Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ପାଇଁ ଟ୍ରାଫିକ କଟକଣା…

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ୨୪ ତାରିଖଠାରୁ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ବହୁ ସଂଖ୍ୟକ ଦର୍ଶକ ଏବଂ ଯାନବାହାନ ଭିଡ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବରଗଡ ସହରର ବିଭିନ୍ନ ରାସ୍ତା ମାନଙ୍କରେ ଯାନବାହନ ଗୁଡିକର ସୁନିୟନ୍ତ୍ରିତ…

Odisha Vigilance: ଗିରଫ ହେଲେ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ

ବାଲେଶ୍ବର: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହେଲେ ସିଭିଲ ସପ୍ଲାଏ ଅଫିସ୍ ର ଜୁନିଅର ଆକାଉଣ୍ଟାଣ୍ଟ ରବୀନ୍ଦ୍ର କୁମାର ବାରିକ । ଗତକାଲି ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ସୁନ୍ଦରଗଡ଼ ଶ୍ରୀରାମ ନଗରସ୍ଥିତ ଭଡ଼ାଘର ସହ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଥିଲା ।…

MLA Salary Hike case: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ଗ୍ରହଣ କଲେନି ହାଇକୋର୍ଟ

କଟକ: ବିଧାୟକଙ୍କ ଦରମା ବୃଦ୍ଧି ମାମଲା । ହାଇକୋର୍ଟରେ ବିଧାୟକଙ୍କ ଦରମା ବୃଦ୍ଧି ମାମଲା ଗ୍ରହଣ ହେଲା ନାହିଁ । AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ ଯୁକ୍ତି ପରେ ଗ୍ରହଣ କଲେନି ହାଇକୋର୍ଟ । ପ୍ରିମାଚ୍ୟୁର କହି ମାମଲାକୁ ଗ୍ରହଣ କଲେନି ହାଇକୋର୍ଟ । ବିଧିବଦ୍ଧ ବିଜ୍ଞପ୍ତି ହୋଇ ନଥିବା ଦର୍ଶାଇ…

ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ୍ ବସ; ୨୦ ଛାତ୍ର ଆହତ

ଭୁବନେଶ୍ୱର: ସୋନପୁର ଡୁଙ୍ଗୁରିପାଲି ନିକଟରେ ଜାତୀୟ ରାଜପଥ ୧୨୬(A)ରେ ମଙ୍ଗଳବାର ସ୍କୁଲ ପିକନିକ୍ ପାଇଁ ଯାଉଥିବା ଗୋଟିଏ ବସ୍ ଏକ ଟ୍ରାକ୍ଟରକୁ ଧକ୍କା ଦେଇଥିଲା। ଯାହାଫଳରେ ଅତି କମରେ ୧୯ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଇନ୍ଦୁରେଖା ରାଇସ୍ ମିଲ୍ ନିକଟରେ ସାଲେପାଲି ଗାଁ ନିକଟରେ ଏହି…

ରାଜ୍ୟରେ ଗତ ୭ ବର୍ଷ ଭିତରେ ନିଖୋଜ ହୋଇଛନ୍ତି ୨୫ ହଜାରରୁ ଅଧିକ ଶିଶୁ, ସର୍ବାଧିକ ରହିଛନ୍ତି ନାବାଳିକା…

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି ଶିଶୁ ନିଖୋଜ ସଂଖ୍ୟା । ଗତ ୭ ବର୍ଷରେ କେତେ ଶିଶୁ ନିଖୋଜ ହୋଇଛନ୍ତି ସେନେଇ ରିପୋର୍ଟ ପ୍ରକାଶ ପାଇଛି । ରିପୋର୍ଟ ଅନୁସାରେ, ଗତ ୭ ବର୍ଷ ଭିତରେ ରାଜ୍ୟରେ ୨୫ ହଜାର ୪୩୮ ଜଣ ଶିଶୁ ନିଖୋଜ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ସର୍ବାଧିକ ନାବାଳିକା ଅଛନ୍ତି ।…

୧୪ କୋଟି ଠକେଇ ଅଭିଯୋଗ; ବିଳାସପୂର୍ଣ୍ଣ କାର, ଦାମୀ ସାମଗ୍ରୀ ଜବତ

ଭୁବନେଶ୍ୱର: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ଅଧିକାରୀଙ୍କ ପରିଚୟ ନେଇ ଏକ ବଡ଼ ଧରଣର ଠକେଇ ରାକେଟର ପର୍ଦ୍ଦାଫାଶ। ଏହି ଘଟଣାରେ ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (EOW) ଗିରଫ ଅଭିଯୁକ୍ତଙ୍କ ବିଳାସପୂର୍ଣ୍ଣ କାର, ଉଚ୍ଚମାନର ମୋବାଇଲ୍ ଫୋନ୍ ଏବଂ ବୃତ୍ତିଗତ ଉପକରଣ ସମେତ ବିଭିନ୍ନ…

ଟ୍ରେନ ଶୌଚାଳୟ ପାଖରେ ଯାତ୍ରା ପ୍ରସଙ୍ଗ: ଖେଳାଳିଙ୍କୁ ଅଣଦେଖାର ତଦନ୍ତ ହେବ

ଭୁବନେଶ୍ବର: ଟ୍ରେନର ଶୌଚାଳୟ ପାଖରେ ବସି ଓଡ଼ିଶାର କୁସ୍ତି ଖେଳାଳି ଉତ୍ତରପ୍ରଦେଶ ଯିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାର ସତ୍ୟାସତ୍ୟ ଉପରେ ସରକାର ଅନୁଧ୍ୟାନ କରିବେ।…

Puri Drowning Rescue: ଟଳିଗଲା ବଡ ଅଘଟଣ …ବୁଡ଼ି ଯାଉଥିବା ୪ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ: ପୁରୀକୁ ପର୍ଯ୍ୟଟକଙ୍କ ଛୁଟୁଛି ସୁଅ । ମହାପ୍ରଭୁଙ୍କ ଦର୍ଶନ ସହ ସମୁଦ୍ରରେ ସ୍ନାନ କରିଛନ୍ତି । ତେବେ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଇଥିଲେ ପର୍ଯ୍ୟଟକ । ଚୈତନ୍ୟ ଛକ ସମ୍ମୁଖ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଇଥିଲେ ।ସମୁଦ୍ର ଭିତରକୁ ଲମ୍ଫ ଦେଇ ୪ ପର୍ଯ୍ୟଟକଙ୍କୁ ଉଦ୍ଧାର…

ପୋଲିସ ଖୋଲିବ ହ୍ୟୁମାନ ମୃତ୍ୟୁ ରହସ୍ୟ, ଚିନ୍ତାରେ ୯ ଜଣ

ଭୁବନେଶ୍ୱର: ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ଥିବା ବିବାଦ ଏବେ ବି କମିନି। ମା ଶେଫାଳୀ ସୁନା ଏତଲା ଦେବା ପରେ କଟକ ଅତିରିକ୍ତ ଡିସିପି ଅମରେନ୍ଦ୍ର ପଣ୍ଡା ପ୍ରତିକ୍ରିୟା ରଖିଛନ୍ତି। ମୋଟ ୯ଜଣଙ୍କ ନାଁରେ ଏତଲା ଦେଇଛନ୍ତି ଶେଫାଳୀ ସୁନା, ଆଉ ସେହି ଏତଲାକୁ ଭିତ୍ତି କରି ତଦନ୍ତ ହେବ ବୋଲି ସେ…

ଆହୁରି ସହଜ ହେବ ସ୍ବାସ୍ଥ୍ୟସେବା; ୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସ୍ୱାସ୍ଥ୍ୟ ସେବାରେ ଯୋଡି ହେଲା ଆଉ ଏକ ନୂତନ ଅଧ୍ୟାୟ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି । ସୂଚନାଯୋଗ୍ୟଯେ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ…