Latest Odisha News

BREAKING NEWS

Browsing Category

ଓଡିଶା

Odisha

ହସ୍ପିଟାଲରୁ ଡିସଚାର୍ଜ ହେଲେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ପ୍ରିୟଙ୍କା ମାରାଣ୍ଡି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡିଙ୍କର ଏସସିବି ମେଡିକାଲରେ ସଫଳ ଅସ୍ତ୍ରୋପଚାର ହୋଇଥିଲା। ଯାହା ପରେ ଆଜି ମେଡିକାଲରୁ ତାଙ୍କୁ ଡିସଚାର୍ଜ କରାଯାଇଛି। ଅଧିକ ପଢନ୍ତୁ- ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀଙ୍କର ହେଲା ସଫଳ ଅସ୍ତ୍ରୋପଚାର, ସ୍ଥିର ରହିଛି…

Mohan Meets Naveen: କାହିଁକି ନବୀନଙ୍କୁ ଭେଟିଲେ ମୋହନ?

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ 10ରୁ 15ମିନିଟ ରହିଥିଲେ। ନିକଟରେ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି ନବୀନ। ପୂର୍ବରୁ ମୁମ୍ବାଇରେ ଚିକିତ୍ସିତ ହୋଇ ଫେରିଥିଲେ। ତାଙ୍କୁ ଭେଟି…

Marijuana Seized: ପୁଣି ଭୁବନେଶ୍ବର ବିମାନ ବନ୍ଦରରୁ ୪ କୋଟିର ମାରିଜୁଆନା ଜବତ

ଭୁବନେଶ୍ୱର: ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ପୁଣି ୪ କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି । ଜବତ କଲା ଡିଆରଆଇ । ବ୍ୟାଙ୍କକରୁ ଭୁବନେଶ୍ୱର ଆଣିବା ବେଳେ ଧରିଲା କଷ୍ଟମ୍ ବିଭାଗ । ମାମଲାରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମ୍ ବିଭାଗ ।  ଏହି ୨ ଜଣ…

ଡିଗ୍ରୀ ଦେବାରେ ବିଫଳ କଲେଜ, ୨୯ ଛାତ୍ରଛାତ୍ରୀଙ୍କୁ ୧ ଲକ୍ଷ ଲେଖାଏଁ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଏକ ଘରୋଇ କଲେଜ ୨୯ ଜଣ ଇଞ୍ଜିନିୟରିଂ ସ୍ନାତକଙ୍କୁ ଗ୍ରେଡ୍ ସିଟ୍ ଏବଂ ଡିଗ୍ରୀ ପ୍ରମାଣପତ୍ର ଦେବାରେ ବିଫଳ ହୋଇଥିବାରୁ ଛାତ୍ରଛାତ୍ରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ଓଡ଼ିଶା ମାନବାଧିକାର କମିଶନ (ଓଏଚଆରସି) ତରଫରୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଭୁଲ୍ ଦ୍ଵାରା…

‘ବକୁଳ ଫାଉଣ୍ଡେସନ୍’ ଦ୍ୱାରା କ୍ୟାଫେ ୧୬ରେ ହ୍ୟୁମାନ୍ ଲାଇବ୍ରେରୀ ଆୟୋଜିତ

ଭୁବନେଶ୍ୱର: ସତ୍ୟନଗର ସ୍ଥିତ କ୍ୟାଫେ ୧୬ରେ ବକୁଳ ଫାଉଣ୍ଡେସନ୍ ତାଙ୍କ ହ୍ୟୁମାନ୍ ଲାଇବ୍ରେରୀର ତୃତୀୟ ସଂସ୍କରଣ ଆୟୋଜନ କରିଛନ୍ତି। ଓଡ଼ିଶାରେ ଲାଇବ୍ରେରୀ ଆନ୍ଦୋଳନରେ ଅଗ୍ରଣୀ ହୋଇଥିବା ବକୁଳ, କାହାଣୀ ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ନିଜର ସୃଜନଶୀଳତା ପାଇଁ ପରିଚିତ। ଏଥିରେ…

Cm Meets Naveen Patnaik: ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ନବୀନ ନିବାସରେ ପହଞ୍ଚି ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଖାଲି ମୁଖ୍ୟମନ୍ତ୍ରୀ ନୁହନ୍ତି ମେଡିକାଲରୁ ଆସିବା ପରେ ଅନେକ ନେତା ମନ୍ତ୍ରୀ…

Heavy Rain: ଖୋଲିଲା ହୀରାକୁଦର ୪ ଗେଟ୍ 

ସମ୍ବଲପୁର: ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଥିବା ଜଳସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ଶନିବାର ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। ଅଧିକାରୀମାନେ କହିଛନ୍ତି ଯେ ନିଷ୍କାସନର ପ୍ରଥମ ପର୍ଯ୍ୟାୟରେ ଡ୍ୟାମର ବାମ ପାର୍ଶ୍ୱରେ ତିନୋଟି ଏବଂ ଡାହାଣ ପାର୍ଶ୍ୱରେ…

Vigilance Raid: ଆୟଠୁ ଅଧିକ ସଂପତ୍ତି ଠୁଳ ଅଭିଯୋଗରେ ସିଟି ହସ୍ପିଟାଲର ସିନିୟର ଆସିଷ୍ଟାଣ୍ଟ ଗିରଫ

କଟକ: କୋଟିପତି ସିନିୟର ଆସିଷ୍ଟାଣ୍ଟ କିଶୋର ସାହାଣୀ ଗିରଫ। ଆୟଠୁ ଅଧିକ ସଂପତ୍ତି ଠୁଳ ଅଭିଯୋଗରେ କଟକ ସିଟି ହସ୍ପିଟାଲର ବରିଷ୍ଠ ସହାୟକ କିଶୋର ସାହାଣୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆଜି ତାଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ ଜଜ କୋର୍ଟକୁ ଚାଲାଣ କରାଯିବ। ଭିଜିଲାନ୍ସ ରେଡ ବେଳେ ତାଙ୍କର ଦୁଇଟି…

ADR Report: ମୁଖ୍ୟମନ୍ତ୍ରୀଙ୍କ ଭିତରେ ମମତା ସବୁଠୁ ଗରିବ, ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାଁରେ ସବୁଠୁ ଅଧିକ…

ନୂଆଦିଲ୍ଲୀ: ଭାରତରେ ପ୍ରତିଦିନ ନିଜ ନିଜ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବିଷୟରେ ଆଲୋଚନା ହେଉଥାଏ । ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ତାଙ୍କ ରାଜ୍ୟର ମୁଖିଆଙ୍କର କେତେ ସମ୍ପତ୍ତି ରହିଛି? ଏହାକୁ ନେଇ ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ADR) ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ, ସାରା…

Bomb blast: ରାଜଧାନୀରେ ଫୁଟିଲା ବୋମା: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ

ଭୁବନେଶ୍ୱର: ରାଜଧାନୀରେ ଫୁଟିଲା ବୋମା। ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମାମାଡ଼ ହୋଇଥିବା ସୂଚନା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ସନ୍ଦେହ କରାଯାଉଛି। ଫୁଲେଶ୍ୱରି ବସ୍ତିର ଏକ କ୍ଳବ୍ ଘର ଉପରକୁ ଦୃର୍ବୁତ୍ତ ମାନେ ବୋମା ମାଡ କରିଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର…