Latest Odisha News

BREAKING NEWS

Browsing Category

ଓଡିଶା

Odisha

PM Modi in Odisha: ଓଡିଶାରେ ମୋଦି: ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚି ଝାରସୁଗୁଡା କାର୍ଯ୍ୟକ୍ରମରେ ଦେଲେ…

ଭୁବନେଶ୍ବର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଝାରସୁଗୁଡା ଆମଲପାଲିରେ ଯୁବ ସମାବେଶରେ ଦେଲେ ଯୋଗ । ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ପ୍ରଧାନମନ୍ତ୍ରୀଙ୍କ ମୋଦିଙ୍କ ଷଷ୍ଠ ଓଡିଶା ଗସ୍ତ ।  ଆଜି ମୋଦି ବାୟୁସେନାର ସ୍ବତନ୍ତ୍ର ବିମାନରେ ଝାରସୁଗୁଡାରେ ପହଞ୍ଚି ଥିବୋ…

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୪ଟି ଗେଟ୍, ୧୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ୱଲପୁର: ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୪ଟି ଗେଟ୍। ବର୍ତ୍ତମାନ ୧୬ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ଶୁକ୍ରବାର ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିବା ବେଳେ ଶନିବାର ଦିନ ସେଥିମଧ୍ୟରୁ ୪ ଟି ଗେଟ୍ ବନ୍ଦ କରାଯାଇଛି। ଲଗାତାର ବର୍ଷା କାରଣରୁ ଶୁକ୍ରବାର ହୀରାକୁଦ…

ଆଜି ସ୍ୱତନ୍ତ୍ର ଓଟିଇଟି; ୭୫ ହଜାରରୁ ଅଧିକ ପ୍ରାଥମିକ ଶିକ୍ଷକ-ଶିକ୍ଷୟିତ୍ରୀ ଦେଉଛନ୍ତି ପରୀକ୍ଷା

ଭୁବନେଶ୍ୱର: ଆଜି ରାଜ୍ୟବ୍ୟାପୀ ବାଧ୍ୟତାମୂଳକ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେଉଛି। ପ୍ରାୟ ୭୫ ହଜାରରୁ ଅଧିକ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଦେଉଛନ୍ତି। ରାଜ୍ୟର ୧୯୩ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଦେଉଛନ୍ତି। ସାରା ରାଜ୍ୟରେ ଲଘୁଚାପ…

ଅବପାତର ରୂପ ନେଲା ଲଘୁଚାପ, ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି 

ଭୁବନେଶ୍ବର: ଲଘୁଚାପ ଅବପାତର ରୂପ ନେଇଛି। ଉତ୍ତରପଶ୍ଚିମ ଓ ପାଶ୍ବବର୍ତ୍ତୀ ପଶ୍ଚିମ-ମଧ୍ୟ ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ନିକଟରେ ଅବପାତରେ ପରିଣତ ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।…

ଆସିଲା ତାରିଖ; ଏହି ଦିନରୁ RI, ICDS ସୁପରଭାଇଜର,ଅମିନ ପାଇଁ ହେବ ପ୍ରିଲିମନାରୀ ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନଆୟୋଗ (OSSSC) ଦ୍ୱାରା ପରିଚାଳିତ RI, ଏଆର୍‌ଆଇ, ଅମିନ ଓ ICDS ସୁପରଭାଇଜର ପଦ ପାଇଁ ପ୍ରିଲିମିନାରି ପରୀକ୍ଷା ଅକ୍ଟୋବର ୮ରୁ ଆରମ୍ଭ ହେବ। ସବୁ ଜିଲ୍ଲାରେ ଅକ୍ଟୋବର ୮ରୁ ନଭେମ୍ବର ୧୩ ମଧ୍ୟରେ ହେବ ପ୍ରିଲିମନାରୀ ପରୀକ୍ଷା ହେବ । ଶୁକ୍ରବାର ଆୟୋଗ…

ଗ୍ରାମାଞ୍ଚଳରେ ଲୋକଙ୍କ ଘରେ ରହିବେ ପର୍ଯ୍ୟଟକ; କାର୍ଯ୍ୟକାରୀ ହେବ ହୋମ୍‌ ଷ୍ଟେ ପ୍ରତିଷ୍ଠା ଯୋଜନା

ଭୁବନେଶ୍ବର:ଗ୍ରାମାଞ୍ଚଳରେ ଲୋକଙ୍କ ଘରେ ରହିବେ ପର୍ଯ୍ୟଟକ । ବଢ଼ିବ ରୋଜଗାର । ରାଜ୍ୟରେ କାର୍ଯ୍ୟକାରୀ ହେବ ହୋମ୍‌ ଷ୍ଟେ ପ୍ରତିଷ୍ଠା ଯୋଜନା । ୨୦୨୯-୩୦ ଆର୍ଥିକ ବର୍ଷ ଯାଏଁ କାର୍ଯ୍ୟକାରୀ ହେବ । ଏହି ଯୋଜନାର ଲକ୍ଷ୍ୟ ହେଉଛି ଓଡ଼ିଶାର ଗ୍ରାମୀଣ ଏବଂ କମ୍ ଜଣାଶୁଣା ସ୍ଥାନଗୁଡ଼ିକରେ ହୋମ…

୬ ହଜାର ଟଙ୍କା ଲାଞ୍ଚ ନେଇ ଫସିଲେ ପଞ୍ଚାୟତ ଡାଟା ଏଣ୍ଟ୍ରି ଅପରେଟର

ଖୋର୍ଦ୍ଧା: ଭିଜିଲାନ୍ସ ହାତରେ ଧରାପଡିଲେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଏଡିଇଓ (ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର) ରାକେଶ ସାହୁ । ସରକାରୀ ଆନ୍ତ୍ୟୋଦୟ ଗୃହ ଯୋଜନା ଅଧୀନରେ ଘର ନିର୍ମାଣ ପାଇଁ ଜଣେ ଆଦିବାସୀ ହିତାଧିକାରୀଙ୍କଠାରୁ ୬ ହଜାର ଟଙ୍କା…

ରାଜ୍ୟ ସରକାରୀ PSU କର୍ମଚାରୀଙ୍କ ଡିଏ ୨% ବୃଦ୍ଧି

ଭୁବନେଶ୍ବର: PSU କର୍ମଚାରୀଙ୍କୁ ଖୁସି କରିଦେଲେ ରାଜ୍ୟ ସରକାର । ପୂଜା ପୂର୍ବରୁ ରାଜ୍ୟର ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ପାଇଁ ସରକାର ଆଣିଲେ ଖୁସି ଖବର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ସରକାରୀ ଉଦ୍ୟୋଗର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି…

ଓଡିଶା ପାଇଁ ୩୫ ଜିଲ୍ଲା ନୂଆ ସଭାପତିଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ସବୁ ଜିଲ୍ଲା ପାଇଁ ନୂଆ ସଭାପତି ନିଯୁକ୍ତ କରିଛି କଂଗ୍ରେସ । ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶାର ସମସ୍ତ ୩୫ଟି ସାଂଗଠନିକ ଜିଲ୍ଲା କଂଗ୍ରେସ କମିଟିର ସଭାପତିଙ୍କ ନିଯୁକ୍ତି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ସମସ୍ତ ନୂଆ ଜିଲ୍ଲା ସଭାପତିଙ୍କ ନାମ ତାଲିକା ପ୍ରକାଶ…

ଜିନ୍ଦଲ ଷ୍ଟିଲ ଦ୍ୱାରା ଅନୁଗୁଳରେ ଭାରତର ଅନ୍ୟତମ ବୃହତ ବ୍ଲାଷ୍ଟ ଫର୍ଣ୍ଣେସ କାର୍ଯ୍ୟକ୍ଷମ

ଅନୁଗୁଳ: ପ୍ରସିଦ୍ଧ ଶିଳ୍ପପତି ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଜିନ୍ଦଲ ଷ୍ଟିଲ୍, ଅନୁଗୁଳ ଷ୍ଟିଲ୍ ପ୍ଲାଣ୍ଟରେ ଦେଶର ଅନ୍ୟତମ ସର୍ବବୃହତ ବ୍ଲାଷ୍ଟ ଫର୍ଣ୍ଣେସ୍‌ କାର୍ଯ୍ୟକ୍ଷମ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭରଶୀଳ ଭାରତର ସ୍ୱପ୍ନକୁ ସାକାର କରିବାରେ ଏକ ମାଇଲଖୁଣ୍ଟ ସ୍ଥାପନ…