Latest Odisha News

BREAKING NEWS

Browsing Category

ଓଡିଶା

Odisha

Weather Update: ବଦଳିବ ପାଗ: ଆଗକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ତାତିରେ ରେକର୍ଡ କରିଛି ଝାରସୁଗୁଡ଼ା। ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲସିଅସ୍ ତାପମାତ୍ରା…

Murder: କୋର୍ଟ ସମ୍ମୁଖରେ ଯୁବକଙ୍କୁ ନିର୍ମମ ଭାବେ ହାଣି ହତ୍ୟା

ଗଞ୍ଜାମ: ବଢ଼ିଚାଲିଛି ଅପରାଧ । ଗଞ୍ଜାମ ଜିଲ୍ଲାରେ ଏକ ଘଟଣା ସମସ୍ତଙ୍କ ଛାତି ଥରାଇ ଦେଇଛି । କୋର୍ଟ ସମ୍ମୁଖରେ ଯୁବକଙ୍କୁ ହାଣିଦେଲେ । ଭଞ୍ଜନଗର ଥାନା ଠାରୁ କିଛି ଦୂରରେ ଥିବା କୋର୍ଟ ସମୁଖରେ ଗୁରୁବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ଅତି ନିର୍ମମ ଭାବେ ହାଣି ହତ୍ୟା…

ଅତୀତର ନାୟକ ନୁହେଁ, ବରଂ ଆଧୁନିକ ଓଡ଼ିଶାର ନିର୍ମାତା ଭାବେ ବିଜୁ ବାବୁ ପ୍ରେରଣାର ଉତ୍ସ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁ ପଟ୍ଟନାୟକ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଓଡ଼ିଶାର ବିକାଶ ପାଇଁ ବ୍ରତୀ ଥିଲେ । ବିଜୁ ବାବୁ ଯେଉଁ କ୍ଷେତ୍ରରେ ହାତ ରଖୁଥିଲେ, ତାହା ସୁନା ପାଲଟି ଯାଉଥିଲା । ଅତୀତର ନାୟକ ନୁହେଁ, ବରଂ ଆଧୁନିକ ଓଡ଼ିଶାର ନିର୍ମାତା ଭାବେ ବିଜୁ ବାବୁ ପ୍ରତ୍ୟେକ…

ନୂତନ ଅପରାଧିକ ଆଇନରେ ହେବ ଐତିହାସିକ ସଂଶୋଧନ, ଆୟୋଜିତ ହେବ ”ନ୍ୟାୟ ସଂହିତା ପ୍ରଦର୍ଶନୀ”

ଭୁବନେଶ୍ବର: ଓଡ଼ିଶା ପୋଲିସ ପକ୍ଷରୁ ୟୁନିଟ-୩ ସ୍ଥିତ ପ୍ରଦର୍ଶନୀ ପଡିଆଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ” ଆୟୋଜନ କରାଯାଉଛି । ନୂତନ ଅପରାଧିକ ଆଇନରେ ଐତିହାସିକ ସଂଶୋଧନ ଓ ନୂତନ ନ୍ୟାୟ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ମୁଖ୍ୟ ଲକ୍ଷ୍ୟ । ମାର୍ଚ୍ଚ ୬ ତାରିଖ…

ଧୂଳିସାତ୍ ହେଉଛି ମାଓଗଡ, ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୧୫ ମାଓବାଦୀ

ମାଲକାନଗିରି: ଭାଙ୍ଗୁଛି ମାଓ ଗଡ । ଆଜି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ମହାସମୁଦ ଜିଲ୍ଲାରେ ୧୫ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି । ଓଡ଼ିଶା ରାଜ୍ୟ କମିଟିର ସଚିବ ବିକାଶ ସମେତ ଅନ୍ୟ ୧୪ ଜଣ ନକ୍ସଲ ନିଜର ଅସ୍ତ୍ରଶସ୍ତ୍ର ସହିତ ଛତିଶଗଡ଼ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ।…

