Latest Odisha News

BREAKING NEWS

Browsing Category

ଓଡିଶା

Odisha

ତୁମେ ମାନେ ଭବିଷ୍ୟତ; Gen Z ଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ୮୦ ତମ ସ୍ୱାଧୀନତା ଦିବସ ପାଳନ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ Gen Z ଙ୍କୁ ପ୍ରଶଂସା କରି ପରାମର୍ଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦକ୍ଷତା କ୍ଷେତ୍ରରେ ଆମର ଉନ୍ନତ ପ୍ରଶିକ୍ଷଣ ଯୋଗୁ ଇଣ୍ଡିଆ ସ୍କିଲ୍‌ସ ୨୦୨୫-୨୬…

ଆଗ୍ରିଷ୍ଟାକକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମୁଖ୍ୟମନ୍ତ୍ରୀ: ପି-ପାସ୍ ଜରିଆରେ ହିଁ ସରକାର କିଣିବେ ଚାଷୀଙ୍କ ଧାନ

ଭୁବନେଶ୍ୱର: ଧାନ କିଣା ପ୍ରକ୍ରିୟାକୁ ନେଇ ଗତ କିଛି ଦିନ ଧରି ରାଜ୍ୟର ଚାଷୀକୂଳ ମଧ୍ୟରେ ଲାଗି ରହିଥିବା ଦ୍ୱନ୍ଦ୍ୱ ଓ ଅସନ୍ତୋଷର ଆଜି ଅବସାନ ଘଟିଛି। ରାଜ୍ୟ ସରକାରଙ୍କ ଆଗ୍ରିଷ୍ଟାକ୍ ପଞ୍ଜୀକରଣକୁ ନେଇ ଚାଷୀଙ୍କ ମନରେ ଥିବା ଆଶଙ୍କାକୁ ଦୂର କରିଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

ରେଳବାଇ ସୁରକ୍ଷା ପାଇଁ ନୂଆ ପଦକ୍ଷେପ; ଆରପିଏଫ୍ ଡଗ୍ ସ୍କ୍ୱାଡ୍ ଦେହରେ ଲାଗିଲା ବଡି କ୍ୟାମେରା

ଭୁବନେଶ୍ବର:ରେଳବାଇ ସୁରକ୍ଷା ପାଇଁ ନୂଆ ରଣନୀତି । ପ୍ରଥମ ଥର ପାଇଁ ତାଲିମପ୍ରାପ୍ତ କୁକୁରଙ୍କ ଦେହରେ ଲଗାଗଲା କ୍ୟାମେରା । ରେଳବାଇ ସୁରକ୍ଷା ଦାୟିତ୍ୱରେ ନିଯୁକ୍ତି ଥିବା ଆର.ପି.ଏଫ କୁକୁର ବ୍ୟବାହର କରିବେ ବଡି କ୍ୟାମେରା । ଦେହରେ ପ୍ରଥମ ଥର ପାଇଁ ଲାଗିଲା ଗୋ ପ୍ରୋ କ୍ୟାମେରା ।…

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି; ୫ ବର୍ଷରେ ୨୦ ଲକ୍ଷ ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି କରିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ଭୁବନେଶ୍ୱରରେ ୮୦ ତମ ସ୍ୱାଧୀନତା ଦିବସ ସମାରୋହରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନିଯୁକ୍ତି ସୃଷ୍ଟି ହେଉଛି ଆଜିର…

ଖୋଲିଲା ରେଙ୍ଗାଲି ଡ୍ୟାମର ଆଉ ଏକ ଗେଟ୍

ଭୁବନେଶ୍ୱର: ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁଁ ଶନିବାର ଅନୁଗୁଳ ଜିଲ୍ଲାର ରେଙ୍ଗାଲି ଡ୍ୟାମରୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରିବା ପାଇଁ ଆଉ ଏକ ଗେଟ୍ ଖୋଲିଛନ୍ତି। ପୂର୍ବରୁ ଗେଟ୍ ନମ୍ବର ୮ ଏବଂ ୧୦ ଦେଇ ପାଣି ନିଷ୍କାସିତ ହେଉଥିଲା। କିନ୍ତୁ ବ୍ରାହ୍ମଣୀ ନଦୀ ଫୁଲିବା ଜାରି…

ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ

ଭୁବନେଶ୍ୱର: ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ଗୁଣାତ୍ମକ ପରିବର୍ତ୍ତନ ଆଣିବା ଏବଂ ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ତଥା ଐତିହାସିକ ଘୋଷଣା କରିଛନ୍ତି। ଦୀର୍ଘ ଦିନ ଧରି ରାଜ୍ୟର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଖାଲି…

ମହାପ୍ରଭୁଙ୍କ ଦର୍ଶନ ସମୟରେ ଅସୁସ୍ଥ ହେଲେ ଶ୍ରଦ୍ଧାଳୁ; ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ହେଲା ଶେଷ ଦର୍ଶନ । ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରୁଥିବା ସମୟରେ ହଠାତ୍ ଅସୁସ୍ଥ ହୋଇ ତଳେ ପଡ଼ିଯାଇଥିଲେ ଜନୈକ ଶ୍ରଦ୍ଧାଳୁ । ଘଟଣାସ୍ଥଳରେ ନିୟୋଜିତ ପୋଲିସ କର୍ମଚାରୀମାନେ ତୁରନ୍ତ ତାଙ୍କୁ ଶ୍ରୀମନ୍ଦିର ପରିସରରେ ଥିବା…

ବିପଦକୁ ଡାକୁଛି ‘ରଙ୍ଗ୍ ରୁଟ୍ ଡ୍ରାଇଭିଂ’: ୪ ଦିନରେ ରାଜ୍ୟରେ କଟିଲା ୩୬ ହଜାରରୁ ଊର୍ଦ୍ଧ୍ୱ ଇ-ଚାଲାଣ

ଭୁବନେଶ୍ୱର: ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଏବେ କଡ଼ା ନଜର ରଖିଛି ରାଜ୍ୟ ପରିବହନ ପ୍ରାଧିକରଣ (ଏସଟିଏ)। ଅଗଷ୍ଟ ୧୦ରୁ ୧୩ ତାରିଖ ମଧ୍ୟରେ ମାତ୍ର ୪ ଦିନ ଭିତରେ ସାରା ରାଜ୍ୟରେ ମୋଟ ୩୬,୬୦୩ଟି ଇ-ଚାଲାଣ କଟାଯାଇଥିବା ବେଳେ ଏଥିରୁ ୧୫୧ଟି ଚାଲାଣ କେବଳ 'ରଙ୍ଗ୍ ସାଇଡ୍' ବା ଭୁଲ ଦିଗରେ…

Odisha to install Doppler radars:ଆଗାମୀ ଦିନରେ କାର୍ଯ୍ୟକ୍ଷମ ହେବ ଆଉ ୩ ଡପଲର୍ ରାଡାର; ପାଣିପାଗର ପୂର୍ବାନୁମାନ…

ଭୁବନେଶ୍ବର:ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପାଣିପାଗ ସୂଚନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ । ଏନେଇ ସରକାର ବଡ଼ ପଦକ୍ଷେପ ନେଉଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଅନୁଯାୟୀ, ଓଡ଼ିଶାରେ ବର୍ତ୍ତମାନ ଦୁଇଟି ଡପଲର୍ ରାଡାର କାର୍ଯ୍ୟ…

ବନ୍ୟା ଜଳରେ ବୁଡ଼ିଛି ରାସ୍ତା, ଭଦ୍ରକ-ଆରଡ଼ି ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ

ଭଦ୍ରକ: ବୈତରଣୀ ନଦୀର ଜଳସ୍ତର ଧୀରେ ଧୀରେ ହ୍ରାସ ପାଉଥିଲେ ମଧ୍ୟ ଭଦ୍ରକ ଜିଲ୍ଲାର ତଳିଆ ଅଞ୍ଚଳଗୁଡ଼ିକରେ ବନ୍ୟା ପରିସ୍ଥିତି ଏବେ ବି ସଙ୍ଗିନ ରହିଛି। ନଦୀ ପାଣି କମିବା ଆରମ୍ଭ ହୋଇଥିଲେ ସୁଦ୍ଧା ଜିଲ୍ଲାର ଅନେକ ଗାଁ ବର୍ତ୍ତମାନ ସୁଦ୍ଧା ଜଳବନ୍ଦୀ ଅବସ୍ଥାରେ ରହିଛି । ବିଶେଷ କରି ତଳିଆ…