧ୍ୟୟନ କରିଛନ୍ତି। ବିଭିନ୍ନ ଡିଜିଟାଲ୍ ମଡ୍ୟୁଲ୍‌ର ସୁପରିଚାଳନା…

କଟକରେ ଇଣ୍ଟରନେଟ୍ କଟକଣା ଆଉ ୨୪ ଘଣ୍ଟା ବୃଦ୍ଧି; ଆସନ୍ତାକାଲି ସନ୍ଧ୍ୟା…

କଟକ: କଟକରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା । ଆଜି ସନ୍ଧ୍ୟାରୁ ଆସନ୍ତାକାଲି ସନ୍ଧ୍ୟା ଯାଏଁ ୭ ଟା ଯାଏ କଟକଣା ବୃଦ୍ଧି କରାଯାଇଛି । ଏନେଇ ଗୃହ ବିଭାଗକୁ ପ୍ରସ୍ତାବ ଦେଇଥିଲେ ଜିଲ୍ଲାପାଳ । କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ମା ଦୁର୍ଗାଙ୍କ ବିସର୍ଜନ ଶୋଭାଯାତ୍ରା…

ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ନେଇ ତାରିଖ ଘୋଷଣା କଲା CHSE

କଟକ: ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ନେଇ ତାରିଖ ଘୋଷଣା କଲା CHSE। ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ। ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ। ୨୦୦ ଟଙ୍କା ଫାଇନ୍‌ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍‌। ୬ ଶହ ଟଙ୍କା…

ବହୁଚର୍ଚ୍ଚିତ ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା; ଆଉ ଜଣେ ଅଭିଯୁକ୍ତ ଗିରଫ

ବାଲେଶ୍ୱର: ବହୁଚର୍ଚ୍ଚିତ ପୋଲିସ ଏସ୍‌ଆଇ ପରୀକ୍ଷା ନିଯୁକ୍ତି ଜାଲିଆତି ଘଟଣା । ଆଉ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ l ଗିରଫ ଅଭିଯୁକ୍ତ ହେଲେ ସଦର ବ୍ଲକ ଚାନ୍ଦିପୁର ଥାନା ତପସ୍ବୀ ଗ୍ରାମର ଯୁବକ ଚନ୍ଦନ ମଲ୍ଲିକ । ସେ ଜଣେ ଯୁବନେତା ଓ ସମାଜସେବୀ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା…

କଟକ ଗଣ୍ଡଗୋଳ: ‘କିଛି ଅସାମାଜିକ ବ୍ୟକ୍ତି ଜେଲରୁ ମୁକୁଳି ଆସି ଏହି ବିଶୃଙ୍ଖଳା କରିଛନ୍ତି’

କଟକ: କଟକ ସହରରେ ବିଶୃଙ୍ଖଳା ଘଟଣାରେ ସାଂସଦ ଭର୍ତ୍ତୃହରି ମହତାବ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ, କିଛି ଅସାମାଜିକ ବ୍ୟକ୍ତି ଜେଲରୁ ମୁକୁଳି ଆସି ଏହି ବିଶୃଙ୍ଖଳା ସୃଷ୍ଟି କରିଛନ୍ତି । ମୋ ପାଖରେ ଯେଉଁ ସୂଚନା ଥିଲା, ତାହା ମୁଁ ପୂର୍ବରୁ ଜଣାଇ ଦେଇଥିଲି। କିଛି…

ନୂଆପଡା ଉପନିର୍ବାଚନ ତାରିଖ ଘୋଷଣା; ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୦

ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ଗତ ସେପ୍ଟେମ୍ବର ୮ରେ ନୂଆପଡା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡା ଆସନ ଖାଲି ପଡିଛି । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ସୂଚନା ଦେଇଛନ୍ତି ଯେ…

SI ପରୀକ୍ଷା ଅନିୟମିତତା, ମାଷ୍ଟର କ୍ୟାଣ୍ଟିନରେ ବିଜେଡିର ହାଲ୍ଲା ବୋଲ୍‌

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ପରିଚାଳନାରେ ଅନିୟମିତତା ପ୍ରସଙ୍ଗରେ ରାସ୍ତାକୁ ଓହ୍ଲାଇଛି ବିଜେଡି । ଦୁର୍ନୀତି ଘଟଣାର ସିବିଆଇ ତଦନ୍ତ ଦାବି କରି ଯୁବ,ଛାତ୍ର ବିଜେଡି ତରଫରୁ ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ଘଟଣାରେ ଯିଏ ବି ସମ୍ପୃକ୍ତ ଅଛନ୍ତି ତାଙ୍କ ବିରୋଧରେ…

ନୂଆପଡାବାସୀଙ୍କୁ ୧୧୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆପଡା ଜିଲ୍ଲାରେ ୧୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏନେଇ ସେ 'ଏକ୍ସ'ରେ ଏକ ପୋଷ୍ଟ ମଧ୍ୟ କରିଛନ୍ତି। "ଆଜି ମୁଁ ନୂଆପଡ଼ା ଜିଲ୍ଲା ପାଇଁ ମୋଟ୍ ୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲି।…

କଟକ ବିଶୃଙ୍ଖଳା: ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହନ୍ତୁ: ମୁଖ୍ୟମନ୍ତ୍ରୀ

କଟକ: ଦଶହରା ସମୟରେ ଦୁର୍ଗାପୂଜା ମେଢ଼ ଭସାଣ ବେଳେ କଟକ ସହରରେ ଆରମ୍ଭ ହୋଇଥିବା ଉତ୍ତେଜନା ବିଷୟରେ ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅପିଲ କରିଛନ୍ତି । ଏହା ସହ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ମିଛ ଓ…