ଚୋରି ପିଲାଙ୍କୁ ନେଇ ଭିକ୍ଷା ବୃତ୍ତି; ୫ ଅଣ ଓଡ଼ିଆ ଗିରଫ

ବ୍ରହ୍ମପୁର:କିଛି ପିଲା ବ୍ରହ୍ମପୁର ସହରର ସୁବାଷ ବୋଷ ଛକ ଟ୍ରାଫିକ ପୋଷ୍ଟ ପାଖରେ ଭିକ୍ଷା ମାଗୁଥିଲେ । କଛି ଲୋକ ଦୂରରୁ ସେମାନଙ୍କ ଉପରେ ନଜର ରଖୁଥିଲେ । ଚୋରି ପିଲାଙ୍କୁ ଧରି ଚାଲିଥିଲା ଭିକ୍ଷା ବୃତ୍ତି । ରାତିରେ ସମସ୍ତେ ରହୁଥିଲେ ଚାରି ନମ୍ବର ପ୍ଲାଟଫର୍ମର ଓଭର ବ୍ରିଜ ତଳେ । ତେବେ…

ଭୁଲ୍ ଇଞ୍ଜେକସନ ଯୋଗୁଁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ;ଏନଏଚ୍-୫୭ ଅବରୋଧ

ବୌଦ୍ଧ:ସାଂଘାତିକ ଅଭିଯୋଗ ଆସିଛି ବୌଦ୍ଧ ଜିଲ୍ଲାରୁ । ଭୁଲ୍ ଚିକିତ୍ସା ଯୋଗୁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ବୌଦ୍ଧ ଜିଲ୍ଲାର ପୁରୁଣା କଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ ପୁରୁଣା କଟକ ଅଞ୍ଚଳର ସୁବ୍ରତ ନାୟକ(୨୩)। ଭୁଲ…

Fish market Paradeep: ପାରାଦୀପ ପାଇଁ ବଡ଼ ଯୋଜନା: ପ୍ରତିଷ୍ଠା ହେବ ହାଇଜିନିକ୍ ମାଛ ବଜାର

ଭୁବନେଶ୍ବର: ପାରାଦୀପ ନିର୍ବାଚନ ମଣ୍ଡଳୀରେ ମାଛ ଚାଷୀ ଓ ଖାଉଟିଙ୍କ ସୁବିଧା ପାଇଁ ଏକ ଅତ୍ୟାଧୁନିକ ତଥା ସ୍ଵଚ୍ଛ ମାଛ ବଜାର ପ୍ରତିଷ୍ଠା କରିବାକୁ ପ୍ରସ୍ତାବ ଦେଇଛନ୍ତି ଶିଳ୍ପ,ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ତଥା ପାରାଦୀପ ବିଧାୟକ ସମ୍ପଦ ଚନ୍ଦ୍ର ସ୍ବାଇଁ। ପ୍ରକଳ୍ପ ପାଇଁ…

‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ କଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ 'ଗୋ-ହୋମଷ୍ଟେ' ପୋର୍ଟାଲର ଶୁଭାରମ୍ଭ ହୋଇଯାଇଛି । ଏହାକୁ ଶୁଭାରମ୍ଭ କରି ଓଡ଼ିଶାରେ ସମୁଦାୟ-ନେତୃତ୍ୱାଧୀନ ପର୍ଯ୍ୟଟନକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।…

Rajyasabha Election: ନାମାଙ୍କନ ଭରିଲେ ଦିଲ୍ଲୀପ ରାୟ, କହିଲେ ୨୦୦୨ ପରି ଏଥର ବି ଜିତିବି…

ଭୁବନେଶ୍ଵର: ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ । ସେହିପରି ରାଜ୍ୟସଭା ପାଇଁ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ନାମାଙ୍କନ ଦାଖଲ କରିଛନ୍ତି ।…