Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ କମିବ ବର୍ଷାର ପରିମାଣ; ୧ ଆଉ ଏକ ଲଘୁଚାପ!

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ କମିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଅବପାତ ଶ୍ରୀକାକୁଲମ ପାଖରେ ପହଞ୍ଚିବା ପରେ କ୍ରମଶଃ ଦୁର୍ବଳ ହୋଇଛି । ରବିବାର ସନ୍ଧ୍ୟା ସୁଦ୍ଧା ଏହା ଆହୁରି ଦୁର୍ବଳ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ୩୦ ତାରିଖ ଯାଏଁ…

ନୀତି ବିଭ୍ରାଟ: ଶ୍ରୀମନ୍ଦିରରେ ପଲଙ୍କ ବିଜେ ପୂର୍ବରୁ ହେଲା ଆଳତି

ପୁରୀ: ବିଳମ୍ବିତ ରାତିରେ ଶ୍ରୀମନ୍ଦିର ନୀତିରେ ବ୍ୟାପକ ବିଭ୍ରାଟ ହୋଇଥିବା ସୂଚନା ରହିଛି । ଆଳତି ସରିବା ପରେ ପଲଙ୍କ ବିଜେ ହୋଇଛି । ବଡ଼ସିଂହାର ଭୋଗ ପରେ ପରେ ମହାପ୍ରଭୁଙ୍କ ପଲଙ୍କ ବିଜେ ହେବା କଥା । ମହାପ୍ରଭୁଙ୍କ ପଲଙ୍କ ବିଜେ ହେବା ପରେ ଯେଉଁ ଆଳତି ହେବା କଥା ତାହା ପଲଙ୍କ ବିଜେ…

୨୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ୨ ଗିରଫ

ପୁରୀ: ୨୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହ ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୁରୀ ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ପୁରୀ ନୀଳଚକ୍ର ନଗରର ସୁକାନ୍ତି ପଣ୍ଡା ଏବଂ ଜଳେଶ୍ବର ଅଞ୍ଚଳର ମହମ୍ମଦ ସାଜଦ୍ । ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା…

ବିସ୍ଫୋରକ ଓ ବନ୍ଧୁକ ତିଆରି କାରଖାନାକୁ ଧ୍ବଂସ କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ପୋଲିସକୁ ମିଳିଛି ବଡ ସଫଳତା । ସୁକମା ଜିଲ୍ଲାର ମେଟାଗୁଡା ଜଙ୍ଗଲରେ ଏକ ବଡଧରଣର ହମଲାକୁ ବିଫଳ କଲେ ଯବାନ ମାନେ । ଜଂଗଲରେ ନକ୍ସଲ ତିଆରି କରିଥିବା ବନ୍ଧୁକ କାରଖାନା ଚାଲିଥିଲା । ଏହି କାରଖାନାରେ ବାରୁଦ, ବନ୍ଧୁକ ତିଆରି କରିବା ସାମଗ୍ରୀ…

ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ, ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ବନ୍ଦ ହେଲା ହୀରାକୁଦର ଆଉ ୪ଟି ଗେଟ୍‌ । ଫଳରେ ଶନିବାର ସନ୍ଧ୍ୟା ସୁଦ୍ଧା ୬ଟି ଗେଟ୍‌ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସିତ ହେଉଛି । ହୀରାକୁଦରେ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଥିବାବେଳେ ଶନିବାର କାଳେ ୪ଟି ଏବଂ ମଧ୍ୟାହ୍ନରେ ୬ଟି ଗେଟ୍‌ ବନ୍ଦ କରିଦିଆଯାଇଥିଲା ।…

ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, ଦ୍ବିତୀୟ ଥର ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ

ବାଲେଶ୍ଵର: ବାଲେଶ୍ଵର ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣାରେ ଦ୍ବିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ଶନିବାର କ୍ରାଇମବ୍ରାଞ୍ଚ ପକ୍ଷରୁ ବାଲେଶ୍ୱର ଏସଡିଜେମଙ୍କ କୋର୍ଟରେ ଦ୍ୱିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରାଯାଇଛି । ଏହା ପୂର୍ବରୁ ସେପ୍ଟେମ୍ବର…

ହାଣ୍ଡିଆ ଟିକକ ପାଇଁ ସ୍ତ୍ରୀକୁ ବାଡ଼େଇ ବାଡ଼େଇ ମାରିଦେଲା ସ୍ୱାମୀ

ମୟୂରଭଞ୍ଜ:ଘରେ ଥିବା ସାମାନ୍ୟ ହାଣ୍ଡିଆ ସବୁ ସ୍ତ୍ରୀ ପିଇ ଦେବାରୁ କାଠ ଫାଳିଆରେ ବାଡ଼େଇ ବାଡ଼େଇ ମାରିଦେଲା ସ୍ୱାମୀ। ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଉପରତାଳଡିହା ଗାଁରୁ ଆସିଛି ଅଭିଯୋଗ । ମୃତକ ହେଲେ ଗୁରୁ ପ୍ରସାଦ ସିଂଙ୍କ ସ୍ତ୍ରୀ ସୀତା ସିଂ । ସୂଚନାଯୋଗ୍ୟ ଯେ, ଗୁରୁପ୍ରସାଦ କାମରୁ…

ନକଲି ବିଦେଶୀ ମଦ କାରଖାନା ଠାବ ଘଟଣାରେ ବଡ଼ ଖୁଲାସା କଲେ ଅନୁଗୁଳ ଏସ୍‌ପି

ଅନୁଗୁଳ: ଅନୁଗୁଳ ସହରର ଶିକ୍ଷକପଡ଼ାରୁ ନକଲି ବିଦେଶୀ ମଦ କାରଖାନା ଠାବ ଘଟଣା। ଏହି ପ୍ରସଙ୍ଗରେ ଅନୁଗୁଳ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନଙ୍କ ବଡ଼ ଖୁଲାସା କରିଛନ୍ତି। ଅନୁଗୁଳ ପୋଲିସ ଓ ସ୍ପେଶାଲ୍ ସ୍କ୍ୱାର୍ଡ ଚଢ଼ାଉ କରି ବଡ଼ ଧରଣର ନକଲି ମଦ କାରଖାନା ଠାବ କରିଛି ବୋଲି ସେ କହିଛନ୍ତି। ବିଭିନ୍ନ…

Life imprisonment: ୬ ବର୍ଷର କନ୍ୟାକୁ ଦୁଷ୍କର୍ମ ମାମଲା: ମାତ୍ର ୨ ମାସ ଭିତରେ ନ୍ୟାୟ, ଦୋଷୀକୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଥାନା ଅଞ୍ଚଳରେ ଏକ ୬ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ମାମଲାର ରାୟ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି। ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତି କରି କୋର୍ଟ ଅଭିଯୁକ୍ତ ଅନନ୍ତ କୁଦେଇ (୩୧)କୁ ଆଜୀବନ…

Excise Department: ପୂଜା ପୂର୍ବରୁ ବଡ଼ ଧରଣର ଚଢ଼ାଉ; ଜବତ ହେଲା ୧୫ ହଜାର ଲିଟର ପୋଚ, ୪ ଗିରଫ

ଭୁବନେଶ୍ୱର: ପାର୍ବଣରେ ବେଆଇନ କାମ ଅଧିକ ଚାଲେ। ବେଧଡ଼କ ଚାଲେ ନିଶା କାରବାର। ତେଣୁ ଏହାକୁ ରୋକିବା ପାଇଁ ସଜାଗ ହୋଇଛି ପ୍ରଶାସନ। ପୂଜା ପୂର୍ବରୁ ରାଜଧାନୀରେ ଅବକାରୀ ବିଭାଗ ବଡ଼ ଧରଣର ଚଢ଼ାଉ କରିଛି। ଏହି ଚଢଉରେ ଜବତ ହୋଇଛି ୧୫ ହଜାର ଲିଟର ପୋଚ ଓ ୬ ହଜାର ଲିଟର ମଦ। ଭୁବନେଶ୍ୱର ସାଲିଆ…